କାଳୁପଡ଼ାଘାଟ ରେଳଷ୍ଟେଶନ ହେବ ନବୀକରଣ

ଟାଙ୍ଗୀ(ଖୋର୍ଦ୍ଧା),୨୨ା୮(ଡି.ଏନ.ଏ.): ପୂର୍ବତଟ ରେଲଓ୍ବେ କାଳୁପଡ଼ାଘାଟ ଷ୍ଟେଶନକୁ ପରିଦର୍ଶନରେ ଆସି ବୋର୍ଡର ପିଏସି ସଭ୍ୟମାନେ ଏହାକୁ ନବୀକରଣ କରାଯିବ ବୋଲି କହିଥିବା ଜଣାପଡିଛି। ସଦସ୍ୟମାନେ ହେଲେ ହିମାଦ୍ରି ବଳ, ବି. ଯାଦବ, ଅଜିତ କୁମାର ଓ ଅମରେଶ ରାୟ। ସ୍ଥାନୀୟ ରେଳ ୟୁଜର୍ସ ଆସୋସିଏଶନ ସଭାପତି ଡ. ଚନ୍ଦ୍ରକାନ୍ତ ପାଇକରାୟଙ୍କ ସହିତ ଗଙ୍ଗାଧର ପ୍ରଧାନ, ରଘୁନାଥ ସାହୁ, ଦିଲୀପ କୁମାର ନାଥ, ସାରଙ୍ଗଧର ବିଶ୍ୱାଳ, ଚନ୍ଦ୍ରଶେଖର ମିଶ୍ର, ହରିହର ପ୍ରଧାନ, ଦୀପକ ନାଥ ଓ ଜିନୁ ପଟ୍ଟନାୟକ ପ୍ରମୁଖ ସଦସ୍ୟଙ୍କ ସହ ସାକ୍ଷାତ କରି ଷ୍ଟେଶନର ସୁବିଧା/ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ । ୨ ନମ୍ବର ପ୍ଲାଟଫର୍ମରେ ୩ଟି ରେଷ୍ଟସେଡ୍‌, ଗୋଟିଏ ଫୁଟ୍‌ ଓଭର ବ୍ରିଜ ନିର୍ମାଣ, ରାସ୍ତା ପକ୍କା କରିବା, ଷ୍ଟ୍ରିଟ୍‌ ଲାଇଟ ସଂଯୋଗ ଓ ପାନୀୟ ଜଳଯୋଗାଣ ଇତ୍ୟାଦିର ତୁରନ୍ତ ବ୍ୟବସ୍ଥା ନିମନ୍ତେ ପିଏସି ସଭ୍ୟମାନେ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri