କାଳିଆପାଣି ଖଣି ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ ଶୂନ

କାଳିଆପାଣି, ୨୫।୩: କରୋନା (କୋଭିଡ୍‌-୧୯) ବିଶ୍ୱ ପାଇଁ ମହାମାରୀ ରୂପେ ଉଭା ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଭଳି କଠୋର ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ଟାଟା ଏଟିଏମ୍‌ଠାରେ ବସୁଥିବା ପରିବା ହାଟରେ ଲକ୍‌ଡାଉନ୍‌ର କୌଣସି ପ୍ରଭାବ ପଡ଼ିନାହିଁ। ପ୍ରଚାର ପ୍ରସାର ପରେ ମଧ୍ୟ ଶହ ଶହ ଲୋକ ବେପରୁଆ ଭାବେ ବୁଲୁଛନ୍ତି, ଯାହାଦ୍ୱାରା କରୋନା ରୋଗକୁ ସିଧାସଳଖ ଆମନ୍ତ୍ରଣ କରୁଛନ୍ତି। ଅନ୍ୟପଟେ ପୋଲିସର କଡ଼ା ପ୍ରହରା ମଧ୍ୟ କାମରେ ଆସୁ ନ ଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଜଗିବସିଛନ୍ତି ଯୁବକ

ମାଧପୁର, ୫ା୪- ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ କନ୍ଧପଡା ଗ୍ରାମ ରାସ୍ତାରେ ଜଗି ରହିଛନ୍ତି କେତେଜଣ ଯୁବକ । ଗ୍ରାମବାସୀଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା...

ପ୍ଲାଣ୍ଟରୁ ଚୋରି ଅଭିଯୋଗରେ ୨ ଗିରଫ

ବଡବିଲ, ୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ ପ୍ଲାଣ୍ଟରୁ ଗତ ସୋମବାର ବିଳମ୍ବିତ ରାତିରେ ଲୌହ...

ଭଉଣୀ ଘରକୁ ଯାଉଥିବା ବେଳେ ଯୁବକଙ୍କୁ ଗୁଳିମାଡ଼

ସୋନପୁର,୮।୬(ନି.ପ୍ର.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଚୁଡ଼ାଖାଇ ପାହାଡ଼ ରାସ୍ତା ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି । ସେ ହେଲେ ବ୍ରାହ୍ମଣୀ ନିକଟସ୍ଥ...

ପ୍ରଚାରରେ ପୂରା ଦମ୍‌ ଲଗାଇଛନ୍ତି ଦଳ

ଯାଜପୁର ଅଫିସ,୨୧ା୩: ଯାଜପୁର ଜିଲାର ୨ ପୌର ପରିଷଦର ୪୪ଟି ୱାର୍ଡ ପାଇଁ ଭୋଟକୁ ଆଉ ମାତ୍ର ୩ ଦିନ ବାକି। ସେଥିପାଇଁ ତିନି ମୁଖ୍ୟ...

ଆତଙ୍କବାଦୀଙ୍କ ଟାର୍ଗେଟରେ ଶ୍ରୀମନ୍ଦିର: ମୁକୁଳା ପଡ଼ିିଛି ସମୁଦ୍ର ତଟ

ପୁରୀ ଅଫିସ, ୪ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥସ୍ଥଳ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା...

ବିଡିଓ, ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଉଦ୍ୟମ, ୩ ଅଟକ

ଯାଜପୁର ଅଫିସ,୧୮ା୪: ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତର ଗୋପୀନାଥପୁର ବଡ଼କଇଁଚି ଗ୍ରାମରେ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ରସୁଲପୁର ବିଡିଓ ଉମାକାନ୍ତ ପରିଡ଼ା ଓ...

୪୦ରୁ ଅଧିକ ଶ୍ରମିକଙ୍କୁ ଅଟକ ରଖିଲା ପୋଲିସ

ବାରିପଦା ଅଫିସ, ୩୦ା୪- ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଥିବା ଶ୍ରମିକମାନଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ...

ବଢୁଛନ୍ତି ରୋଗୀ, ନାହିଁ ଡାଏଲିସିସ୍‌ ମେଶିନ୍‌

ବ୍ରହ୍ମପୁର ଅଫିସ୍‌,୨ା୭-ଗଞ୍ଜାମ ଏବଂ ଏହାର ଆଖାପାଖ ଜିଲାଗୁଡ଼ିକରେ ବିଗତ କିଛି ବର୍ଷ ହେଲା କିଡ୍‌ନୀ ରୋଗୀଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇଛି। ଦକ୍ଷିଣ ଓଡ଼ିଶାର...

Advertisement
Archives

Model This Week