କାଳବୈଶାଖୀର ତାଣ୍ଡବରେ ଗଛଭାଙ୍ଗି ରାସ୍ତା ଅବରୋଧ : ବିଧାୟକ ଅଗ୍ନିଶମ କର୍ମଚାରୀଙ୍କୁ ଡକାଇ କଲେ ସଫା

ପାଟଣା,୨।୬(ସ୍ବ.ପ୍ର.): କାଳବୈଶାଖୀ ତାଣ୍ଡବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ବହୁ କ୍ଷତି ଘଟିଛି। ଏଠାରେ ଘଡ଼ଘଡ଼ି ସାଙ୍ଗୁ ବର୍ଷା ପବନରେ ବଡ଼ ବଡ଼ ଗଛ ଭାଙ୍ଗିଯାଇ ବିଦ୍ୟୁତ ସରବରାହ ମଧ୍ୟ ବ୍ୟାହତ ହୋଇଛି। ଗଛ ଭାଙ୍ଗି ରାସ୍ତା ଅବରୋଧ ହେବାରୁ ଯାତାୟତରେ ବାଧା ସୃଷ୍ଟି ହୋଇଥିଲା। ଖବରପାଇ ଘଟଣାସ୍ଥଳରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ପହଞ୍ଚି ପାଟଣା ଅଗ୍ନିଶମ କର୍ମଚାରୀଙ୍କୁ ଡକାଇ ଗଛ କଟାଇବା ସହ ରାସ୍ତା ସଫା କରାଇଥିଲେ।
ପାଟଣା ମୁଖ୍ୟାଳୟ ଥାନା ନିକଟରେ ଏକ ନିମ୍ବ ଓ ଆମ୍ବ ଗଛ ଏବଂ ପାଟଣା କେନ୍ଦେଇପଶି ଆରଡ଼ି ରାସ୍ତାର ଟାଙ୍ଗରପଡ଼ା ଅବକାରୀ ଥାନା ନିକଟରେ ଏକ ଆକାଶିଆ ଗଛ ଭାଙ୍ଗି ରାସ୍ତା ଉପରେ ପଡି ରହିବାରୁ ଗମନାଗମନ ବାଧାପ୍ରାପ୍ତ ହୋଇଥିଲା। ବିଧାୟକଙ୍କ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀ ଗଛ କାଟି ରାସ୍ତା ସଫା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri