କାର-ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ

ଫୁଲବାଣୀ ଅଫିସ, ୩୦ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପଲାବୃଡି ପଞ୍ଚାୟତ ଅଲିମାଡା ଗ୍ରାମର ଶନିବାର ବେପରୁଆ ଗାଡି ଚାଳନା କାଳ ହୋଇଛି ା ଏକ କାର ସହ ବାଇକ୍‌ ଧକ୍କା ହେବାରୁ ବାଇକ୍‌ରେ ଥିବା ୨ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ା ମୃତକ ହେଲେ ଫିରିଙ୍ଗିଆ ଥାନା ପଲାବୃଡି ପଞ୍ଚାୟତ ଅଲିମାଡା ଗ୍ରାମର ପ୍ରଦୀପ ବଗାର(୨୭), ନରେଶ ବଗାର(୨୫) ା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି ା ଗୁରୁତର ଅବସ୍ଥାରେ କାର ଡ୍ରାଇଭରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି ା
ସୂଚନାନୁସାରେ, ମୃତ ନରେଶ ଓ ପ୍ରଦୀପ ଦୁହେଁ ସମ୍ପର୍କୀୟ ଭାଇ ା ସେମାନେ ସକାଳୁ ଘରୁ ଫୁଲବାଣୀ ମୋବାଇଲ ଫୋନ କିଣିବାକୁ ଆସିଥିଲେ ା ଫୋନ କିଣି ସାରିବା ପରେ ଜଳଖିଆ ଖାଇ ଘରକୁ ବାହାରିଥିଲେ ା ସେମାନେ ଫୁଲବାଣୀ-ଫିରିଙ୍ଗଆ ରାସ୍ତାରେ ଯାଉଥିଲେ ା ବରପଦା ପାଖରେ ଫିରିଙ୍ଗିଆ ପଟୁ ଆସୁଥିବା ଏକ କାର ସହ ସେମାନଙ୍କ ମୁହଁାମୁହିଁ ଧକ୍କା ହୋଇଥିଲା ା ଘଟଣାସ୍ଥଳରେ ହିଁ ସେମାନଙ୍କର ମତ୍ୟୁ ହୋଇଥିଲା। କାର ଚାଳକ ଭୁବନେଶ୍ୱର ଓଲଡ୍‌ ଟାଉନର ଜିତେନ୍ଦ୍ର ପାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି ା ତାଙ୍କୁ ବ୍ରହ୍ମପୁର ବଡମେଡିକାଲ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ ଭ୍ୟାନ୍‌ରେ ଗର୍ଭବତୀଙ୍କୁ ମାଡ଼

ଫୁଲବାଣୀ ଅଫିସ,୨୬।୮: କନ୍ଧମାଳ ଜିଲାରେ ଆନୁଷ୍ଠାନିକ ପ୍ରସବ ପାଇଁ ଜିଲାପାଳ ଡା.ବୃନ୍ଦା ଡି ପଦକ୍ଷେପ ନେଉଛନ୍ତି। ଘରେ ପ୍ରସବ ନ କରାଇ ଡାକ୍ତରଖାନାରେ କରାଇବା ନିମନ୍ତେ...

ନିମ୍ନମାନର ମାଂସ ଭିଡିଓ ଭାଇରାଲ ପରେ ଚେତିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୬।୧୧(ଡି.ଏନ୍‌.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକ ଆସି ଶୋଷଣର ଶିକାର ହେଉଛନ୍ତି। ପର୍ଯ୍ୟଟକଙ୍କ ଗହଳିକୁ ଦେଖି ଦୋକାନୀମାନେ ଚଢ଼ାଦରରେ ମାଛ, ମାଂସ ବିକ୍ରି କରୁଛନ୍ତି।...

ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଦେଲେ ଅଚ୍ୟୁତ

ଭଞ୍ଜନଗର,୨୯।୩(ଡି.ଏନ.ଏ)-କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ କରୋନା ମୁକାବିଲା ପାଇଁ ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥରୁ କନ୍ଧମାଳକୁ ୧ କୋଟି...

ଜୀବନ ଜୀବିକା ଆଗରେ ହାର୍‌ ମାନିଛି ଲକ୍‌ଡାଉନ

ଖଜୁରିପଡା,୬ା୫(ଡି.ଏନ.ଏ.)- ଜଙ୍ଗଲ ସୀମାବର୍ତ୍ତୀ ଜନଜାତି ଗରିବ ପରିବାରର ମହିଳାମାନେ ଦିନ ମଜୁରୀ ଠାରୁ ଆରମ୍ଭ କରି ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା...

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୧୭ା୯-ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ...

ବିଡିଓଙ୍କୁ ଅଟକାଇଲେ ମହିଳା

ବାଲିଗୁଡ଼ା,୧୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା...

ଦଳୀୟ ପ୍ରାର୍ଥିନୀଙ୍କ ପାଇଁ ପ୍ରଚାର କଲେ ବ୍ରହ୍ମପୁର ବିଧାୟକ

ରାଇକିଆ,୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଜେଡି ପକ୍ଷରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। ବୁଧବାର ମଣ୍ଡକିଆ ଓ ପେଟାପାଙ୍ଗାଠାରେ...

ଅଟୋ-ବାଇକ୍‌ ମୁହାଁମୁହିଁ, ଯୁବକ ମୃତ

ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ...

Advertisement
Archives

Model This Week