କାଳିଆ ଅବସ୍ଥା ସଙ୍କଟାପନ୍ନ: ୨ ବିଶେଷଜ୍ଞ ଡାକ୍ତରଙ୍କୁ ଏସ୍‌ସିବି ପଠାଇବା ପାଇଁ ଏମ୍‌ସକୁ ଚିଠି

କଟକ ଅଫିସ, ୨୮।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଯମଜ ଶିଶୁ ଜଗା କାଳିଆଙ୍କ ମଧ୍ୟରୁ କାଳିଆଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗୁଡ଼ୁଥିବାରୁ ଏସ୍‌ସିବି ମେଡିକାଲ ଡାକ୍ତରୀ ଦଳ ଦିଲ୍ଲୀ ଏମ୍‌ସର ସହାୟତା ଲୋଡ଼ିଛନ୍ତି। ୨ଜଣ ବିଶେଷଜ୍ଞଙ୍କୁ ଏସ୍‌ସିବି ପଠାଇବା ପାଇଁ ଦିଲ୍ଲୀ ଏମ୍‌ସକୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ନ୍ୟୁରୋସର୍ଜନ ଦୀପକ ଗୁପ୍ତା ଓ ପେଡିଆଟିକ୍‌ ଆଇସିୟୁ କେୟାର ମୁଖ୍ୟ ରାକେଶ ଲୋଧାଙ୍କୁ ଏସ୍‌ସିବି ପଠେଇବା ପାଇଁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି। ଏ ନେଇ ଏସ୍‌ସିବି ମେଡିକାଲ ଅଧୀକ୍ଷକ ଡା. ସିବିକେ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri