କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ…

ବାହାନଗା ଟ୍ରେନ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ମେଡିକାଲରେ ୩୫୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି। ତେବେ ଗୁରୁତରଙ୍କ ମଧ୍ୟରୁ କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ। ପୁଣି ପ୍ରଚୁର ରକ୍ତସ୍ରାବ ଯୋଗୁ ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏଭଳି ସ୍ଥିତିର ମୁକାବିଲା କରିବା ନିମନ୍ତେ ଗୁରୁତରଙ୍କୁ ରକ୍ତ ଦେବା ଜରୁରୀ ହୋଇପଡ଼ିଛି। ହେଲେ ଡାକ୍ତରଖାନା ବ୍ଲଡ ବ୍ୟାଙ୍କରେ ରକ୍ତ ଅଭାବ ଦେଖାଦେଇଛି। ତେଣୁ ଡାକ୍ତରଖାନାରେ ଡାକବାଜି ଯୋଗେ ସ୍ଥାନୀୟ ଲୋକ ଓ ସ୍ବେଚ୍ଛାସେବୀଙ୍କୁ ରକ୍ତ ଦେବାକୁ ଅନୁରୋଧ କରାଯାଇଛି। ଅନେକ ଲୋକେ ଗୁରୁତରଙ୍କ ଜୀବନ ବଞ୍ଚାଇବା ନିମନ୍ତେ ରକ୍ତଦାନ କରିବାକୁ ଆଗେଇ ଆସିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri