କାଳିଆପାଣି,୧୭।୫(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଥାନା ଅନ୍ତର୍ଗତ ଟାଟା କମ୍ପାନୀର ମାର୍କେଟର ଏକ ଦୋକାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ସକାଳୁ କୌଣସି କାରଣରୁ ଟେସନାରୀ ଦୋକାନରେ ନିଆଁ ଲାଗିଯାଇଥିଲା। ଖବରପାଇ ତୁରନ୍ତ ଟାଟା କମ୍ପାନୀର ଅଗ୍ନି ନିର୍ବାପକ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଛିି। ଆନୁମାନିକ ୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା କୁହାଯାଉଛି।
Posted inଆମ ଜିଲା ଖବର View All
ପ୍ରଭାକର ସ୍ମାରକୀ ଭଲିବଲ୍ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ
ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...
କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ
ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...
ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…
କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...
ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ
ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...
ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...
ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….
ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...
Archives


