କାର୍ଯ୍ୟରେ ଅବହେଳା: ଶିକ୍ଷକ ନିଲମ୍ବିତ

କପ୍ତିପଦା,୧୯ା୧୨(ଡି.ଏନ୍‌.ଏ.)- କାର୍ଯ୍ୟରେ ଅବହେଳା କାରଣ ଯୋଗୁ କପ୍ତିପଦା ବ୍ଲକ ଅଧୀନରେ କାର୍ଯ୍ୟରତ ଜଣେ ସହକାରୀ ଶିକ୍ଷକଙ୍କୁ ବ୍ଲକ ଶିକ୍ଷାଧିକାରୀ(ବିଇଓ) ଶଶୀଧର ସିଂ ଚିଠି ନଂ.-୩୯୦୬ରେ ବୁଧବାର ନିଲମ୍ବନ କରିଛନ୍ତି ା ଶିକ୍ଷକ ଜଣକ ହେଲେ ଶାନ୍ତନୁ କୁମାର ଦାସ। ସେ ସରକାରୀ ପ୍ରାଥମିକ ବିଦ୍ୟାଳୟ ଗଜାଆମ୍ବର ସ୍ଥାୟୀ ଶିକ୍ଷକ ହୋଇଥିବା ବେଳେ ତାଙ୍କୁ ସରକାରୀ ପ୍ରାଥମିକ ବିଦ୍ୟାଳୟ ମଥୁରାସାହିକୁ ଡିପ୍ଲୋଏଡ କରାଯାଇଥିଲା। ସେଠାରେ କାର୍ଯ୍ୟରେ ଅବହେଳା କରିବା ସହିତ ନିଶାସକ୍ତ ଅବସ୍ଥାରେ ଶ୍ରେଣୀ ଗୃହରେ ଶୋଇବା ସଂକ୍ତାନ୍ତୀୟ ଏକ ଭିଡିଓ ଭାଇରାଲ ହୋଇଥିଲା ା ଏହି ଭିଡିଓ କ୍ଲିପ ବିଇଓ ସିଂ ପାଇବା ପରେ ଏବିଇଓ ଘନଶ୍ୟାମ ସିଂଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ା ତଦନ୍ତ ରିପୋର୍ଟକୁ ଭିତ୍ତି କରି ବିଇଓ ତାଙ୍କୁ ନିଲମ୍ବନ କରିଥିବା ବେଳେ ଏହି ଚିଠିର ନକଲ ଜିଲା ଶିକ୍ଷାଧିକାରୀ, ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ସିଆରସିସି, ବିଆରସିସି ଓ ବିଲ୍‌ ସେକ୍ସନକୁ ମଧ୍ୟ ପଠାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ସମସ୍ୟା ନେଇ ଦାବିପତ୍ର

ଉଦଳା,୧୫ା୧୦(ଡି.ଏନ୍‌.ଏ.)- ଆଦିବାସୀ ଅଧ୍ୟୁଷିତ କପ୍ତିପଦା ଉପଖଣ୍ଡରେ ଥିବା ଆଦିବାସୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା କପ୍ତିପଦା ଉପଖଣ୍ଡ...

ସହର ପ୍ରବେଶ ପଥ ବନ୍ଦ

ବାରିପଦା ଅଫିସ,୩୦।୧୧: ବାରିପଦା ସହରକୁ ସଂଯୋଗ କରୁଥିବା ୧୮ନଂ. ଜାତୀୟ ରାଜପଥର ପାଲବଣି ବାଇପାସ ପ୍ରବେଶ ପଥ ରାସ୍ତା ବନ୍ଦ କରାଯିବା ଘଟଣାରେ ଜିଲା ବିଜେଡି...

ଅଧ୍ୟାପିକା ଆତ୍ମହତ୍ୟା ମାମଲା: ଝାରପୋଖରିଆ ଆଇଆଇସି ନିଲମ୍ବିତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମୟୁରଭଞ୍ଜ ଜିଲାରେ ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ରାଜ୍ୟରେ ଆଲୋଡନ ସୃଷ୍ଟି...

ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

ଠାକୁରମୁଣ୍ଡା,୭ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଯଶିପୁର ବ୍ଲକ...

ଲଘୁଖଣିଜ ଚୋରା ଚାଲାଣ ରୋକିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା

ବାରିପଦା ଅଫିସ,୧୮।୫ – ମୟୂରଭଞ୍ଜ ଜିଲାରେ ଲଘୁଖଣିଜ ଚୋରା ଚାଲାଣ ରୋକିବା ନେଇ ବାରିପଦା ସର୍କିଟ ହାଉସରେ ମଙ୍ଗଳବାର କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି...

ଶିମିଳିପାଳ ବଫର ଅଞ୍ଚଳରେ ପଶିଲା କରୋନା: ଖଡ଼ିଆ ସମ୍ପ୍ରଦାୟର ୧୬ ସଂକ୍ରମିତ

ବାରିପଦା ଅଫିସ,୧୯ା୫- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଥିବା ବଫର ଇଲାକାରେ ରହୁଥିବା ଖଡ଼ିଆ ଜନଜାତି ସମ୍ପ୍ରଦାୟର ଲୋକେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୁଇକ୍‌...

ମୟୂରଭଞ୍ଜରେ ଖୁସିର ଲହରି

ବାରିପଦା ଅଫିସ୍‌, ୨୨।୬: ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ସମଗ୍ର ମୟୂରଭଞ୍ଜ ଜିଲାରେ ଖୁସିର ଲହରୀ ଖେଳିଯାଇଛି।...

ନାବାଳିକାଙ୍କୁ ଗଣବଳାତ୍କାର, ୩ ଗିରଫ

ବାରିପଦା ଅଫିସ,୧୩ା୫- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ମଧୁବନ ପଡ଼ିଆ ନିକଟସ୍ଥ ଏକ ଗ୍ୟାରେଜରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ପୋଲିସ...

Advertisement
Archives

Model This Week