କାଲିଠୁ କଟକରେ ଅନଲାଇନରେ ମିଳିବ ମଦ

କଟକ ଅଫିସ,୨୪।୫-କଟକରେ କାଲିଠୁ ଅନଲାଇନରେ ମିଳିବ ବିଦେଶୀ ମଦ। ହ୍ବାଟସଆପ, ମୋବାଇଲ କଲ ମାଧ୍ୟମରେ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ଗ୍ରାହକମାନେ ଏହି ଅର୍ଡର ଦେଇପାରିବେ। ସେହିପରି ମଦ କାଉଣ୍ଟରର କର୍ମଚାରୀ ଡେଲିଭରି କରିବେ ବୋଲି ସୂଚନା ମିଳିଛି। ଦିନ ୧ଟାରୁ ସା ୬ଟା ପର୍ଯ୍ୟନ୍ତ ଗ୍ରାହକଙ୍କୁ ମଦ ଡେଲିଭରୀ କରାଯିବ ବୋଲି ଜିଲା ମଦ ବ୍ୟବସାୟୀ ସଂଘ ସହ ବୈଠକ ପରେ ଏହି ନିଷ୍ପତି ନିଆଯାଇଥିବା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲ ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri