‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି।  ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪ ଲକ୍ଷ କୃଷକ ପରିବାର ଉପକୃତ ହେବେ। ଏଥିରେ ୫୦ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଅଛନ୍ତି। ସେହିଭଳି ୨୫ ଲକ୍ଷ ଭୂମିହୀନ ଚାଷୀ ମଧ୍ୟ ଏହି ଯୋଜନାରେ ଲାଭ ପାଇବେ ବୋଲି ଜଣାପଡ଼ିଛି। ତେବେ ମୋଟ ୭୫ ଲକ୍ଷ କୃଷକ ପରିବାର ଏହି ଯୋଜନାର ଅନ୍ତର୍ଭୁକ୍ତ ଅଛନ୍ତି।
ପ୍ରକାଶ ଯୋଗ୍ୟ, ୨୦୧୯ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କୃଷକଙ୍କ ଉନ୍ନତି ନିମନ୍ତେ ଏହି ଯୋଜନା ଆଣିଥିଲେ। ଏହାଦ୍ୱାରା ପ୍ରତି କୃଷକ ପରିବାରକୁ ରାଜ୍ୟ ସରକାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ତେବେ ନିର୍ବାଚନ ଯୋଗୁ କାଳିଆ ଟଙ୍କା ଦେବାରେ ବିଳମ୍ବ ହେଉଥିବାରୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଶେଷ ହେବା ପରେ ତୁରନ୍ତ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏବେ ସରକାର ଗଠନ କରିବା ପରେ ଏହି ପ୍ରତିଶ୍ରୁତି ପାଳନ ଦିଗରେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୨୨ରୁ ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି

କଟକ ଅଫିସ,୨୦।୫: ଆସନ୍ତା ମେ’ ୨୨ତାରିଖରୁ ଜୁନ ୨୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି। ଏନେଇ ଶୁକ୍ରବାର ହାଇକୋର୍ଟଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି...

ଭାରତୀ ନନ୍ଦୀ ପାଇବେ ‘ଯୁଗଳ କିଶୋର ଦତ୍ତ ଅନୁବାଦ ପୁରସ୍କାର’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଲେଖାଲେଖି ପତ୍ରିକା ତରଫରୁ ଚଳିତବର୍ଷ ଲାଗି ‘ଯୁଗଳ କିଶୋର ଦତ୍ତ ଅନୁବାଦ ପୁରସ୍କାର’ ଘୋଷଣା କରାଯାଇଛି। ଖ୍ୟାତନାମା ଅନୁବାଦିକା ଭାରତୀ ନନ୍ଦୀ ୨୦୧୯ ମସିହା...

କିଟ୍‌ ମିଳିଲାନି, ଖବରକାଗଜ ଉପରେ ନବଜାତକ

ଗୋପ,୧୪।୪(ଡି.ଏନ୍‌.ଏ.): ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ଜଣେ ମହିଳା ପ୍ରସବ କରିବା ପରେ ସରକାରୀ କିଟ୍‌ ନ ମିଳିବାରୁ ନବଜାତ ଶିଶୁ ଏକ ଖବରକାଗଜ ଉପରେ...

ସାଧାରଣତନ୍ତ୍ର ଦିବସରେ ପତାକାକୁ ଅସମ୍ମାନ, ଓଲଟା ଉଡ଼ିଲା ତ୍ରିରଙ୍ଗା

ଦିଗପହଣ୍ଡି,୨୬।୧: ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଛକଠାରେ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ...

ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ...

ଓଡ଼ିଶା, ଛତିଶଗଡ଼କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ଭୁବନେଶ୍ୱର,୫।୨(ବ୍ୟୁରୋ): ହୀରାକୁଦ ନଦୀବନ୍ଧ ଯୋଜନା ଯୋଗୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଥଇଥାନ ସମ୍ପର୍କିତ ଏକ ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ଏବଂ ଛତିଶଗଡ଼...

ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି...

ବିରୋଧ, ବିକ୍ଷୋଭ

ଭୁବନେଶ୍ୱର,୨୬।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ କୃଷି ବିଲ୍‌କୁ ବିରୋଧ କରି ଭାରତୀୟ କିଷାନ ୟୁନିୟନ, ଅଲ୍‌ ଇଣ୍ଡିଆ କୃଷକ ସଂଗଠନ, ଅଖିଳ ଭାରତ କିଷାନ ସଂଘର୍ଷ ସମନ୍ବୟ...

Advertisement
Archives

Model This Week