କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଷୀଙ୍କ ମୃତ୍ୟୁ

ମହାକାଳପଡ଼ା,୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ବର୍ଷା ପବନ ସାଙ୍ଗକୁ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଡାଙ୍ଗ ପଞ୍ଚାୟତ ରମଳାଢିହି ଗ୍ରାମର ଜଣଙ୍କ ମୃତ୍ୟୁ ଘଟିଛି। ସେହେଲେ ସରୋଜ ଜେନା (୩୨)। ସେ କ୍ଷେତରେ ଥିବା ସମୟରେ ବଜ୍ରପାତ ହୋଇଥିଲା। ୪ ଘଣ୍ଟା ପରେ ସେ ଜମିରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ତାଙ୍କୁ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକଡାଉନ୍‌ ବେଳେ ମଦ ଦୋକାନ ସିଲ୍‌ ଭଙ୍ଗାଗଲା

ଯୋଡ଼ା,୧୫।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହରର ବାଂଶପାଣି ରୋଡ୍‌ ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନରେ ସିଲ୍‌ ଭଙ୍ଗାଯାଇଛି। ଅବକାରୀ ବିଭାଗର ଜଣେ ଅଧିକାରୀ...

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ...

ଶ୍ରୀକ୍ଷେତ୍ରରେ ଚାପ କାମ ଆରମ୍ଭ: କେବଳ ମହାପ୍ରଭୁଙ୍କୁ ଅପେକ୍ଷା

ପୁରୀ ଅଫିସ,୨୩ା୪: ଆସନ୍ତା ୨୬ ତାରିଖରେ ଚନ୍ଦନଯାତ୍ରା। ଏହି ଅବସରରେ ବାହାର ଚନ୍ଦନ ଯାତ୍ରାରେ ମହାପ୍ରଭୁ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ସହ ମିଶି ୨୧ ଦିନ ପବିତ୍ର...

ଦୁର୍ଘଟଣା ନେଲା ହତ୍ୟାକାଣ୍ଡ ରୂପ:ପ୍ରତିଶ୍ରୁତି ପରେ ରାସ୍ତାରୁ ହଟିଲେ ଗ୍ରାମବାସୀ

ଭୋଗରାଇ, ୩୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ ଦାହୁଣଦା ଗ୍ରାମରେ ଶନିବାର ରାତିରେ ଘଟିଥିବା ଦୁର୍ଘଟଣାଜନିତ ଲଙ୍କାକାଣ୍ଡ ରବିବାର ପୋଲିସର ହସ୍ତକ୍ଷେପ ପରେ ପ୍ରଶମିତ ହୋଇଛି।...

କାଜୁ ତୋଳିବାକୁ ଆସି ଯୁବକଙ୍କ ଜୀବନ ଗଲା

ପାଟଣା,୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ଗ୍ରାମର ଅଭିମନ୍ୟୁ ପାତ୍ର ନାମକ ଜଣେ ବ୍ୟକ୍ତି ଗାଁରେ ଥିବା ନିଜ କାଜୁ ପଡିଆକୁ ଗୁରୁବାର କାଜୁ...

୯୧ କରୋନା ଯୋଦ୍ଧାଙ୍କ ନମୁନା ସଂଗ୍ରହ

ଭଣ୍ଡାରିପୋଖରୀ, ୩୦।୪ (ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ ଦିନ ରାତି ଏକ କରି ନିୟୋଜିତ ଥିବା ଯୋଦ୍ଧା ମାନଙ୍କୁ ସୁରକ୍ଷିତ ରଖିବା ପାଇଁ ସେମାନଙ୍କ ସ୍ବାବ ନମୁନା...

କେରଳରୁ ଫେରନ୍ତା ୪ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା

ଫୁଲବାଣୀ ଅଫିସ, ୬ା୨- କରୋନା ଭୟ ଏବେ ସବୁଠି ଘାରିଛି । ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ ନେଇ କନ୍ଧମାଳ ଜିଲା ଫୁଲବାଣୀରେ କରୋନା...

ଦାଉ ସାଧୁଛେ କିଡ଼୍‌ନୀ ରୋଗ୍‌: ମୁରତୁ ସଂଗେ ଯୁଝୁଛନ୍‌ ଦଧି

ଅମରପାଲି, ୨୨।୫ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଲପଦର ପଁଚେତ୍‌ ଅମରପାଲି ଗଁାର ଦଧି ବାଘ(୬୦) କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ସେ ଝନେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *