କାଳବୈଶାଖୀରେ ଘର ଉପରେ ଗଛ ଉପୁଡ଼ିଲା

କେନ୍ଦୁଝର,୧ା୫(ସ୍ବ.ପ୍ର.):କାଳବୈଶାଖୀର ପ୍ରଭାବରେ ଶୁକ୍ରବାର ଅପରାହ୍ନରେ ଜୋରରେ ପବନ ବୋହିବାରୁ ସଦର ବ୍ଲକ ଅନ୍ତର୍ଗତ ନଇଗାଁ ଗ୍ରାମରେ ଜଣଙ୍କ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ହଠାତ ବହୁ ଜୋରରେ ପବନ ମାଡ଼ିଆସିବାରୁ ଏକ ବିରାଟ ଲିମ୍ବ ଗଛ ଉପୁଡ଼ି ପଡିଯିବାରୁ ଉକ୍ତ ଗ୍ରାମର ପରମାନନ୍ଦ ନାୟକଙ୍କ ବାସଗୃହଟି ଭାଙ୍ଗି ଯାଇଥିବା ବେଳେ ଏକ ପରିବାର ଲୋକେ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି। କ୍ଷତିଗ୍ରସ୍ତ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଲରା ଚାଷରେ ଭୁରୁଙ୍ଗା ରୋଗ

ଧର୍ମଶାଳା,୧୦ା୬(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍‌ ଅଞ୍ଚଳ ଚାଷୀଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି ଜଳବାୟୁ ପରିବର୍ତ୍ତନ। ଅନେକ ସମୟରେ ଲଗାଣ ବର୍ଷା ଓ ବନ୍ୟାରେ ଧାନ ଚାଷରେ କ୍ଷତି...

ବିଜେଡିରେ ଯୋଗ ଦେଲେ ସ୍ବାଧୀନ କର୍ପୋରେଟର

କଟକ ଅଫିସ, ୨୮।୩(ବ୍ୟୁରୋ): କଟକ ମହାନଗର ନିଗମର ସ୍ବାଧୀନ କର୍ପୋରେଟର ସୋମବାର ବିଜେଡିରେ ଯୋଗଦେଇଛନ୍ତି। ସିଏମ୍‌ସି ୩୧ ନମ୍ବର ୱାର୍ଡର ସ୍ବାଧୀନ କର୍ପୋରେଟର ପ୍ରାର୍ଥୀ ପଦ୍ମିନୀ...

ହୋମ କ୍ୱାରାଣ୍ଟାଇନ୍‌ରେ ଜିଲାର ୪,୭୭୩ ଜଣ

ଫୁଲବାଣୀ ଅଫିସ, ୨୮ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ...

ନକଲି ଜର୍ଦ୍ଦା କାରଖାନା ଠାବ: ୩ ଅଟକ

ଛତିଆ,୨ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ନେଳିଆ ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସତନ୍ତ୍ର ସ୍କ୍ବାଡ ପୋଲିସ ଏକାଧିକ ସ୍ଥାନରେ ଚଢ଼ାଉ...

ପାରାଦୀପ ଟ୍ରକ୍‌ ସଂଘ ବିବାଦ ପ୍ରସଙ୍ଗ: ବୈଠକ ବସିଲା, ସମାଧାନ ହେଲାନି

ପାରାଦୀପ,୧୦।୧ (ସ୍ବ.ପ୍ର.): ପାରାଦୀପ ଟ୍ରକ ମାଲିକ ସଂଘଗୁଡ଼ିକ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଗୁରୁବାର ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତ୍ରିପାକ୍ଷିକ ବୈଠକ ବସିଥିଲେ ବି...

କୂଅରୁ ମିଳିଲା ପ୍ରଥମ ସ୍ତ୍ରୀଙ୍କ ମୃତଦେହ: ସ୍ବାମୀଙ୍କ ସହ ଦ୍ୱିତୀୟ ସ୍ତ୍ରୀ ଅଟକ

ବାରିପଦା ଅଫିସ,୧୧।୧୧: ବାରିପଦା ସଦର ଥାନା ପୋଲିସ ବୁଧବାର ଚନ୍ଦନପୁର ପଞ୍ଚାୟତ ଅଧୀନ ବୈଦ୍ୟପୁର ଗ୍ରାମର ଏକ କୂଅରୁ ଜନୈକା ମହିଳାଙ୍କ ଗଳିତ ମୃତଦେହ ଜବତ...

ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପାଲଲହଡା,୧୮ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟକ ଡାକ୍ତର, କର୍ମଚାରୀ ନ ଥିବାବେଳେ କେତେକ ମେଶିନ ଅଚଳ ଅବସ୍ଥାରେ ରହିଛି। ଫଳରେ...

ନୌବାଣିଜ୍ୟ ସହ ସାଂସ୍କୃତିକ ମିଳନ ହେଉଥିଲା

କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲାର ନୌବାଣିଜ୍ୟ ପରମ୍ପରା ପ୍ରାଚୀନ। ସାଧବ ପୁଅ କନିକା ଉପସାଗରରୁ ବାଲି, ସିଂହଳ, ଜାଭା ଆଦି ଦେଶକୁ ଯାଇ ବ୍ୟବସାୟ...

Advertisement
Archives

Model This Week