ଝାରସୁଗୁଡା ଅଫିସ,୧୮।୪-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିକଟସ୍ଥ କୁକୁରିକାନି ସରକାରୀ ଡାକ୍ତରଖାନାରୁ ଚିକିତ୍ସିତ ହୋଇ ଫେରୁଥିବା ବେଳେ ଶନିବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଉଛନ୍ତି କୁତାବଗା ଗ୍ରାମର ୩୫ ବର୍ଷୀୟା ମହିଳା ଲତା ବେହେରା। ସେ ତାଙ୍କ ଝିଅ ରେଣୁକାଙ୍କ ସହ ରାସ୍ତାରେ ଚାଲି ଚାଲି ଯାଉଥିଲେ। ଏହି ସମୟରେ ଏକ କାର ସେମାନଙ୍କୁ ଧକା ଦେଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ ମଣ୍ଡଳିଆସ୍ଥିତ କେନ୍ଦ୍ରୀୟ ଚିକିତ୍ସାଲୟକୁ ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ମହିଳାଙ୍କୁ ମୃତ ଘୋଷଣା କରିଥିଲେ । ଝିଅ ରେଣୁକା ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ସ୍ଥାନୀୟ ପୋଲିସ କାରକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖିଛି।
Posted inHome, Home Left, ଆମ ଜିଲା ଖବର, ଝାରସୁଗୁଡ଼ା View All
ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ
ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…
Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି
ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…
ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ
ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…
ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…
ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….
ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…
ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ
ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…
RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ
ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…
ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…
ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…
Archives

