କାଳବୈଶାଖୀରେ ଭାଙ୍ଗିଲା ଘର, ଗଛ

ପାଟଣା,୨୫।୪(ସ୍ବ.ପ୍ର.)-କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ଉପାନ୍ତ ଅଞ୍ଚଳ ମାଛଗଡ଼ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ବର୍ଷା ପବନ ସାଙ୍ଗକୁ କୁଆ ପଥର ମାଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିରେ ଅନେକ ବଡ଼ ବଡ଼ ଗଛ ଉପୁଡି ପଡିଛି। ମାଛଗଡ଼ ରାଜୀବ ଗାନ୍ଧୀ କେନ୍ଦ୍ର ସମ୍ମୁଖରେ ଥିବା ଏକ ବିରାଟ ଶାଳ ଗଛ ଉପୁଡି ପଡିବା ଫଳରେ କାର୍ଯ୍ୟାଳୟ ଭିତରେ ଥିବା କେତେକ ଲୋକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅନୁରୂପ ଭାବେ ବାଉଁଶନାଳି ଗ୍ରାମରେ ରିଣୁ ମୁଣ୍ଡାଙ୍କ ଘର ଉପରେ ଏକ ଶାଳଗଛ ପଡ଼ିଯିବାରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅନେକ ଲୋକଙ୍କ ଘରର ଛପର ମଧ୍ୟ ଉଡିଯାଇଥିବା ବେଳେ କୁଆ ପଥର ମାଡ଼ରେ ଅନେକ ପନିପରିବା ଚାଷ ମଧ୍ୟ ନଷ୍ଟ ହୋଇଛି। କ୍ଷତିଗ୍ରସ୍ତ ଲୋକଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ପୂର୍ବତନ ସାହାରପଡା ବ୍ଲକ ଅଧ୍ୟକ୍ଷ ଗୌତମ ନାଏକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଭାବ, ମିଳୁନି ଚିକିତ୍ସା ସୁବିଧା

ରାଉରକେଲା ଅଫିସ,୩୧।୧: ରାଉରକେଲା ସରକାରୀ ମେଡିକାଲ (ଆର୍‌ଜିଏଚ୍‌)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ୪ଶହ ଶଯ୍ୟା ବିଶିଷ୍ଟ ଏହି ଡାକ୍ତରଖାନାରେ ପ୍ରତିଦିନ ୫ଶହରୁ ଊର୍ଦ୍ଧ୍ୱ ରୋଗୀଙ୍କ ଚିକିତ୍ସା...

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ଡାକ୍ତରଖାନା ପରିସରରେ ହୋହଲା

ଉଦଳା,୧୯ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଜଣେ ଯୁବକଙ୍କ ଚିକିସତ୍ା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗୁରୁବାର ସନ୍ଧ୍ୟାରେ ଭଣ୍ଡାରୀପୋଖରୀ ଥାନା ଅଞ୍ଚଳର ଦିଲ୍ଲୀପ...

କରୋନା ଚକ୍ରବ୍ୟୁହରୁ ବାହାରିଲେ ଅଭିମନ୍ୟୁ

ଛତ୍ରପୁର,୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କୁକୁଡାଖଣ୍ଡି ବ୍ଲକ ଦକ୍ଷିଣପୂର ପଞ୍ଚାୟତର ଜଣେ ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କରୋନାକୁ ହରାଇ ଘରକୁ ଫେରିଛନ୍ତି। ହସ୍ପିଟାଲରୁ ଡିସ୍‌ଚାର୍ଜ...

ମଦ ଦେବାକୁ ମନାକଲେ ବାର କର୍ମଚାରୀ, ପରେ…

ପୁରୁଷୋତ୍ତମପୁର,୧୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠରେ ଥିବା କରୁଣା ବାର୍‌ରେ ଶନିବାର ରାତିରେ ୩ ଜଣ ଯୁବକ ପହଞ୍ଚତ୍ ମଦ୍ୟପାନ କରିବାକୁ କହିଥିଲେ। ମାତ୍ର...

ଜଙ୍ଗଲରୁ ନାବାଳିକାଙ୍କ ମୃତଦେହ ଜବତ: ବଳାତ୍କାର ପରେ ହତ୍ୟା ସନ୍ଦେହ

ବରଗଡ଼ ଅଫିସ,୪।୧: ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳର ଏକ ଜଙ୍ଗଲରୁ ସୋମବାର ଜଣେ ନାବାଳିକା(୯)ଙ୍କ ମୃତଦେହ ଜବତ କରାଯାଇଛି। ମୃତ ନାବାଳିକାଙ୍କ ଶରୀରର ମୁଣ୍ଡ,...

ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା

ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା...

ବିଶୋଧନ ହେଲା ପୁରୁଷୋତ୍ତମପୁର ସହର

ପୁରୁଷୋତ୍ତମପୁର,୭ା୪(ଡି.ଏନ.ଏ.)- ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ନାଗେଶ୍ୱର ରାଓଙ୍କ ତତ୍ତ୍ବାବଧାନରେ ମଙ୍ଗଳବାର ପୁରୁଷୋତ୍ତମପୁର ଅଗ୍ନିଶମ ବିଭାଗ ଅଧିକାରୀ ଉମାଚରଣ...

ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୫।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ...

Advertisement
Archives

Model This Week