କାଳ ସାଜିଛି ଲଗାଣବର୍ଷା : କାନ୍ଥପଡ଼ି ଜଣକ ଜୀବନ ଗଲା

ପୁରୀ ଅଫିସ,୨୫।୧୦: ଲଘୁଚାପ ଜନିତ ଲଗାଣବର୍ଷା କାଳ ସାଜିଥିବାବେଳେ ଶୁକ୍ରବାର ସକାଳେ ସହରର କୁମ୍ଭକାର ନିଯୋଗ ସମ୍ପାଦକ ରସାନନ୍ଦ ବିଷୋୟୀଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ତାଙ୍କର ଜୀବନ ଚାଲିଯାଇଛି। ଆଜି ସକାଳେ ସେ କୁଡୁଆ ତିଆରି କରିବା ପାଇଁ ଶାଳଘରକୁ ଯାଇଥିଲେ। ପ୍ରବଳ ବର୍ଷା ଯୋଗୁ ଘର କାନ୍ଥ ଭୁଶୁଡି ପଡ଼ିଥିଲା। ଫଳରେ ସେ କାନ୍ଥ ତଳେ ଚାପି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ କୁମ୍ଭକାର ନିଯୋଗ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦୋଷରେ ଜେଲ କାଟିଲେ ବାପପୁଅ

ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍‌.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ...

ଆଜିଠାରୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ଆରମ୍ଭ: ଏହାର ସୁବିଧାନେବାକୁ ଯାଜପୁର ଜିଲାପାଳଙ୍କ ଅନୁରୋଧ

ଯାଜପୁର ଟାଉନ,୧ା୯(ଡିଏନଏ)- ସେପ୍ଟେମ୍ବର ୧ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ହେବ। ଏହି ଜିଲାର ସମସ୍ତ ୧୬୧୯ଟି ଭୋଟ କେନ୍ଦ୍ର...

ଆଇଶୋଲେଶନରେ ୮ କୋଲକାତା ଫେରନ୍ତା

ସିଂହପୁର,୨୩।୪(ଡିଏନଏ)- ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ୨୮ ଦିନ ମଧ୍ୟରେ ଫେରିଥିବା ୮ଜଣ କୋଲକାତା ଫେରନ୍ତାଙ୍କୁ ସରପଞ୍ଚ ତରୁଣ କୁମାର ସାହୁ ସମିତିସଭ୍ୟ...

ଅବହେଳିତ ବୈଦ୍ୟନାଥ ପୀଠ: ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ

ବଡ଼ସାହି,୧୦-୯:(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀଠାରେ ବହୁ ପୁରାତନ ପ୍ରସିଦ୍ଧ ଶୈବପୀଠ ବାବା କଖାରୁଆ ବୈଦ୍ୟନାଥ ମନ୍ଦିର ଅବସ୍ଥିତ। ଐତିହ୍ୟପୂର୍ଣ୍ଣ ପ୍ରାକୃତିକ ସୌନ୍ଦଯର୍‌ୟ ଓ ଆଧ୍ୟାମତ୍ିକ...

ବୈତରଣୀ ନଦୀ ସେତୁରୁ ବେରିଂ ଖସିବା ଘଟଣା: ବର୍ଷେ ପରେ ବି ବିଳମ୍ବ ମରାମତି

ଆନନ୍ଦପୁର, ୭।୬(ସ୍ବ.ପ୍ର.)- ଆନନ୍ଦପୁର ବୈତରଣୀ ନଦୀ ସେତୁକୁ ଦଇବ ସାହା। ବିପଦସଙ୍କୁଳ ଅବସ୍ଥାରେ ରହିଥିବା ଏହି ସେତୁର ଏକ ପିଲାରରୁ ୨୦୧୮ ଜୁଲାଇ ୬ ତାରିଖରେ...

କେନ୍ଦୁଝର ଜେଲରେ କଏଦୀଙ୍କ ମୃତ୍ୟୁ

କେନ୍ଦୁଝର,୨୧।୮(ସ୍ବ.ପ୍ର.): କେନ୍ଦୁଝର ଜେଲରେ ସଜା କାଟୁଥିବା ଜଣେ କଏଦୀଙ୍କର ବୁଧବାର ପୂର୍ବାହ୍ନରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ବିଲ ଥାନା ହିସାବୁରୁ ଗ୍ରାମର ବିପିନ ନାୟକ।...

କରୋନା ପାଇଁ ପୋଷ୍ଟର ମାରିଲେ ଯୁବକ, ମାଓବାଦୀଙ୍କୁ ଗାଁ ମନା

ନନ୍ଦପୁର,୫।୪(ଡି.ଏନ୍.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଂଚଳରେ କୋରାପୁଟ ଯୁବକ ଜାଗରଣ ସମିତି ଗାଁ ଗାଁରେ ପୋଷ୍ଟର ମାରି କରୋନା ବିଷୟରେ ସଚେତନତା...

ଗଜପତିରେ ପୁଣି ୧୬ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଲା

ପାରଳାଖେମୁଣ୍ଡି, ୩୧ା୫ (ସ୍ବ.ପ୍ର.) – ଗଜପତି ଜିଲାରେ ପୁଣି ୧୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ସେମାନଙ୍କୁ ଆର୍‌.ସୀତାପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲରେ ରବିବାର...

Advertisement
Archives

Model This Week