କାହାର ଲାଗି ଅଙ୍ଗନଓ୍ବାଡି: ଛାତ୍ରୀଛାତ୍ର ପାଠ୍‌ପଢ଼ି ଯିବେ ୨ କି.ମି.

 

ଜମନକିରା, ୭।୩ (ଡି.ଏନ୍‌.ଏ.)-
ସମ୍ବଲପୁର ଜିଲା ଜମନକିରା ବ୍ଲକ କଟଙ୍ଗପାଣି ପଁଚେତ୍‌ ଅଧୀନ ଫୁଲକୁସମ ଗଁ। ର ଲାଗି ଆସିଥିବାର ଅଙ୍ଗନଓ୍ବାଡି କେନ୍ଦ୍ରଟା ଗଁ। ରୁ ଦୁଇ କି.ମି. ଦୂରେ ତିଆର କରାଯାଇଛେ। ଏନ୍‌ତାଥି ଛୋଟ ଛୋଟ ଛୁଆମାନେ କେନ୍‌ଥେଇ ପଢ଼ିଯିବେ ଆର କେନ୍ଦ୍ରଟା କାହାର ସୁଆର୍‌ଥକେ ନେଇ ତିଆର ହେଇଛେ ବଲି ଜନ ଗଁ। ବାସୀ ପ୍ରଶ୍ନ କରିଛନ୍‌।
ସୂଚନା ଅନ୍‌ସାରେ କଟଙ୍ଗପାଣି ପଁଚେତ୍‌ ଫୁଲକୁସମ ପ୍ରାଥମିକ ସ୍କୁଲ ପାସେ ଅଙ୍ଗନଓ୍ବାଡି କେନ୍ଦ୍ର କରି ଛୁଆମାନକୁ ପାଠ୍‌ ପଢ଼ାଯାଉଥିଲା। ହେଲେ ବ୍ଲକ ପରଶାସନ ନୂତନ ଅଙ୍ଗନଓ୍ବାଡି କେନ୍ଦ୍ର ଫୁଲକୁସମରେ ନାଇଁକରି କରି ୨ କି.ମି. ଦୂରିଆ କଲାପାଟ ଗଁ। ରେ ତିଆର କରିଛେ। ଇଆଡ଼େ ଫୁଲକୁସମ ଗଁ। ରେ ଅଧ୍‌କା ଛୁଆ ରହିଥିଲାବେଲେ କେନ୍‌ ହିସାବେ ବ୍ଲକ କତୁରପକ୍ଷ କଲାପାଟ ଗଁ। ରେ କେନ୍ଦ୍ର ତିଆରି କଲେ ବଲି ଗଁ। ବାସୀ ପ୍ରଶ୍ନ କରିଛନ୍‌। ଇ ବାବ୍‌ଦେ ବ୍ଲକ କନିଷ୍ଠ ଯନ୍ତ୍ରୀ ରମେଶ ମହାପାତ୍ରକୁଁ ପଚ୍‌ରାଲାରୁ ଅଙ୍ଗନଓ୍ବାଡି ଉପରେ ନିରଭର କରୁଥିବାର ଲୁକ୍‌କୁ ନେଇ ଗୁଟେ ବଇଠକ୍‌ କରାଯାଇଥିଲା। ସେମାନେ କହେବାର ହିସାବେ କଲାପାଟରେ କେନ୍ଦ୍ରଟା ତିଆର କରାଯାଇଛେ ବଲି ସେ କହିଥିଲେ। ସେନ୍‌ତା ଇ ବାବ୍‌ଦେ ଜମନକିରା ସିଡିପିଓ ଜୟଶ୍ରୀ ପଟ୍ଟନାୟକକୁଁ ପଚ୍‌ରାଲାରୁ ମୁଇଁ ଟ୍ରେନିଂରେ ଥିଲାବେଲେ ମୋତେ ବ୍ଲକ ପରଶାସନ ନାଇଁ ଜନେଇ କରି ଅଙ୍ଗନଓ୍ବାଡି କେନ୍ଦ୍ରର କୁଠା ତିଆର କରିଛନ୍‌। ଇ ବାବ୍‌ଦେ ମୁଇଁ ଉପଜିଲାପାଳକୁଁ ବି ଜନେଇଛେଁ ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ଏପରି କହିଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର,୯।୯(ବ୍ୟୁରୋ): ୫ କେନ୍ଦ୍ରମନ୍ତ୍ରୀ ଆଜି ଓଡ଼ିଶା ଆସୁଛନ୍ତି । ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି । ଏତେ ସଂଖ୍ୟାରେ କେନ୍ଦ୍ରମନ୍ତ୍ରୀ ଏକକାଳୀନ ଓଡ଼ିଶା...

ଆମପାଣି ଘାଟିରେ କାର୍‌କୁ ଧକ୍କା ଦେଲା ଟ୍ରକ୍‌, ୭ ଗୁରୁତର

କୋକସରା,୯।୬(ଡି.ଏନ.ଏ.):କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ରାସ୍ତା ଏକ ବୁଲାଣିରେ ରବିବାର କୋଟପାଡ଼ରୁ ଭବାନୀପାଟଣା ଆସୁଥିତ୍ବା ଏକ କାର (ନଂ.ଓଡି୧୦ଜେ-୩୪୭୦)କୁ ବିପରିତ ଦିଗରୁ ଆସୁଥିବା...

ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା: ପୁଅକୁ ମାରିଦେଇଥିବା ଅଭିଯୋଗ ଆଣିଲା ପରିବାର

ଚନ୍ଦାହାଣ୍ଡି, ୧।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଫଟକିଗ୍ରାମ ନିକଟସ୍ଥ ଏକ ମହୁଲ ଗଛରେ ରଶି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସେମାନେ...

ଭୋକିଲା ପେଟରେ ପୂଜାର୍ଚ୍ଚନା କରିବା କାଠିକର ପାଠ ହେବ

ସମ୍ବଲପୁର, ୨୮।୪ (ବ୍ୟୁରୋ)- କରୋନା ଭୂତାଣୁକୁ ନେଇ କଟକଣା ଯୋଗୁ ସମ୍ବଲପୁରର ଇଷ୍ଟଦେବୀ ସମଲେଇଙ୍କ ଦର୍ଶନ ମାର୍ଚ୍ଚ ୧୯ ତାରିଖରୁ ବନ୍ଦ ରହିଛି। ହେଲେ ଦେବୀଙ୍କ...

ଓଲଟିଲା ତିର୍ଥଯାତ୍ରୀ ବସ୍‌: ୭ଗୁରୁତର, ୩୦ରୁ ଉଦ୍ଧର୍‌ବ ଆହାତ

ବାଲେଶର ଅଫିସ,୧୦।୮: ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବାକୁ ଯିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତିର୍ଥଯାତ୍ରୀ ବସ୍‌। ବାଲେଶର ଜିଲାର ସୋର ଅନ୍ତର୍ଗତ ୧୬ନଂ ଜାତୀୟ...

ଲାଞ୍ଜିଗଡ଼, ନର୍ଲାରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା...

ଓଟିଡିସି ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଅର୍ଥ ହେରଫେର ଅଭିଯୋଗରେ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀ ଗିରଫ ହୋଇଛନ୍ତି। ମ୍ୟାନେଜର ରାଜ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି...

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

Advertisement
Archives

Model This Week