କାଳିଆହତା ଫରେଷ୍ଟ ବିଟ ଅଞ୍ଚଳରେ ୪ ହାତୀଙ୍କ ଉପଦ୍ରବ: ଘର ଭାଙ୍ଗିବା ସହ ଧାନ ଚାଉଳ ଖାଇଥିବା ଅଭିଯୋଗ

ତେଲକୋଇ, ୩।୯(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନର କାଳିଆହତା ଫରେଷ୍ଟ ବିଟ ଅଞ୍ଚଳରେ ହାତୀ ପଲ ଘର ଭାଙ୍ଗିଛନ୍ତି। ଉକ୍ତ ଅଞ୍ଚଳର ରାଇସୁଆ ପଞ୍ଚାୟତ ଅଧୀନ ନୂଆଗାଁରେ ଗତ ସୋମବାର ୪ଟି ହାତୀ ଗ୍ରାମରେ ପଶି ଘର ଭାଙ୍ଗିବା ସହିତ ଘରୁ ଧାନ ଚାଉଳ ଖାଇ ଦେଇଥିବା ଅଭିଯୋଗ ହୋଇଛି। ନୂଆଁଗା ଗ୍ରାମର ଲକ୍ଷ୍ମଣ ଟୁଡୁ ,ମୋହନ ହେମ୍ବ୍ରମ, ଗାଗାରାଇ ସିଙ୍ଗରାଙ୍କ ଘର ଭାଙ୍ଗିଥିବା ଅଭିଯୋଗରେ ଦର୍ଶାଯାଇଛି। ତେବେ ହାତୀ କବଳରୁ ଉକ୍ତ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଅଞ୍ଚଳରେ ହାତୀ ରହିବା ସହିତ ଧାନ କ୍ଷେତ ଓ ରାତି ସମୟରେ ଗ୍ରାମରେ ପଶୁଥିବା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ବନାଞ୍ଚଳ ଅଧିକାରୀ ଏହି ଅଞ୍ଚଳର ହାତୀ ପଲଙ୍କ ଯାତାୟାତ ପାଇଁ ଉଦ୍ୟମ କରୁଥିବା ପିତାମ୍ବର ନାୟକ କହିଛନ୍ତି । ତେବେ ବଣୁଆ ହାତୀ ଜଙ୍ଗଲ ମଧ୍ୟରେ ରହୁଥିବା ବେଳେ ଜଙ୍ଗଲ ଅଧୀନରେ ଥିବା ବସ୍ତିଙ୍କୁ ଜଙ୍ଗଲ ସୁରକ୍ଷା କମିଟି ମାଧ୍ୟମରେ ସଚେତନତା କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖବରଦାତାଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୦ ଅଟକ

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଅନ୍ୟପକ୍ଷରେ ୨୦ ଜଣ ସହଯୋଗୀଙ୍କୁ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ପଡ଼ିଛି ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୧୮ା୪: ବିଶ୍ୱ ଐତିହ୍ୟ ତାଲିକାରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ ଜାତୀୟ ଉଦ୍ୟାନ ଭିତରକନିକାକୁ ଯୋଡ଼ିବା ପାଇଁ ୟୁନେସ୍କୋ ପକ୍ଷରୁ ୨୦୧୬ରେ...

ମହାନଦୀ ଜଳବିବାଦ: ଉଭୟ ରାଜ୍ୟ ଗସ୍ତ କରିବେ ବୈଷୟିକ ଟିମ୍‌, ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶର ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଶନିବାର ଟ୍ରିବ୍ୟୁନାଲ ଶୁଣାଣି କରିଛନ୍ତି। ଉଭୟ ରାଜ୍ୟର ବୈଷୟିକ ଟିମ୍‌...

ପର୍ଯ୍ୟଟକଙ୍କ ଆକର୍ଷଣ ସାଜିଛି ୩ ବର୍ଷର ଧଳା କୁମ୍ଭୀର

ରାଜନଗର, ୨୯ା୧୧(ଡି.ଏନ୍‌.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଧଳା କୁମ୍ଭୀର ଏବେ ସମସ୍ତଙ୍କ...

ଅମାନିଆ ଗାଡ଼ିଚାଳକଙ୍କୁ ପୋଲିସ ଛାଟ

କେନ୍ଦୁଝର,୮ା୪ (ସ୍ବ.ପ୍ର.)- କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ସରକାର ଜନସାଧାରଣଙ୍କୁ ଘରୁ ବାହାରକୁ ନ ବାହାରିବା ପାଇଁ ନିବେଦନ କରିଛନ୍ତି। ଏହା ସତ୍ତ୍ୱେ ଅତ୍ୟାବଶ୍ୟକ...

ଚିଲିକାରେ ୧୪୨ ମାଛଧରା ଡଙ୍ଗା ଯାଞ୍ଚ

ବାଲୁଗାଁ, ୫-୨(ଡି.ଏନ.ଏ.):ଚିଲିକାରେ ଡଙ୍ଗାବୁଡ଼ି ଘଟଣା ପରେ ପ୍ରଶାସନର ଚେତା ପଶିଛି। ଅସୁରକ୍ଷିତ ଭାବେ ଯାତ୍ରୀ ପରିବହନ କରୁଥିବା ମାଛଧରା ଓ ଯାତ୍ରୀବାହୀ ଡଙ୍ଗା ଯାଞ୍ଚ ପାଇଁ...

ବାଜପେୟୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ଶିଖରରେ ପହଞ୍ଚାଇଥିଲା

ମାଲକାନଗିରି/ଜୟପୁର,୨୬ା୧୨(ଡି.ଏନ୍‌.ଏ./ନି.ପ୍ର.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ନଗରଭବନଠାରେ ଜିଲା ଭାଜପା ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ତଥା ସୁଶାସନ...

ଖଦି ବୋର୍ଡ ପକ୍ଷରୁ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଖଦି ଆନ୍ଦୋଳନର ମୂଳଦୁଆ ଓଡ଼ିଶାରୁ ପଡ଼ିଥିଲା। ଆନ୍ଦୋଳନକୁ ବ୍ୟାପକ କରିବାରେ ଓଡ଼ିଶାର ପ୍ରମୁଖ ଭୂମିକା ରହିଥିଲା। ଓଡ଼ିଶା ମୋତେ ଖଦି ଶିକ୍ଷା ଦେଇଥିବା...

Advertisement
Archives

Model This Week