କାଳବୈଶାଖୀ: ହିଞ୍ଜିଳିକାଟୁ ଇନ୍‌ଡୋର ଷ୍ଟାଡିୟମ କ୍ଷତିଗ୍ରସ୍ତ

ହିଞ୍ଜିଳିକାଟୁ,୧ା୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ଓ ଆଖପାଖରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷାପବନ ସହ ବଜ୍ରପାତ ହୋଇଛି। ବିଭିନ୍ନ ସ୍ଥାନରେ ବହୁ ଛୋଟବଡ ଗଛ ଭାଙ୍ଗିବା ସହ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି। ପ୍ରାୟ ୮ କୋଟି ଟଙ୍କାରେ ନିର୍ମିତ ଇନ୍‌ଡ଼ୋର ଷ୍ଟାଡ଼ିୟମ ମୁଖ୍ୟ ବିଲ୍ଡିଂ ଗ୍ଲାସଓ୍ବାଲ୍‌ ଓ ଟାଇଲ ଉଡ଼ିଯାଇଛି। ପ୍ରକାଶ ଥାଉକି, ଏହି ଇନ୍‌ଡ଼ୋର ଷ୍ଟାଡ଼ିୟମ ନିର୍ମାଣ ସମାପ୍ତ ହୋଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ହେବାର ଥିଲା। ବୃନ୍ଦାବନ ବିଦ୍ୟାପୀଠ ମିନିଷ୍ଟାଡ଼ିୟମରେ କରୋନା ପାଇଁ ନିର୍ମାଣ ହୋଇଥିବା ଅସ୍ଥାୟୀ ପରିବା ହୋଲ୍‌ସେଲ ବଜାରରେ ପବନ ମାଡ଼ ହୋଇ ବ୍ୟବସାୟୀଙ୍କ ବହୁ କ୍ଷତି ଘଟିଛି। ପୌରାଞ୍ଚଳ ଜାତୀୟ ରାଜପଥ ନଂ.୫୯ କଡ଼ରେ ୩ସ୍ଥାନରେ ଗଛ ଭାଙ୍ଗି ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲଝରଠାରେ ଖୋଲିଲା ରାଜ୍ୟର ପ୍ରଥମ ମହିଳା ଶାଖା ଡାକଘର

ଲହୁଣୀପଡା, ୩।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଳକ ଅନ୍ତର୍ଗତ ଫୁଲଝରଠାରେ ଡାକ ବିଭାଗ ପକ୍ଷରୁ ଓଡ଼ିଶାର ପ୍ରଥମ ଥର ପାଇଁ ଏକ ମହିଳା ଶାଖା...

ସାମାଜିକ ଦୂରତା ଉଲ୍ଲଂଘନ: ଛତ୍ରପୁରରେ ଗ୍ରୋସରୀ ଦୋକାନ ସିଲ୍‌

ଛତ୍ରପୁର,୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମେନ୍‌ରୋଡରେ ଥିବା ସନ୍ତୋଷ ସେନାପତିଙ୍କ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ସାମାଜିକ...

ବାଲି ଚୋରାଚାଲାଣ : ୫ ଟ୍ରାକ୍ଟର ଜବତ

ଚନ୍ଦ୍ରଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଖସଡ଼ା ରାମନଦୀରୁ ଗୁରୁବାର ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିବା ଖବର ପାଇ ମୋହନା ତହସିଲଦାର କଲ୍ୟାଣୀ...

ବାଲିଘାଟ ବିବାଦ ସମାଧାନ ପାଇଁ ପ୍ରଶାସନର ପଦକ୍ଷେପ

ହାଟଡିହୀ,୨୯ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ଆମ୍ବୋ-କରଗୋଳା ବୈତରଣୀ ନଦୀ ବାଲି ଘାଟ ବିବାଦ ସମାଧାନ କରିବାରେ ପ୍ରଶାସନ ପଦକ୍ଷେପ ନେଇଛି। ବାଲିଘାଟ ତହସିଲ ତରଫରୁ...

ପାଚିକା ସୁକାନ୍ତି ମୃତ୍ୟୁ ଘଟଣା : ଜେଲ ଗଲେ ୩ ଅଭିଯୁକ୍ତ, ୪ ଫେରାର

ନୂଆଗାଁ,୧୨ା୧୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମର ବାସିନ୍ଦା ତଥା ଉଦୟପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପାଚିକା ଥିବା ସୁକାନ୍ତି...

ସୋନ ନଦୀରୁ ବେଆଇନ ବାଲି ଉଠାଣ

କୁଆମରା,୯ା୧୨(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ସୋନ ନଦୀରୁ ବେଆଇନ ବାଲି ଉଠାଣ ଚାଲିଥିବା ଅଭିଯୋଗ ହୋଇଛି। ପ୍ରତ୍ୟହ ଦଶ ଚକିଆ ଟ୍ରକ ଓ...

ମାସକରେ ରାସ୍ତା ଫାଟି ଆଁ

କାମାକ୍ଷାନଗର, ୫।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)ରେ ନିର୍ମିତ ରାସ୍ତା ମାସକ ମଧ୍ୟରେ...

ମହଙ୍ଗା ପଡିଲା ନାବାଳକଙ୍କୁ ଗାଡିଚାଳନା

ଭଦ୍ରକ ଅଫିସ,୮।୨: ଭଦ୍ରକରେ ଜଣେ ନାବାଳକଙ୍କୁ ଗାଡି ଚଳାଇବା ମହଙ୍ଗା ପଡିଛି। ଭଣ୍ଡାରିପୋଖରୀ ରାଣୀଗଡିଆ ନିକଟରେ ଆରଟିଓ ପକ୍ଷରୁ ତାଙ୍କ ନାଁରେ ୪୨,୫୦୦ଟଙ୍କା ଜରିମାନା କରାଯାଇଛି।...

Advertisement
Archives

Model This Week