କାର ଧକ୍କାରେ ବାଇକ ଆରୋହୀ ଗୁରୁତର

ଧରାକୋଟ,୫ା୫(ଡି.ଏନ.ଏ.)- ଧରାକୋଟ ଥାନା ତାଳପାଟଣାସ୍ଥିତ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ସକାଳେ କାର ଧକ୍କାରେ ଜଣେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ହେଲେ ଧରାକୋଟ ଗ୍ରାମର ଶ୍ରୀକାନ୍ତ ପ୍ରସାଦ ସ୍ବାଇଁ (୫୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଛି। ଦୁର୍ଘଟଣାଗ୍ରସ୍ତ ବାଇକ ଓ କାରକୁ ପୋଲିସ ଜବତ କରିବା ସହ କାର ଚାଳକ ପିଙ୍କୁ ସାହୁଙ୍କୁ ଅଟକ ରଖିଛି। କାର  (ନଂ.ଓଡି୦୭ଏଚ୍‌-୯୨୭୨)ଟି ବ୍ରହ୍ମପୁର ପଟୁ ଦ୍ରୁତ ଗତିରେ ଆସୁଥିବା ବେଳେ ବିପରୀତ ପଟୁ ଆସୁଥିବା ବାଇକ (ନଂ.ଓଆର୦୭କ୍ୟୁ-୯୨୬୧)କୁ ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମହିଳା ମହାସଂଘର ଧାରଣା

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତସ୍ଥ ମଦର ଟେରେସା ମହିଳା ମହାସଂଘ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ୨ ଦଫା...

ସରକାରୀ ଯୋଜନାରୁ ବଁଚିତ କୁଟିଆକଁଧ୍‌

ଭବାନୀପାଟଣା, ୧୩ା୫ (ଡି.ଏନ୍‌.ଏ) :  ଓଡ଼ିଶାର ଗୁଟେ ବିରଲ ଜନଜାତି ଭିତରେ କୁଟିଆକଁଧ୍‌ ଅଲଗ୍‌ ଆଏ। ସମତଲ ଆର ପାହାଡ଼ର ତଲି ଅଂଚଲରେ ଇମାନେ ରହାବସା କରସନ୍‌।...

ଯୌତୁକ ଦାବିରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ତାଳଚେର, ୩ା୬(ନି.ପ୍ର.) ତାଳଚେର ବ୍ଲକ ବିକ୍ରମପୁର ଥାନା ଅନ୍ତର୍ଗତ ଭଞ୍ଜ କଲୋନୀରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ଯୌତୁକଜନିତ ହତ୍ୟା ବୋଲି ପରିବାର ପକ୍ଷରୁ ଥାନାରେ...

ବିଗିଡ଼ିଯାଇଛି ଟ୍ରକ୍‌ ବ୍ୟବସାୟ

ବଅଁରପାଳ,୨୦ା୬(ଡି.ଏନ.ଏ.) – କରୋନା କଟକଣା ପୂର୍ବରୁ ଠିକ୍‌ଠାକ୍‌ ଚାଲିଥିଲା ବ୍ୟବସାୟ। ଟ୍ରକ୍‌ଗୁଡ଼ିକୁ ନିୟମିତ ଲୋଡ୍‌ ମିଳୁଥିବା ବେଳେ ମାସିକ ରୋଜଗାର ମଧ୍ୟ ମନ୍ଦ ନ ଥିଲା।...

ଡେରାବିଶର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩୩୦୦ ଶଯ୍ୟା ପ୍ରସ୍ତୁତ, ରହିଲେଣି ୮୨୦ ପ୍ରବାସୀ ଓଡ଼ିଆ

ଡେରାବିଶ,୧୫ା୫(ସ୍ବ.ପ୍ର.): ମହାମାରୀ କରୋନା ପାଇଁ ବିଭିନ୍ନ ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନରେ ଥିବା ୨୬ଟି ପଞ୍ଚାୟତରେ ମୋଟ୍‌...

କ୍ୱାରାଣ୍ଟାଇନ କଡ଼ାକଡ଼ି କରିବାକୁ ଦାବି

ତାଳଚେର,୯ା୫(ନି.ପ୍ର.) – ଓଡ଼ିଶା ବାହାରୁ ଅନୁଗୋଳ ଜିଲାକୁ ଆସୁଥିବା ଶ୍ରମିକ, ଛାତ୍ରୀଛାତ୍ର ତଥା ବ୍ୟକ୍ତି ବିଶେଷଙ୍କ ସମ୍ପର୍କରେ ଠିକ୍‌ ଭାବେ ସର୍ଭେ କରାଯାଇ ସେମାନଙ୍କୁ ମାସେ...

ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା,...

ଜାତୀୟ ରାଜପଥରେ ପ୍ରାଣୀଧନ ପରିବହନ

ଜଳେଶ୍ୱର, ୧୩।୧(ସ୍ବ.ପ୍ର.)- ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥ ଓ ୫୭ନଂ. ରାଜ୍ୟ ରାଜପଥରେ ଛେଳି, ମେଣ୍ଢା ଓ ଗୋରୁ ଆଦି ଗୃହପାଳିତ...

Advertisement
Archives

Model This Week