Posted inବୌଦ୍ଧ

କାଳବୈଶାଖୀର ତାଣ୍ଡବ: ଘର ଭାଙ୍ଗିଲା, ଧାନ, ପନିପରିବା ଫସଲ ନଷ୍ଟ

ତଳଗାଁ,୨୮ା୪(ଡି.ଏନ୍‌.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତରେ କାଳ ବୈଶାଖୀ ଯୋଗୁ ବହୁ ଘର ଛପର ଉଡିଯାଇଛି ା ଏଥିସହିତ ବ୍ୟାପକ ଫସଲ ସବୁ ନଷ୍ଟ ହୋଇଛି ା ା ଡାକପଦର ଗ୍ରାମର ସାଧୁଚରଣ ବେହେରାଙ୍କ ଆଜବେଷ୍ଟସ ଛାତ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ବୁଧିଆ ବେହେରା, ଗିରିଶ ବେହେରା, ମାନସ ବେହେରା, ସୁରମଣି ବେହେରା, ଅର୍ଜୁନ ହଂସ, ବିଜୟ ବେହେରା , ଚନ୍ଦ୍ରଶେଖର ବେହେରା, ଶୃକ୍ରୁ ବେହେରା, ପ୍ରଫୁଲ ବେହେରାଙ୍କ ଘର ଛପର ଉଠିଯାଇଛି ା ଗଣ୍ଡାପାଜୁ ଗ୍ରାମରେ ମଧ୍ୟ କାଳ ବୈଶାଖୀ ତାର ତାଣ୍ଡବ ରଚିଥିଲା ା ସେହି ଗ୍ରାମର ସୁଭଦ୍ରା କହଁର, ପତିତପାବନ କହଁର, ପ୍ରଶାନ୍ତ ବାଘ, ପ୍ରତାପ ବାଘ, ଅୟଳି ବଗର୍ତ୍ତୀ, ବୁଧିଆ ବଗର୍ତ୍ତୀ, ଅଭିମନ୍ୟୁ ବେହେରା, ନୟନ ବିନ୍ଦାଣୀ, ପୁରନ୍ଦର ବିନ୍ଦାଣୀଙ୍କ ଚାଳ ଉଡିଯିବା ସହ ଘରର ମାଟି କାନ୍ଥ ଭାଙ୍ଗି ଯାଇଛି ା ପନିପରିବା ଚାଷ ନଷ୍ଟ ହେବା ସହ ବଡବଡ଼ ଗଛ ଭାଙ୍ଗି ପଡିଛି ା ହରଭଙ୍ଗା ତହସିଲଦାର ସଂପୃକ୍ତ ଅଞ୍ଚଳର ଆରଆଇଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ଦେଲେ ୧୫ ଏସ୍‌ଏଚ୍‌ଜି

ବୌଦ୍ଧ, ୨୩ା୪(ସ୍ବ.ପ୍ର)-ବୌଦ୍ଧ ଜିଲା ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମଶିଣାଗୋରା ଗ୍ରାମର ୧୫ଟି ଏସଏଚଜିର ମହିଳାମାନେ ମିଳିତ ଭାବରେ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୦୦୦ ଟଙ୍କାର ସହାୟତା...

ବାପାଙ୍କ ଟାଙ୍ଗିଆ ଚୋଟରେ ୧୩ ବର୍ଷ ଝିଅର ମୃତ୍ୟୁ

ବୌଦ୍ଧ/ବାଉଁଶୁଣୀ,୧।୩(ସ୍ବ.ପ୍ର./ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ଗୋଛାପଡା ଗ୍ରାମରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଆକ୍ରମଣରେ ତାଙ୍କର...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବାକୁ ଦାବି

ବୌଦ୍ଧ,୮।୫(ସ୍ବ.ପ୍ର.)-କାଳବୈଶାଖୀ ଯୋଗୁ କ୍ଷତିଗସ୍ତ ହୋଇଥିବା ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଜିଲାରେ ଦୁଇ ଦିନ ତଳେ ପ୍ରବଳ ବେଗରେ...

ବୌଦ୍ଧରେ ସୀମିତ ସେବାୟତରେ ହେବ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା  

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା ମହାମାରୀର ପ୍ରଭାବ ଚଳିତବର୍ଷ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଉପରେ ପଡିଛି। ଏଥର ବୌଦ୍ଧରେ ଗଡଜାତ ଅମଳରୁ ଚାଲି ଆସୁଥିବା ପରମ୍ପରା ଭଙ୍ଗ କରାଯାଇ ଶ୍ରୀଜଗନ୍ନାଥଙ୍କ...

ବୌଦ୍ଧରେ ବନ୍ଦ ପାଳନ

ବୌଦ୍ଧ,୮।୧(ସ୍ବ.ପ୍ର.): ସାରା ଦେଶରେ ୧୨ ଦଫା ଦାବି ନେଇ ବିଭିନ୍ନ ଶ୍ରମିକ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବୌଦ୍ଧରେ ମଧ୍ୟ ଏହି ବନ୍ଦ ଡାକରା...

ଭାରସାମ୍ୟ ହରାଇ ଜଳଖିଆ ଦୋକାନରେ ପଶିଲା ବାଇକ୍‌: ଜଣେ ମୃତ, ଦୁଇ ଗୁରୁତର

ବୌଦ୍ଧ,୩୧।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ହରେକୃଷ୍ଣପୁର ଶିବମନ୍ଦିରଠାରେ ଶନିବାର ସକାଳେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି।...

୫ ଜଣଙ୍କୁ ନେଇ ହେବ ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା  

ମନମୁଣ୍ଡା,୨୯।୫ (ଡି.ଏନ.ଏ.)- ଚଳିତବର୍ଷ କରୋନା କଟକଣା ଯୋଗୁ ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ମନମୁଣ୍ଡାଠାରେ ଥିବା ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା ରୀତିନୀତି ପୂଜକଙ୍କ ସମେତ ୫ ଜଣଙ୍କୁ...

ବଢୁଛି ମହାନଦୀ ଜଳସ୍ତର,ତଳିଆ ଅଞ୍ଚଳ ଜଳମଗ୍ନ

ବୌଦ୍ଧ,୩ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଲଗାଣ ବର୍ଷା ଯୋଗୁ ଏକ ପ୍ରକାର ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀ ଜଳସ୍ତର ବଢିବା ସହିତ ବିଭିନ୍ନ ନଦୀ...

Advertisement
Archives

Model This Week