କାଳିଆ ଯୋଜନା ବନ୍ଦ ପାଇଁ ହୀନଚକ୍ରାନ୍ତ : ମୁଖ୍ୟମନ୍ତ୍ରୀ

ଠାକୁରମୁଣ୍ଡା,୧୭ା୪(ଡି.ଏନ୍‌.ଏ.): କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀର ଠାକୁରମୁଣ୍ଡା ପଣସଡିହା ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଏମ୍‌ପି ଓ ବିଧାୟିକା ପ୍ରାର୍ଥତ୍ନୀଙ୍କୁ ଭୋଟ୍‌ ଦେଇ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି ବୁଧବାର ପୂର୍ବାହ୍ନରେ ପହଞ୍ଚିଥିଲେ। ସଭାରେ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା କାଳିଆ ଯୋଜନାରେ ରାଜ୍ୟର ୪୦ ଲକ୍ଷ ଚାଷୀ ଉପକୃତ ହୋଇପାରିବେ ବୋଲି ଉଦ୍‌ବୋଧନ ଦେଇଥିଲେ। କାଳିଆ ଯୋଜନା ବନ୍ଦ ପାଇଁ ହୀନଚକ୍ରାନ୍ତ କରାଯାଉଛି। ମଁୁ ବଞ୍ଚତ୍ଥିବା ପର୍ଯ୍ୟନ୍ତ ଏହାକୁ କେହି ବନ୍ଦ କରିପାରିବେ ନାହିଁ ବୋଲି ନବୀନ କହିଥିଲେ। ଏଥିସହିତ ବିଜୁ ସ୍ବାସ୍ଥ୍ୟ ଯୋଜନାରେ ଚିକିତ୍ସା ସହାୟତା ୫ ଲକ୍ଷ ଏବଂ ମହିଳାମାନଙ୍କୁ ଏହାର ଡବଲ ଅର୍ଥ ଦିଆଯାଉଛି ବୋଲିି କହିଥିଲେ। ଏମ୍‌ପି ପ୍ରାର୍ଥତ୍ନୀ ଚନ୍ଦ୍ରାଣୀ ମୁର୍ମୁ ଓ ବିଧାୟକ ପ୍ରାର୍ଥତ୍ନୀ ବାସନ୍ତୀ ହେମ୍ବ୍ରମଙ୍କୁ ଭୋଟ ଦେଇ ଜୟଯୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ଉକ୍ତ ସଭାରେ ଏମ୍‌ପି ଓ ବିଧାୟିକା ପ୍ରାର୍ଥତ୍ନୀ, କରଞ୍ଜିଆ ବିଧାୟକ ବିଜୟ କୁମାର ନାୟକ, ଜିଲା ସଭାପତି ଦେବାଶିଷ ମହାନ୍ତି ଉପସ୍ଥିତ ଥିବାବେଳେ ପ୍ରାୟ ୨୦ ହଜାର ଲୋକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛୁଆକୁ ଧରି ଚୁଲି ପାଖରେ ବସିଥିଲେ ମା’, ଅସାବଧାନତା ଯୋଗୁ ଚୁଲିରେ ପଡି ୨ ମାସର ଶିଶୁ ଗୁରୁତର

ଜଳେଶ୍ୱର,୧୪।୧ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଚାଲନ୍ତି ଗ୍ରାମରେ ନିଆଁରେ ପଡି ଦୁଇ ମାସର ଶିଶୁ ଗୁରୁତର। ସୂଚନା ଅନୁସାରେ ପ୍ରବଳ ଶୀତ...

ବ୍ୟାଙ୍କ ସଟର ତାଡି ଲୁଟ ଉଦ୍ୟମ କରୁଥିଲେ ଦୁର୍ବୃତ୍ତ: ମାଡ଼ିବସିଲେ ଗ୍ରାମବାସୀ

ଭୋଗରାଇ, ୧୨l ୧( ପ୍ରଦୀପ ଦାସ ): ବ୍ୟାଙ୍କ ସଟର ତାଡି ଲୁଟ କରିବାକୁ ଉଦ୍ୟମ କରୁଥିବାବେଳେ ଧରିପକାଇଲେ ଗ୍ରାମବାସୀ। ରବିବାର ବିଳମ୍ବିତ ରାତିରେ ୩...

ଖାଇ ସାରି ବିଶ୍ରାମ ନେଉଥିବାବେଳେ ଟଳିପଡିଲେ ହୋମଗାର୍ଡ: ଆଉ ତା’ପରେ…

ବାଲେଶ୍ୱର,୧୨।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡ଼ିଓରେ କାର୍ଯ୍ୟରତ ଜଣେ ହୋମଗାର୍ଡଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି l ମୃତ ହୋମଗାର୍ଡ ହେଲେ ଅଲେଖ ଜେନା...

ସ୍କୁଲରେ ଖେଳୁଥିବାବେଳେ ଛାତ୍ରଙ୍କ ଉପରେ ଭାଙ୍ଗିପଡିଲା ଫଳକ, ଚାଲିଗଲା ଜୀବନ

ବାଲିଆପାଳ, ୯।୧(ଅମୁଲ୍ୟ ଦାସ ): ସ୍କୁଲରେ ଫଳକ ଭାଙ୍ଗି ପଞ୍ଚମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ସ୍କୁଲ ପରିସରରେ ଖେଳୁଥିବାବେଳେ ଫଳକ ଭାଙ୍ଗି ପଡିଥିଲା। ବାଲେଶ୍ବର...

ଧର୍ମାନ୍ତର ବିବାଦକୁ ନେଇ ହୋଇପାରୁନି ସତ୍କାର, ୨୫ ଘଣ୍ଟା ଧରି ପଡି ରହିଛି ଶବ

ଜଳେଶ୍ୱର, ୯।୧(ନବୀନ ସାହୁ) : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତ ୪ନମ୍ବର ୱାର୍ଡ ରଙ୍ଗମାଟିଆ ଗାଁରେ ଏକ ଅଭାବନୀୟ ଘଟଣା...

AQI ବୃଦ୍ଧିକୁ ନେଇ ବାଲେଶ୍ବର ପାଇଁ ଜାରି ହେଲା ପ୍ରଦୂଷଣ କଟକଣା, ଆଗାମୀ ୭ ଦିନ ପାଇଁ ଗାଇଡ୍‌ଲାଇନ…

ବାଲେଶ୍ୱର,୫ା୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାରେ ବର୍ତ୍ତମାନ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଜିଲ୍ଲାପାଳ ଗାଇଡ୍‌ଲାଇନ ଜାରି କରିଛନ୍ତି । GRAP ଷ୍ଟେଜ୍–II ମାର୍ଗଦର୍ଶିକା ଅନୁସାରେ,...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri