କାର୍‌-ଅଟୋ ଧକ୍କା: ଜଣେ ମୃତ, ୩ ଗୁରୁତର

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଆଖୁଆପଦାଠାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ କାର ଅଟୋକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri