କାହାର ଗୀତ ନକଲ କଲେ ମିଳୁଥିବା ସଫଳତା ଅଧିକ ଦିନ ରହି ନ ଥାଏ: ଲତା ମଙ୍ଗେସକର

ମୁମ୍ବାଇ,୪।୯: ରାନୁ ମଣ୍ଡଳଙ୍କୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସେ ଲତା ମଙ୍ଗେସକରଙ୍କ ସୋର୍‌ ଫିଲ୍ମର ଗୀତ ଏକ ପ୍ୟାର କା ନଗମା ହୈ… ରେଳ ଷ୍ଟେଶନରେ ଗାଇ ପ୍ରସିଦ୍ଧି ସାଉଁଟିଛନ୍ତି। ତେବେ ଏହାକୁ ନେଇ ପ୍ରଥମ ଥର ପାଇଁ ଲତା ମଙ୍ଗେସକର ମୁହଁ ଖୋଲିଛନ୍ତି। ନକଲ କରି ଗୀତ ଗାଇଲେ ଅଧିକ ଦିନ ଧରି ସଫଳତା ମିଳିପାରି ନ ଥାଏ ବୋଲି ଲତା କହିଛନ୍ତି। ମହମ୍ମଦ୍‌ ରଫି, ମୁକେଶ, କିଶୋର କୁମାର, ଆଶା ଭୋଁସେଲ୍‌ଙ୍କ ନକଲ କରି ଗୀତ ଗାଉଥିବା କଳାକାରଙ୍କୁ କିଛି ସମୟ ପାଇଁ ସଫଳତା ମିଳିଥାଏ। ପରେ ସେମାନଙ୍କୁ ଲୋକେ ଭୁଲି ଯାଇଥାନ୍ତି। ଇତିମଧ୍ୟରେ ଅନେକ ତାଙ୍କ ଗୀତକୁ ନକଲ କରିଛନ୍ତି ତେବେ ସେମାନଙ୍କ ମଧ୍ୟରେ ସୁନିଧି ଚୌହ୍ବାନ ଏବଂ ଶ୍ରୀୟା ଘୋଷାଲ ହିଁ ଲୋକପ୍ରିୟ ହୋଇପାରିଛନ୍ତି। ଏହା କେବଳ ସେମାନଙ୍କ ସୃଜନଶୀଳ ପ୍ରତିଭା ଯୋଗୁ ସମ୍ଭବ ହୋଇ ପାରିଛି ବୋଲି ଲତା କହିଛନ୍ତି। ରାନୁଙ୍କ ଉଦ୍ଦେଶ୍ୟରେ ଲତା ଦେଇଥିବା ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri