କାଲିଫର୍ନିଆ ଜଙ୍ଗଲରେ ନିଆଁ: ଘଣ୍ଟାରେ ଜଳୁଛି ୮ଶହ ଏକର; ଏକ ଲକ୍ଷ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଲସ୍‌ ଏଞ୍ଜେଲ୍ସ୍‌,୧୨।୧୦: ଆମେରିକା କାଲିଫର୍ନିଆ ଜଙ୍ଗଲରେ ଗତ ଦୁଇଦିନ ତଳେ ଲାଗିଥିବା ନିଆଁ ଶନିବାର ଭୟଙ୍କର ରୂପ ନେଇଛି। ସୁରକ୍ଷା ଦୃଷ୍ଟିରୁ ଏକ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ନିଆଁ ଦ୍ୱାରା ପ୍ରତି ଘଣ୍ଟାରେ ୮ ଶହ ଏକର ଜଙ୍ଗଲ ଜଳିବାରେ ଲାଗିଛି। ଇତିମଧ୍ୟରେ ୭ ହଜାର ୫ଶହ ୪୨ ଏକର ଜଙ୍ଗଲ ଜଳି ଯାଇଛି। ନିଆଁ ଏବେ ଲସ୍‌ ଏଞ୍ଜେଲ୍ସ୍‌ ସହରଠାରୁ ୩୨ କିଲୋମିଟର ଦୂରରେ ରହିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପବନର ବେଗ ଅଧିକ ଥିବାରୁ ନିଆଁ ଶୀଘ୍ର ବ୍ୟାପିବାରେ ଲାଗିଛି। ନିଆଁଲିଭା କାର୍ଯ୍ୟରେ ଏକ ହଜାର ଦମକଳ ଗାଡ଼ିକୁ ଲଗାଯାଇଛି। ନିଆଁ ଯୋଗୁ ୨୦ ହଜାରରୁ ଅଧିକ ବାସଗୃହ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଥିବା ପ୍ରଶାସନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କି ଜଙ୍ଗଲରେ ନିଆଁ: ୩ ମୃତ ୫୮ ଆହତ

ଅଙ୍କାରା,୩୧ ।୭: ଦକ୍ଷିଣ ତୁର୍କିର ଜଙ୍ଗଲରେ ନିଆଁ ଲାଗିବା ଫଳରେ ୩ ଜଣଙ୍କ ମଅତ୍ୟୁ ହେବା ସହ ଅତିକମରେ ୫୮ ଜଣ ଆହତ ହୋଇଥିବା ସୂଚନା...

କାଳ କୋଠରିରେ ବ୍ୟୁଟି କୁଇନ୍‌

ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍‌ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ...

ପୁଟିନ୍‌ଙ୍କ ବିରୋଧରେ ଆଜୀବନ ହେବନି କୌଣସି ମାମଲା ଦାଏର

ମସ୍କୋ,୧୮।୧୧: ରୁଷ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କ ବିରୋଧରେ ଆଜୀବନ କୌଣସି ମାମଲା ଦାଏର କରାଯାଇ ପାରିବ ନାହିଁ। ଏନେଇ ରୁଷ୍‌ ସଂସଦରେ ଏକ ବିଲ୍‌ ଅନୁମୋଦିତ...

ଦୁଃଖୀ ଦେଶ ତୁଳନାରେ ସୁଖୀ ଦେଶରେ ଅଧିକ କରୋନା ସଂକ୍ରମିତ

ଓ୍ବାଶିଂଟନ,୫।୫: କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ପୃଥିବୀର ବିଭିନ୍ନ ରାଷ୍ଟ୍ର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ତେବେ ଦୁନିଆର ଦୁଃଖୀ ଦେଶ ତୁଳନାରେ ସୁଖୀ ଦେଶରେ...

ବିମାନ ଦୁର୍ଘଟଣାରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ଓ୍ବାଶିଂଟନ୍‌,୩୧।୫: ଆମେରିକାରେ ଏକ ବିମାନ ଦୁର୍ଘଟଣାରେ ତାରଜାନ ଅଭିନେତା ଜୋ ଲାରାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା।...

ମହାକାଶରୁ ୯୦ ଦିନ ପରେ ଫେରିଲେ

ବେଜିଂ,୧୭।୯: ଦୀର୍ଘ ୯୦ ଦିନ ଧରି ଚାଇନାର ପ୍ରଥମ ସ୍ପେସ୍‌ ଷ୍ଟେଶନରେ ରହିବା ପରେ ପୃଥ୍‌ବୀ ପୃଷ୍ଠକୁ ଫେରିଛି ୩ ଜଣିଆ ଚାଇନିଜ ମହାକାଶଚାରୀ ଦଳ।...

କରୋନା ଭୂତାଣୁ ରୋକିବା ଲାଗି ଗୁଳି: ଉତ୍ତରକୋରିଆ

ଓ୍ବାଶିଂଟନ,୧୧।୯-ଚାଇନାରୁ କୋରନା ଭାଇରସ ଯେପରି ଦେଶ ଭିତରକୁ ପ୍ରବେଶ ନ କରିବ ସେଥିଲାଗି ଉତ୍ତରକୋରିଆ କର୍ତ୍ତୃପକ୍ଷ ଗୁଳି ନିର୍ଦ୍ଦେଶ ଦେଇଛନ୍ତି। ଦକ୍ଷିଣରେ ଥିବା ଆମେରିକା ସେନାର...

କରୋନା ପାଇଁ ଔଷଧ: ଲାଗିପାରେ ବର୍ଷେରୁ ଦେଢ଼ ବର୍ଷ; ଲକ୍‌ଡାଉନ୍‌ରେ ରହି ହେବ କି ଏତେ ଦିନ !

ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭିନ୍ନ ଭିନ୍ନ ପରିବେଶରେ ଅଲଗା ଅଲଗା କ୍ରିୟାଶୀଳତା ଦେଖାଉଥିବାରୁ ଏହାକୁ...

Advertisement
Archives

Model This Week