କାଳ୍ପନିକ ଦୁନିଆ

ଗାନ୍ଧୀବାଦ ଆଜିି ପଥ ଭ୍ରଷ୍ଟ। ଏହାକୁ କେତେକେ ଅପବ୍ୟବହାର କରୁଛନ୍ତି। ଗାନ୍ଧୀବାଦ ଆଜି ଦୋଛକିରେ ଠିଆ ହୋଇଛି। ଏପରି ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ନାଟକ ‘କାଳ୍ପନିକ ଦୁନିଆ’ ନିକଟରେ ସିଏମ୍‌ବିଡି ଟ୍ରଷ୍ଟ, ଭୁବନେଶ୍ୱର ଦ୍ୱାରା ଆୟୋଜିତ ଇନ୍ଦ୍ରଧନୁ ନାଟକ ଉତ୍ସବରେ ମଞ୍ଚସ୍ଥ ହୋଇ ପ୍ରଶଂସିତ ହୋଇଛି। ଭୁବନେଶ୍ୱରସ୍ଥ ପ୍ରିୟଦର୍ଶିନୀ ଡ୍ୟାନ୍ସ ମ୍ୟୁଜିକ ଆଣ୍ଡ ନାଟକ ସମାଜ ପକ୍ଷରୁ ପରିବେଷିତ ଏହି ନାଟକରେ କଳାକାରଙ୍କ ଅଭିନୟ ନାଟକଟିକୁ ସଫଳ କରାଇବାରେ ଯଥେଷ୍ଟ ସହାୟକ ହୋଇଥିଲା। ନାଟକକୁ ରଚନା କରିବା ସହ ନିର୍ଦ୍ଦେଶନା ଦେଇଥିଲେ ବିଜୟ ସିଂ। ବିନୟ-ମମତା ସଙ୍ଗୀତ ଦାୟିତ୍ୱକୁ ବେଶ୍‌ ସୁଚାରୁ ରୂପେ ତୁଲାଇଥିଲେ। ମୃତ୍ୟୁଞ୍ଜୟ ପଣ୍ଡା (ବୁଲୁ)ଙ୍କ ବୈଷୟିକ ନିର୍ଦ୍ଦେଶନା କୌଣସି ଗୁଣରେ କମ୍‌ ନ ଥିଲା। ନାଟକର ବିଭିନ୍ନ ଭୂମିକାରେ ଜ୍ୟୋତି ପଣ୍ଡା, ମାନସ ମିଶ୍ର, ମମତା ମହାନ୍ତି, ସତ୍ୟ ପ୍ରକାଶ ମହାରଣା, ବବଲୁ, ସିଲୁ, ଶରତ ସମ୍ରାଟ, ଦିବ୍ୟା ଭାରତୀ, ସୁରେଶ ଏବଂ ମୃତ୍ୟୁଞ୍ଜୟ ପଣ୍ଡା ଅଭିିନୟ କରିଥିଲେ। ହୃଦୟସ୍ପର୍ଶୀ ଉପସ୍ଥାପନା ଅଡିଟୋରିୟମରେ ଉପସ୍ଥିତ ଦର୍ଶକକୁ ଶେଷ ପର୍ଯ୍ୟନ୍ତ ବସି ନାଟକ ଦେଖିବାକୁ ଏକରକମ ବାଧ୍ୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଣ୍ଟେଜ କାର୍‌ ସହ ଫଟୋ ଶେୟାର କଲେ ଅମିତାଭ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଆକ୍ଟିଭ ଥିବା ବେଳେ ରବିବାର ବିଳମ୍ବିତ ରାତିରେ ସେ ଏକ ଫଟୋ ଶେୟାର କରିଛନ୍ତି। ଯାହା...

ଏହି ଫିଲ୍ମ ନିର୍ମାତାଙ୍କ ଝିଅକୁ ମିଳିଥିଲା ବଳାତ୍କାର ଧମକ

ବଲିଉଡରେ ଅନେକ ସେଲିବ୍ରିଟି ଟ୍ରୋଲର ଶିକାର ହୋଇଥାନ୍ତି। କେବଳ ସେମାନେ ଏକା ନୁହଁନ୍ତି ବରଂ ସେମାନଙ୍କ ପରିବାର ସଦସ୍ୟ ମଧ୍ୟ ହୋଇଥାନ୍ତି। ବଲିଉଡ ଫିଲ୍ମ ନିର୍ମାତା...

