କାର୍ଯ୍ୟସ୍ଥଳରେ ସୁରକ୍ଷା ଓ ସ୍ବାସ୍ଥ୍ୟରକ୍ଷା ଜରୁରୀ

ଜେନିଭା,୨୮।୪: ପ୍ରତିବର୍ଷ ଏପ୍ରିଲ ୨୮ରେ ବିଶ୍ୱବ୍ୟାପୀ କାର୍ଯ୍ୟସ୍ଥଳରେ ସୁରକ୍ଷା ଓ ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇ ଆସୁଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ଜାରି ଏହି ଅଭିଯାନରେ ଏହାର ଉଚିତ ଉପଯୋଗ ଉପରେ ଗୁରୁତ୍ୱାରୋପ କରାଯାଇଛି। କାର୍ଯ୍ୟକ୍ଷେତ୍ରରେ ଘଟୁଥିବା ଦୁର୍ଘଟଣା କିମ୍ବା ରୋଗ ସମ୍ପର୍କରେ ଅବଗତ କରିବା ଓ ଏଥିଲାଗି ପ୍ରସ୍ତୁତି କରିବା ଲାଗି ପ୍ରତିବର୍ଷ ଏହାକୁ ପାଳନ କରାଯାଇଥାଏ। ଅନ୍ତର୍ଜାତୀୟ ଶ୍ରମିକ ସଙ୍ଗଠନ ଦ୍ୱାରା ଏହାକୁ ଘୋଷଣା କରାଯିବା ସହ ୨୦୦୩ ମସିହାରୁ ପ୍ରତିବର୍ଷ ପାଳନ କରାଯାଇଆସୁଛି। ଅଫିସ କିମ୍ବା ଅନ୍ୟାନ୍ୟ କାର୍ଯ୍ୟସ୍ଥଳୀରେ କାର୍ଯ୍ୟ କରୁଥିବା ଲୋକଙ୍କୁ ସୁରକ୍ଷା ଯୋଗାଇଦେବା ଓ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଲାଗି ଏହି ଦିବସର ମହତ୍ତ୍ୱ ରହିଛି। ଏଭଳି ଦିବସ ପାଳନ ଦ୍ୱାରା କର୍ମଚାରୀମାନେ ବିଭିନ୍ନ ଦୁର୍ଘଟଣା ଓ ରୋଗ ସମ୍ପର୍କରେ ସଚେତନ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା: ସୋମବାର ଖୋଲିବନି ବ୍ୟାଙ୍କ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୫।୧୦: କାଲି ଅର୍ଥାତ ସୋମବାର, ୨୬ ଅକ୍ଟୋବରରୁ ଏକ ନୂଆ ସପ୍ତାହ ଆରମ୍ଭ ହେବାକୁ ଯାଉଛି। ଏପରି ପରିସ୍ଥିତିରେ ଯଦି ଆପଣ ଭାବୁଛନ୍ତି ଯେ କାଲି ବ୍ୟାଙ୍କ…

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଟିମ ଇଣ୍ଡିଆ: ବିଶ୍ୱରେ ସୃଷ୍ଟି କଲା ନୂଆ ରେକର୍ଡ, ଅଷ୍ଟ୍ରେଲିଆ-ଇଂଲଣ୍ଡ ପଡିଲେ ପଛରେ…

ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?