କାର୍‌ ଧକ୍କାରେ ବୃଦ୍ଧ ମୃତ

ତିହିଡ଼ି,୧୩।୧୦(ଡି.ଏନ୍‌.ଏ): ଭଦ୍ରକ-ଚାନ୍ଦବାଲି ରାସ୍ତାର କାନପୁର ଘୋଷରା ନିକଟରେ ରବିବାର ମଧ୍ୟାହ୍ନରେ କାର୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାମନବିନ୍ଧା ପଞ୍ଚାୟତ ଅଧୀନ କାନପୁର ଗ୍ରାମର ଗଙ୍ଗାଧର ବାରିକ(୬୫)। ଗଙ୍ଗାଧର ସାଇକେଲ ଯୋଗେ ଘରୁ ପୀରହାଟ ଯାଉଥିବା ବେଳେ ଭଦ୍ରକରୁ ଚାନ୍ଦବାଲି ଅଭିମୁଖେ ଆସୁଥିବା ଏକ କାର୍‌ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ଗଙ୍ଗାଧରଙ୍କୁ ତିହିଡ଼ି ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri