Posted inଜାତୀୟ

କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ବଳାତ୍କାରୀ ପୀଡ଼ିତା

ଜୟପୁର,୨୯।୭: ଜୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସହରର ବୈଶାଳୀ ନଗର ଥାନାରେ ଏକ ବଳାତ୍କାର ମାମଲାରେ କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ବଳାତ୍କାରୀ ପୀଡ଼ିତା ଉତ୍ତ୍ୟକ୍ତ ହୋଇପଡ଼ି ନିଜ ଦେହରେ ନିଅଁ। ଲଗାଇ ଆତ୍ମହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ସ୍ବାମୀଙ୍କ ବନ୍ଧୁ ମହିଳାଙ୍କୁ ସାଙ୍ଗରେ ତାଙ୍କ ଘରକୁ ନେଇ ଥଣ୍ଡା ପାନୀୟରେ ନିଶାଦ୍ରବ୍ୟ ମିଶାଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତା ଜଣଙ୍କ ବାରମ୍ବାର ଉକ୍ତ ପୋଲିସ ଥାନାରେ ଅଭିଯୋଗ କରିବା ସତ୍ତ୍ୱେ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଏଥିସହ ମାମଲାକୁ ଚପାଇଦେବାକୁ ମହିଳାଙ୍କୁ ବାଧ୍ୟ କରାଯାଉଥିଲା। ଏଥିରେ ପୀଡ଼ିତା ମହିଳା ଜଣଙ୍କ ଅତିଷ୍ଠ ହୋଇପଡ଼ି ରବିବାର ଥାନାରେ ନିଜ ଦେହରେ ନିଅଁ। ଲଗାଇଦେଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କୁ ବଞ୍ଚାଇବାକୁ ଯାଇ କେତେକ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଥିବା ବେଳେ ମହିଳାଙ୍କ ଶରୀରର ୭୫ ପ୍ରତିଶତ ଭାଗ ଜଳିଯାଇଥିବାରୁ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଫ୍‌ସିଏଟିକୁ ଉଚ୍ଛେଦ କଲା କେନ୍ଦ୍ର

ନୂଆଦିଲ୍ଲୀ/ମୁମ୍ବାଇ,୮ା୪ : ଫିଲ୍ମ ସାର୍ଟିଫିକେଶନ ଆପିଲେଟ୍‌ ଟ୍ରିବ୍ୟୁନାଲ (ଏଫ୍‌ସିଏଟି)କୁ କେନ୍ଦ୍ର ସରକାର ତତ୍କାଳ ଉଚ୍ଛେଦ କରିଛନ୍ତି। ଫଳରେ ସେନ୍ସର ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍‌...

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ବୋଲି ଦାବି କଲେ ଫଡନବିଶ

ମୁମ୍ବାଇ,୨୨।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଦାବି କରିଛନ୍ତି ସେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ। କେବଳ ଭାଜପା ନୁହେଁ ସେ ରାଜ୍ୟ ସରକାରଙ୍କ ସବୁ...

ଭାଜପା ଏମ୍‌ପିଙ୍କ ମୁଣ୍ଡରେ ସ୍ବତନ୍ତ୍ର ଟୋପି

ନୂଆଦିଲ୍ଲୀ,୫।୪: ଦିଲ୍ଲୀର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ମଙ୍ଗଳବାର ଭାଜପା ସଂସଦୀୟ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ବହୁ ଭାଜପା ଏମ୍‌ପି ମୁଣ୍ଡରେ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଶାହ-ନୀତୀଶ କରିବେ ପ୍ରଚାର

ନୂଆଦିଲ୍ଲୀ,୨୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ଜୋର୍‌ସୋର୍‌ ନିର୍ବାଚନୀ ପ୍ରଚାର ଜାରି ରହିଛି। ତେବେ ଏଠାରେ ପ୍ରଚାର କାର୍ଯ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ...

ଟିଏମ୍‌ସି ଅଭିଯୋଗରେ ସତ୍ୟତା ନାହିଁ : ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୨।୩ : ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ଲାଗି ନନ୍ଦିଗ୍ରାମରୁ ନାମାଙ୍କନ ଦାଖଲ କରିବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା।...

ପୋଲିସ ବସ ଉପରେ ଗୁଳି ବର୍ଷା

ଶ୍ରୀନଗର,୧୩।୧୨: ଶ୍ରୀନଗରର ଉପକଣ୍ଠ ଜଓ୍ବୋନ ଅଞ୍ଚଳରେ ଏକ ପୋଲିସ ବସ୍‌ ଉପରେ ସୋମବାର ସନ୍ଧ୍ୟାରେ ଆଖି ବୁଜା ଗୁଳି ଚଳାଇଛନ୍ତି ଦୁଇ ଆତଙ୍କବାଦୀ। ଏହି ଆକ୍ରମଣରେ...

ଫାଶୀରେ ୯ ବର୍ଷୀୟଙ୍କ ମୃତ୍ୟୁ

ଲକ୍ଷ୍ନୌ, ୧ା୮: ସ୍ବାଧୀନତା ସଂଗ୍ରାମୀ ଶହୀଦ ଭଗତ ସିଂଙ୍କ ଚରିତ୍ରରେ ଅଭିନୟ ପାଇଁ ପୂର୍ବାଭ୍ୟାସ କରିବାବେଳେ ସତସତିକା ଜୀବନ ହରାଇଛନ୍ତି ଜଣେ ୯ ବର୍ଷର ବାଳକ।...

କୋଭୋଭାକ୍ସକୁ ମିଳିଲା ଡବ୍ଲୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୧୮ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସିରମ ଇନଷ୍ଟିଚ୍ୟୁଟର ଭ୍ୟାକ୍ସିନ କେଭୋଭାକ୍ସକୁ ଜରୁରୀ କାଳୀନ ସ୍ଥିତିରେ ବ୍ୟବହାର...

Advertisement
Archives

Model This Week