କାସିମ ସୋଲେମାନୀଙ୍କୁ ହତ୍ୟା କରି ଆମେରିକାକୁ ନ୍ୟାୟ ଦେଇଛି, ମୁଁ ନୋବେଲ ପାଇବା ପାଇଁ ଯୋଗ୍ୟ: ଟ୍ରମ୍ପ

ଓ୍ବାଶିଂଟନ୍‌,୧୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ୨୦୨୦ର ନିର୍ବାଚନ ରାଲିକୁ ସମ୍ବୋଧିତ କରିଥିଲେ। ସେହି ସମୟରେ ସେ କହିଛନ୍ତି, ଇରାନର ସେନା କମାଣ୍ଡର କାସିମ ସୋଲେମାନୀଙ୍କୁ ଡ୍ରୋନରେ ଆକ୍ରମଣ କରିବା ପାଇଁ ନିର୍ଦ୍ଦେଶ ଦେଇ ସେ ଆମେରିକା ନାଗରିକଙ୍କୁ ନ୍ୟାୟ ଦେଇଛନ୍ତି। ଏଭଳି କରି ମୁଁ ଏକ ଦେଶକୁ ବଞ୍ଚାଇଛି, ଦେଶକୁ ବଞ୍ଚାଇଲେ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଥାଏ ବୋଲି ମୁଁ ଶୁଣିଛି। ତେଣୁ ମୁଁ ନୋବେଲ ପୁରସ୍କାର ପାଇଁ ଯୋଗ୍ୟ ବୋଲି ଟ୍ରମ୍ପ କହିଛନ୍ତି। କିନ୍ତୁ ଡେମୋକ୍ରେଟିକ୍‌ ନେତାମାନେ ଟ୍ରମ୍ପଙ୍କ ଏହି ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇବା ସହ କହିଛନ୍ତି ବିନା କୌଣସି ବିଚାର ବିମର୍ଶରେ ସେ ଏହି ପଦକ୍ଷେପ ଉଠାଇଛନ୍ତି। ବିରୋଧୀ ସଦନରେ ଏକ ପ୍ରସ୍ତାବକୁ ମଞ୍ଜୁରୀ ଦେବା ପରେ କହିଛନ୍ତି, ଇରାନ ବିରୋଧରେ ସେନାଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆଗରୁ କଂଗ୍ରେସଠାରୁ ପରାମର୍ଶ ନେବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣତନ୍ତ୍ର ଦିବସରେ ଭାରତକୁ ଶୁଭେଚ୍ଛା ଜଣାଇଲେ ରୁଷିଆ ରାଷ୍ଟ୍ରପତି

ମସ୍କୋ/ନୂଆଦିଲ୍ଲୀ,୨୬।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଗୁରୁବାର ସାଧାରଣତନ୍ତ୍ର ଦିବସ ଅବସରରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ୭୪ତମ ସାଧାରଣତନ୍ତ୍ର ଦିବସରେ ଭାରତକୁ ଅନେକ...

ମୋଦି-ପୁଟିନ୍‌ଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ

ସମରକନ୍ଦ,୧୬।୯: ଉଜ୍‌ବେକିସ୍ତାନର ସମରକନ୍ଦ ସହରରେ ସଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଯୋଗଦେଇଛନ୍ତି। ଶୁକ୍ରବାର...

ଶ୍ରୀଲଙ୍କାରୁ ହଟିଲା ଜରୁରିକାଳୀନ ପରିସ୍ଥିତି

କଲମ୍ବୋ,୨୧।୫: ପ୍ରାୟ ଦୁଇ ସପ୍ତାହ ପରେ ଶ୍ରୀଲଙ୍କା ସରକାର ଜରୁରିକାଳୀନ ପରିସ୍ଥିତିକୁ ହଟାଇ ଦେଇଛନ୍ତି। ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେ ଏଭଳି ଏକ ନିଷ୍ପତ୍ତି ନେଇ ଦେଶବାସୀଙ୍କୁ...

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ବିଲେଇଛୁଆ, ଡେଲିଭରି ବକ୍ସରୁ ଯାହା ବାହାରିଲା ଦେଖିଲେ ଉଡ଼ିଯିବ ହୋସ୍‌

ପ୍ୟାରିସ୍‌,୧୨ା୧୦: ଫ୍ରାନ୍ସର ଏକ ଦମ୍ପତି ଘରେ ବିଲେଇ ଛୁଆ ପାଳିବାକୁ ଚାହୁଁଥିଲେ। ସେମାନେ ଅନ୍‌ଲାଇନ୍‌ରେ ୬ ହଜାର ୟୁରୋ ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୫ ଲକ୍ଷ...

ସେନା ବିମାନରେ ଜନ୍ମ ହେଲେ ଶିଶୁକନ୍ୟା

ବର୍ଲିନ,୨୨।୮ : କାବୁଲରୁ ଉଦ୍ଧାର କାର୍ଯ୍ୟ ଶେଷ କରି ଜର୍ମାନୀ ଫେରୁଥିବା ଆମେରିକା ବାୟୁସେନାର ସି-୧୭ ବିମାନରେ ଜଣେ ଆଫଗାନ ମହିଳା ଶିଶୁକନ୍ୟାଙ୍କୁ ଜନ୍ମ ଦେଇଛନ୍ତି।...

ୟୁକ୍ରେନ ସୀମାରୁ ରୁଷିଆ ଗୁପ୍ତଚର ଗିରଫ

କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ହୋଇଥିବା ବେଳେ କୌଣସି...

ସ୍ବିଡେନ ପ୍ରଧାନମନ୍ତ୍ରୀଙ୍କ ପାଇଁ ବୋରିସ ଜନ୍‌ସନ୍‌ ଚଳାଇଲେ ଡଙ୍ଗା

ଲଣ୍ଡନ,୧୨ା୫: ୟୁକ୍ରେନ ସଙ୍କଟ ମଧ୍ୟରେ ସ୍ବିଡେନ ଏବଂ ଫିନଲାଣ୍ଡ ଭବିଷ୍ୟତରେ ବିପଦକୁ ଦୃଷ୍ଟିରେ ରଖି ନାଟୋରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ସମୟରେ ବ୍ରିଟେନର...

ପରସ୍ପରକୁ ଆଖି ଦେଖାଇଲେ ଚାଇନା-ଆମେରିକା

ଓ୍ବାଶିଂଟନ୍‌,୧୯।୩: ଆମେରିକାରେ ନୂତନ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଚାଇନା ସହିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଦୁଇ...

Advertisement
Archives

Model This Week