କାର୍ଯ୍ୟାଳୟ, ବାସଗୃହ ଉଦ୍‌ଘାଟିତ

ଛେଣ୍ଡିପଦା,୧।୫(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ କୋଶଳା ପଞ୍ଚାୟତରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ମିତ କୋଶଳା ବନପାଳ କାର୍ଯ୍ୟାଳୟ ଓ ବନରକ୍ଷୀଙ୍କ ବାସଗୃହ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅନୁଗୋଳ ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ ପ୍ରଦୀପ ରାଜ କରାଟ ଏହାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଅନୁଗୋଳ ବନଖଣ୍ଡ ଅଧିକାରୀ ଭି. କାର୍ତ୍ତିକ, ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ପ୍ରଦୀପ କୁମାର ସାହୁ, ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ମନମୋହନ ସ୍ବାଇଁ ଯୋଗ ଦେଇଥିଲେ। ପରେ କୋଶଳା ଚନ୍ଦନନଗର ବନସୁରକ୍ଷା ସମିତି କାର୍ଯ୍ୟାଳୟ ଓ ସଭାଗୃହ ଉଦ୍‌ଘାଟନ କରାଯାଇଥିଲା। ଫରେଷ୍ଟର ଦୀପକ କୁମାର ସେଠୀଙ୍କ ନେତୃତ୍ୱରେ ଚନ୍ଦନନଗର ବନସୁରକ୍ଷା ସମିତି ସଭାପତି ଭାସ୍କର ବେହେରା, ବନସହାୟକ କ୍ଷୀରୋଦ ବେହେରା, ଗାର୍ଡ ସିତୁ ବେହେରା ଓ ଗୀତାଞ୍ଜଳି ସାହୁ, ଅଭୟ କୁମାର ଗାହାଣ, ବିକାଶ ଅଧିକାରୀ ମନୋରଞ୍ଜନ ବେହେରା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାବଜାରରେ ବିକ୍ରି ହେଉଛି ସାଧାରଣ ବଣ୍ଟନ ସାମଗ୍ରୀ: କୋଠ ଘରୁ ଶତାଧିକ ପିଡିଏସ୍‌ ଚାଉଳ ବସ୍ତା ଜବତ

ରସୁଲପୁର,୩୦-୧୦(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକରେ ସାଧାରଣ ବଣ୍ଟନ ସାମଗ୍ରୀ ପ୍ରଦାନରେ ସରକାରଙ୍କ ୫-ଟି ପ୍ରୟୋଗ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଭୂତ ଚାଉଳ କାର୍ଡ ହାତେଇବାରେ...

ଧରିତ୍ରୀ ପ୍ରଭାବ: ଖୋଲିଲା ଓ୍ବାଚ ଟାଓ୍ବାର

କେନ୍ଦୁଝର, ୧ା୨(ସ୍ବ.ପ୍ର.): ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଓ୍ବାଚ ଟାଓ୍ବାରକୁ ଜିଲା ପ୍ରଶାସନ ମକର ପୂର୍ବ ଦିନ ଉଦ୍‌ଘାଟନ କରିଥିଲେ।...

ସାଇକେଲ ଚୋରି: ୫ ନାବାଳକ କୋର୍ଟ ଚାଲାଣ

ନିମାପଡ଼ା, ୧।୧୧(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ାର ବିଭିନ୍ନ କୋଚିଙ୍ଗ୍‌ ଓ ଟ୍ୟୁସନ ସେଣ୍ଟର ସମ୍ମୁଖରୁ ମାସକ ମଧ୍ୟରେ ଅନେକ ସାଇକେଲ ଚୋରି ହୋଇଥିବାନେଇ ଗତ ଗୁରୁବାର...

ଆଜିଠୁ ଜାତୀୟ ସରସମେଳା

ଢେଙ୍କାନାଳ ଅଫିସ, ୧୪।୧୦: ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉପଲକ୍ଷେ ସ୍ଥାନୀୟ ମହିଷାପାଟ ପଡ଼ିଆରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଛି ଜାତୀୟସ୍ତରୀୟ ସରସମେଳା। ଏହି ମେଳା ସୋମବାରଠାରୁ ଆରମ୍ଭ...

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଉପ ଜିଲାପାଳ

ପାଟପୁର,୮ା୫- ସାନଖେମୁଣ୍ଡି ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୧୭୨୪ ଜଣ ପ୍ରବାସୀ ରହୁଛନ୍ତି। ବ୍ରହ୍ମପୁର ଉପ ଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଶୁକ୍ରବାର ବ୍ଲକରେ ପହଞ୍ଚତ୍...

କରୋନା ଟାଣିଛି ଲକ୍ଷ୍ମଣରେଖା: କାଳିଆ ଦର୍ଶନ ପାଇଁ ବ୍ୟାକୁଳ ଭକ୍ତ

ପୁରୀ ଅଫିସ,୧୯।୪: କରୋନା ଟାଣିଛି ଲକ୍ଷ୍ମଣ ରେଖା। ସିଂହଦ୍ୱାର ଡେଇଁ ଶ୍ରୀମନ୍ଦିରକୁ ଯାଇପାରୁନାହାନ୍ତି ଭକ୍ତ। ଗତ ମାସ ୨୦ ତାରିଖରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି।...

ଋଣଭାର ଶୁଝି ନ ପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ଧାମନଗର,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଡ଼ିହ ନୂଆପାଟଣା ଗ୍ରାମର ଜଣେ ଚାଷୀଙ୍କର ବୁଧବାର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଉମାକାନ୍ତ...

୬ ମାସ ହେଲା ଚାଲୁନି ଜଳଯୋଗାଣ ପ୍ରକଳ୍ପ

ଅମରପାଲି, ୧୯।୫(ଡି.ଏନ.ଏ.):ଦୀର୍ଘ ୬ମାସରୁ ଅଧିକ ସମୟ ହେଲା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇଥିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଦେଖାଦେଇଛି ଜଳ...

Coronavirus Update


Archives

Model This Week

Why Dharitri