କାଳବୈଶାଖୀ: ଗଛ ପଡି ଚଳାଚଳ ବନ୍ଦ

ବେଗୁନିଆପଡା,୨୫ା୪(ଡି.ଏନ.ଏ.)- ବେଗୁନିଆପଡ଼ା ବ୍ଲକରେ ଶୁକ୍ରବାର ରାତିରେ କାଳବୈଶାଖୀ ପ୍ରଭାବରେ ବର୍ଷାପବନ ସହ କୁଆପଥର ବୃଷ୍ଟି ହୋଇଥିଲା। ବିଭିନ୍ନସ୍ଥାନରେ ଗଛପଡି ଯାତାୟତ ବନ୍ଦ ହୋଇଯାଇଥିଲା। ଶନିବାର ସକାଳୁ ସ୍ଥାନୀୟ ଲୋକମାନେ ଏକାଠି ହୋଇ ଗଛକାଟି ରାସ୍ତା ସଫା କରିବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା। ଏଥିସହିତ ବିଭିନ୍ନ ଗ୍ରାମରେ ଚାଳ ଓ ଟିଣ ଛପର ଉଡିଯାଇଛି। ଚନ୍ଦନପୁର ପଞ୍ଚାୟତର ମୁଣ୍ଡୁଳା ଗ୍ରାମର ପ୍ରଶାନ୍ତ ନାହକଙ୍କ ଘରର ଟିଣ ଉଡିଯାଇଥିବା ଖବର ପାଇ ସରପଞ୍ଚ ମଧୁସୂଦନ ସାହୁ ପହଞ୍ଚି କ୍ଷତିଗ୍ରସ୍ତ ପରିବାର ସହିତ ଆଲୋଚନା କରିଛନ୍ତି। ପ୍ରଶାସନକୁ ଅବଗତ କରାଇବା ପରେ ସରକାରୀ ନିୟମ ଅନୁଯାୟୀ ସାହାଯ୍ୟ ସହଯୋଗ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଜିଲା ସଭାପତିଙ୍କ ଆପତ୍ତିଜନକ ଫଟୋ ଭାଇରାଲ

ବାଲେଶ୍ୱର ଅଫିସ, ୧୭।୧୨:ବାଲେଶ୍ୱର ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ସହ ଜଣେ ମହିଳାଙ୍କ ଆପତ୍ତିଜନକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଚର୍ଚ୍ଚାର ବିଷୟ...

ରେଭେନ୍‌ଶା ୨ୟ କ୍ୟାମ୍ପସକୁ ନେଇ ବିବାଦ

କଟକ ଅଫିସ,୩୦।୪: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ନିର୍ମାଣ ଆରମ୍ଭ ହୋଇଥିବା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରି ନିର୍ମାଣ...

‘ତ୍ରୁଟିପୂର୍ଣ୍ଣ ସାହିତ୍ୟ ଉତ୍ତର ପିଢ଼ି ପାଇଁ ଘାତକ’

ବଇଣ୍ଡା, ୭।୩(ଡି.ଏନ୍‌.ଏ.) – ତ୍ରୁଟିପୂର୍ଣ୍ଣ ସାହିତ୍ୟ ସର୍ଜନା ଉତ୍ତରପିଢ଼ି ପାଇଁ ଘାତକ। କେବଳ ଲୋକାଭିମୁଖୀ ରଚନା ଏବଂ ଶୁଦ୍ଧତା ସାହିତ୍ୟକୁ କାଳଜୟୀ କରିପାରିବ। ପାଠକଙ୍କୁ ଆକୃଷ୍ଟ...

ପୁରୀରେ ୭ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର କଲେ ସମୀକ୍ଷା

ପୁରୀ ଅଫିସ, ୧୬ା୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ...

ସୁନା ଚେନ୍‌ ପାଇଁ ଜୀବନ ହାରିଲେ ନାବାଳିକା

ବାରିପଦା ଅଫିସ,୩ା୭-ମା’ଙ୍କ ସହିତ ପୋଖରୀରେ ଗାଧୋଉଥିବା ବେଳେ ଜଣେ ନାବାଳିକାଙ୍କ ବେକ୍‌ରୁ ସୁନାଚେନ୍‌ ଖସିପଡ଼ିଥିଲା। ଘର ଲୋକେ କାଳେ ମାଡ଼ ଗାଳି କରିବେ ସେହି ଭୟରେ...

ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା: ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ ଭାଜପା

ରସୁଲପୁର,୫ା୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଜଟିଳ ହେବାରେ ଲଗିଛି। ଦିନକୁ ଦିନ...

ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, କରୁଆ...

ମାସେ ବିତିଲା, ଏବେବି ଆଇସିୟୁରେ ୬ ଆହତ

ଡେରାବିଶ, ୨୩ା୧୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ ନଭେମ୍ବର ୨୩ରେ ହୋଇଥିବା କାର୍ତ୍ତିକେଶ୍ୱର ଭସାଣି ଉତ୍ସବ ଚାଲିଥିବାବେଳେ ବାଣ ବିସ୍ଫୋରଣରେ ଶତାଧିକ ଆହତ...

Advertisement
Archives

Model This Week