କାହା ନାଁ ଆଲୁ ତ ଆଉ କିଏ ଚିରକୁଟ୍‌, ବଲିଉଡ୍‌ ଅଭିନେତ୍ରୀଙ୍କୁ ଏହି ନାମରେ ଡାକନ୍ତି ସାଙ୍ଗସାଥୀ

ବଲିଉଡ୍‌ ଅଭିନେତ୍ରୀମାନଙ୍କ ପ୍ରକୃତ ନାଁ ତ ଆପଣ ଜାଣିଥିବେ କିନ୍ତୁ କିଛି ଅଭିନେତ୍ରୀଙ୍କ ଡାକ ନାଁ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ରଣବୀର କପୁରଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିବା ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ତାଙ୍କ ସାଙ୍ଗମାନେ ଆଲୁ କହି ଡାକନ୍ତି। ପ୍ରିୟଙ୍କା ଚୋପ୍ରାଙ୍କୁ ତାଙ୍କ ପରିବାର ଲୋକେ ମିମି ଡାକନ୍ତି। ସେହିପରି ବ୍ୟାଡ୍‌ମିଣ୍ଟନ ଖେଲାଳି ସାଇନା ନେହଓ୍ବାଲଙ୍କ ବାଓପିକ୍‌ରେ ନଜର ଆସିବାକୁ ଥିବା ପରିଣୀତି ଚୋପ୍ରା ଟିଶା ନାଁରେ ବେଶ୍‌ ଲୋକପ୍ରିୟ। କପୁର ପରିବାରର ଦୁଇଭଉଣୀ କରିସ୍ମା ଏବଂ କରୀନା ଯଥାକ୍ରମେ ବେବୋ ଏବଂ ଲୋଲୋ ନାମରେ ପରିଚିତ। ‘ସାହୋ’ରେ ଜବରଦସ୍ତ ପ୍ରଦର୍ଶନ କରିଥିବା ଶ୍ରଦ୍ଧା କପୁରଙ୍କୁ ତାଙ୍କ ସାଙ୍ଗସାଥୀମାନେ ଚିରକୁଟ୍‌ ନାଁରେ ଡାକନ୍ତି। ସୋନମ କପୁର ଏବେ ଫିଲ୍ମ ଜଗତରୁ କିଛିଦିନ ପାଇଁ ଦୂରେଇ ରହିଥିବା ସୋନମଙ୍କ ଡାକ ନାଁ ଜିରାଫ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri