କାର୍ଯ୍ୟରେ ଯୋଗଦେଲେ ନିର୍ବାହୀ ଅଧିକାରୀ

କେସିଙ୍ଗା,୮ା୯(ତୁମେଶ୍ୱର ସାହୁ): କଳାହାଣ୍ଡି କେସିଙ୍ଗା ବ୍ଲକର ବିଡିଓଙ୍କ କାର୍ଯ୍ୟାଳୟଠାରେ କେସିଙ୍ଗା ବ୍ଲକର ସମସ୍ତ ନିର୍ବାହୀ ଅଧିକାରୀ ଶୁକ୍ରବାର ଯୋଗଦେଇ ନିଜସ୍ବ ପଞ୍ଚାୟତ କାର୍ଯ୍ୟାଳୟ ଯୋଗ ଦେଇଛନ୍ତି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଦୁଙ୍କୁ ସଂଘ ପକ୍ଷରୁ ସୂଚନା ଦେଇଛନ୍ତି। ନିର୍ବାହୀ ଅଧିକାରୀଙ୍କ ଦୁଇଟି ଦାବି ହେଲା ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦବୀର ଶିକ୍ଷାଗତ ଯୋଗ୍ୟତା +୨ ଓ +୩ କରିବା ସହିତ ଦରମା ହାର ୫ ଲେବୁଲରୁ ୯ ଲେବୁଲକୁ ଧାର୍ଯ୍ୟ କରାଯାଉ l ଦ୍ୱିତୀୟରେ ନୂତନ ପଦବୀ ସୃଷ୍ଟି କରି ୧୦ ବର୍ଷ କାର୍ଯ୍ୟ କରିଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀମାନଙ୍କୁ ପଦୋନ୍ନତି ପ୍ରଦାନ କରାଯାଉ। ତତ୍‌ସହିତ ପଞ୍ଚାୟତ ଡେଭଲପ୍‌ମେଣ୍ଟ ଅଫିସର ପଦବୀରେ ଶତପ୍ରତିଶତ ପଦୋନ୍ନତି କରାଯାଉ ଓ ଶେଷରେ ଓପି ଆରଏସ୍‌ କ୍ୟାଡର ରୁଲ୍‌ରେ ଅନ୍ତର୍ଭୁକ୍ତ କରାଯାଉ। ଏହି ଯୋଗଦାନରେ କେସିଙ୍ଗା ବ୍ଲକର ସଭାପତି ସମ୍ପାଦକ ଲମ୍ଭୁ ଶିଖାଙ୍କ ସମେତ ସମସ୍ତ ପ୍ରମୁଖ ସାମିଲ ହୋଇଥିଲେ। ଯଦିଓ ଏକ ମାସରେ ଦାବି ପୂରଣ ନ ହୁଏ ପୁନଃରାବୃତ୍ତି ହେବ ବୋଲି ସଂଘ ପକ୍ଷରୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?