କାର୍‌ ସହ ଗଞ୍ଜେଇ ଜବତ, ୨ କୋର୍ଟ ଚାଲାଣ

ଶଙ୍କରାଖୋଲ,୧୮ା୩(ଡି.ଏନ୍‌.ଏ.): ଟିକାବାଲି ଥାନା ବାହାଡାସାହି ଛକଠାରେ ଟିକାବାଲି ପୋଲିସ ପକ୍ଷରୁ ଯାନବାହାନ ଯାଞ୍ଚ କରାଯାଉଥିଲା। ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଏକ କାର ଜବତ କରି ପୋଲିସ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଥିଲା। ସେମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ସେମାନେ ହେଲେ ପଶ୍ଚିମବଙ୍ଗ ମୁର୍ଶିଦାବାଦର ଆଲୋଙ୍ଗିର ଶେଖ ଓ ଅବ୍‌ଦୁର ହୁସେନ। ସେମାନଙ୍କ ଠାରୁ ୩୯କେଜି ୬ଶହ ଗ୍ରାମ ଗଞ୍ଜେଇ ଜବତ କରାଯାଇ ଟିକାବାଲି ଥାନାରେ ନଂ.୧୫/୨୦ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ରେବତୀ ଶବର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?