‘କାଳିଆ ଯୋଜନା’ରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀ ଚିହ୍ନଟ: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ସରିଛି। ଇତିମଧ୍ୟରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ୨୭ ତାରିଖ ସୁଦ୍ଧା ପଞ୍ଚାୟତସ୍ତରରେ ଏବଂ ୩୧ ତାରିଖ ସୁଦ୍ଧା ବ୍ଲକ ଓ ଜିଲାସ୍ତରରେ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ କାର୍ଯ୍ୟ ସରିବ। ତେବେ ରାଜ୍ୟରେ ୫୧ ଲକ୍ଷ ଚାଷୀ କାଳିଆ ଯୋଜନାରେ ସାମିଲ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬ ଲକ୍ଷ ୮୮ ହଜାର ଚାଷୀଙ୍କ ଯାଞ୍ଚ ସରିଛି। ଚୂଡ଼ାନ୍ତ ରିପୋର୍ଟ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଗୁରୁବାର କାଳିଆ ଯୋଜନାର ସମୀକ୍ଷାକୁ ନେଇ ଆୟୋଜିତ ବୈଠକ ଶେଷ ହେବା ପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ ସାହୁ ଏହା କହିଛନ୍ତି।

ପ୍ରକାଶଯୋଗ୍ୟ, ରାଜ୍ୟ ସରକାରଙ୍କ ‘କାଳିଆ ଯୋଜନା’ରେ ୩୦ ଲକ୍ଷ ଚାଷୀଙ୍କୁ ୫ଟି ଫସଲ ପାଇଁ ୨୫ ହଜାର ଟଙ୍କା, ୧୦ ଲକ୍ଷ ଭୂମିହୀନ ଚାଷୀଙ୍କୁ ୧୨ ହଜାର ୫୦୦ ଟଙ୍କା ଲେଖାଏ ଦେବା ଲାଗି ଯୋଜନା ରହିଛି। ଏତଦ୍‌ବ୍ୟତୀତ ୫ ଲକ୍ଷ ଅସହାୟ ଚାଷୀ ପରିବାରକୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ମୁହାଣରେ ଡଲ୍‌ଫିନ୍‌

ଗଞ୍ଜାମ,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣରେ ପ୍ରଥମ ଥର ପାଇଁ ଡଲ୍‌ଫିନ୍‌୍‌ ଦେଖାଦେଇଛି। ତହସିଲଦାର ଅରୁଣ କୁମାର ନାୟକ ମଙ୍ଗଳବାର ସମୁଦ୍ର ମଧ୍ୟରେ ଅତି ନିକଟରୁ...

ଭାରତୀ ନନ୍ଦୀ ପାଇବେ ‘ଯୁଗଳ କିଶୋର ଦତ୍ତ ଅନୁବାଦ ପୁରସ୍କାର’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଲେଖାଲେଖି ପତ୍ରିକା ତରଫରୁ ଚଳିତବର୍ଷ ଲାଗି ‘ଯୁଗଳ କିଶୋର ଦତ୍ତ ଅନୁବାଦ ପୁରସ୍କାର’ ଘୋଷଣା କରାଯାଇଛି। ଖ୍ୟାତନାମା ଅନୁବାଦିକା ଭାରତୀ ନନ୍ଦୀ ୨୦୧୯ ମସିହା...

ଶେରଗଡ଼ ଥାନାର ୪ ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଶେରଗଡ଼ ଥାନାର ୪ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ଗଞ୍ଜାମ...

ଆସିଲା ଫେବୃୟାରୀ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଫେବୃୟାରୀ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି ହୋଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଗାଇଡ୍‌ଲାଇନ୍‌ ଅନୁସାରେ, ନାଇଟ୍‌ କର୍ଫ୍ୟୁ...

ଦ୍ରୌପଦୀଙ୍କୁ ସମର୍ଥନ କରିବେ ମକରନ୍ଦ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀଙ୍କୁ ସମର୍ଥନ...

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଶୁକ୍ରବାର ଦିଲ୍ଲୀସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କିଛି...

ପୂଜା ପାଇଁ ସିଆଲଦା-ପୁରୀ ସ୍ପେଶାଲ ଟ୍ରେନ ଚାଲିବ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ପାର୍ବଣ ଋତୁରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ପୂଜା ସ୍ପେଶାଲ ଟ୍ରେନ ଚଲାଇବା ପାଇଁ...

ବିଜେଡି ସଂସଦୀୟ ଦଳର ବୈଠକ ଶେଷ; ଏନ୍‌ପିଆର, ମହାନଦୀ, ପୋଲାଭରମ ପ୍ରସଙ୍ଗ ଉଠାଇବ ଦଳ: ପିନାକୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ବିଜେଡିର ସଂସଦୀୟ ଦଳର ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଅନୁଷ୍ଠିତ ଏହି...

Advertisement
Archives

Model This Week