କ୍ୟାନସର୍‌ ଲଢେଇ ଜିତିଲେ ସଞ୍ଜୟ ଦତ୍ତ

ବଲିଉଡର ଅଭିନେତା ସଞ୍ଜୟ ଦତ୍ତ କ୍ୟାନସର୍‌ ଲଢେଇ ଜିତିଛନ୍ତି। ଏନେଇ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହି କଷ୍ଟ ସମୟରେ ତାଙ୍କ ସହ ଛିଡା...

ନିଜ ରେକର୍ଡ ଭାଙ୍ଗିଲା ଦୂରଦର୍ଶନ: ପୁଣିଥରେ ହେଲା ନମ୍ବର ୧

ନୂଆଦିଲ୍ଲୀ,୧୮।୪: କିଛିଦିନ ହେବ ଲୋକେ ବିଭିନ୍ନ ଘରୋଇ ଚ୍ୟାନେଲ ଆଡକୁ ମୁହାଁଇଥିବା ବେଳେ ଏବେ ପୁଣିଥରେ ଦର୍ଶକେ ଦୂରଦର୍ଶନକୁ ଆପଣାର କରି ନେଇଛନ୍ତି। ଏବେ ଦୂରଦର୍ଶନ...

୨ ଦିନରେ ଦିଲଜୀତଙ୍କ ଫଲୋୟର୍ସ ସଂଖ୍ୟା ୪ ଲକ୍ଷ ବଢ଼ିଲା

ନୂଆଦିଲ୍ଲୀ, ୫।୧୨- ପଞ୍ଜାବୀ ଆକ୍ଟର ତଥା ସିଙ୍ଗର ଦିଲଜୀତ ଦୋସାଞ୍ଜ ଓ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ମଧ୍ୟରେ ଚାଲିଥିବା ଟୁଇଟର ଯୁଦ୍ଧ ଶେଷ ହୋଇନାହିଁ।...

ନାଗିନ୍‌ଙ୍କ ବ୍ରାଇଡ୍‌ ଲୁକ୍‌:ଫଟୋ ଶେୟାର କରି ଜିତିଲେ ପ୍ରଶଂସକଙ୍କ ହୃଦୟ

ଟିଭି ସିରିଏଲ ନାଗିନ୍‌-୪ରେ ନାଗିନ୍‌ ଭୂମିକାରେ ଅଭିନୟ କରୁଥିବା ନିଆ ଶର୍ମା ପ୍ରାୟତଃ ପ୍ରଶଂସକ ପାଇଁ ଫଟୋ ଶେୟାର କରିଥାନ୍ତି। ନିଆ ପୁଣି ଇନ୍‌ଷ୍ଟାଗ୍ରାମରେ ବ୍ରାଇଡ୍‌...

ଦୀପିକାଙ୍କ ସହ ବିଶ୍ୱାସଘାତକତା କରିଥିଲେ ରଣବୀର

ବଲିଉଡ୍‌ର ସଫଳ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ ଦୀପିକା ପାଦୁକୋନ। ଆଜି ହେଉଛି ତାଙ୍କର ୩୫ତମ ଜନ୍ମଦିନ। ଦୀପିକା ସବୁବେଳେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର...

ଚିଡ଼ାଇବା ପରେ ଅଜୟଙ୍କୁ କାଜୋଲଙ୍କ ଜବାବ: ତୁମ ନିଦ ଉଡାଇ ଦେଖ ମୁଁ ନିଶ୍ଚିତରେ ଶୋଇଛି

ବମ୍ବେ: ୧୯୯୭ରେ ରିଲିଜ ହୋଇଥିଲା ଫିଲ୍ମ ‘ଇସ୍କ’। ଏଥିରେ ନାୟକ ଅଜୟ ଦେବଗନ ଏବଂ ନାୟିକା କାଜଲଙ୍କ ଯୋଡି ସମସ୍ତଙ୍କ ମନ ଜିଣିଥିଲା। ଇତିମଧ୍ୟରେ ଫିଲ୍ମକୁ...

Play 250+ Trending Games
Archives

Model This Week

Why Dharitri