କାହିଁକି ଗଣିତରେ ଦିଆଯାଏନି ନୋବେଲ ପୁରସ୍କାର

ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ ନୋବେଲଙ୍କ ନାମ ଅନୁସାରେ ଏହାର ନାମକରଣ କରାଯାଇଛି। ଏହି ପୁରସ୍କାର ୬ଟି କ୍ଷେତ୍ର ଯଥା ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଶରୀରତତ୍ତ୍ବ/ଭେଷଜ ବିଜ୍ଞାନ , ସାହିତ୍ୟ, ଶାନ୍ତି ପ୍ରତିଷ୍ଠା ଓ ଅର୍ଥଶାସ୍ତ୍ରରେ ବିଶେଷ ଅବଦାନ ପାଇଁ ପ୍ରଦାନ କରାଯାଇଥାଏ। ୧୯୦୧ ମସିହାରେ ହେନେରୀ ଡୁନାଣ୍ଟ ପାଇଥିଲେ ପ୍ରଥମ ନୋବେଲ ପୁରସ୍କାର। କିନ୍ତୁ ଜାଣିଛନ୍ତି କି ଏହି ପୁରସ୍କାର କାହିଁକି ଗଣିତଜ୍ଞଙ୍କୁ ଦିଆଯାଏ ନାହିଁ। ଏହା ପଛରେ କିଛି ମଜାଦାର କାହାଣୀ ଶୁଣିବାକୁ ମିଳେ। ପ୍ରଥମଟି ହେଉଛି, ଏହି ପୁରସ୍କାର ଆରମ୍ଭ ହେବାବେଳେ ଭୁଲ୍‌ରେ ଏହି ବିଭାଗରେ ଗଣିତ ସାମିଲ ହୋଇ ନ ଥିଲା। ଦ୍ୱିତୀୟଟି ହେଉଛି,ଆଲଫ୍ରେଡ ନୋବେଲ ଗଣିତଜ୍ଞଙ୍କୁ ପସନ୍ଦ କରୁ ନ ଥିଲେ। କାରଣ ଜଣେ ଗଣିତଜ୍ଞଙ୍କ ପାଇଁ ତାଙ୍କ ପ୍ରେମିକା ତାଙ୍କୁ ଛାଡି ପଳାଇଥିଲେ। ଫଳରେ ସେ ସାରା ଜୀବନ ଅବିବାହିତ ଥିଲେ। ତୃତୀୟଟି ହେଉଛି, ଆଲଫ୍ରେଡ ନୋବେଲ ଗଣିତ ବିଷୟରେ ରୁଚି ରଖୁ ନ ଥିଲେ। କିନ୍ତୁ ଏହି ତିନିଟି କାରଣ ମଧ୍ୟରୁ କେଉଁଟା ଠିକ୍‌ ତାହା ଏପର୍ଯ୍ୟନ୍ତ ପ୍ରମାଣିତ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

TMCରେ ବିଦ୍ରୋହ ମଧ୍ୟରେ ମମତାଙ୍କ ବଡ଼ ବଦକ୍ଷେପ, କଟିଲା ଅଭିଷେକଙ୍କ ଡେଣା!

କୋଲକାତା,୭।୬: ପଶ୍ଚିମବଙ୍ଗରେ ପରାଜୟ ପରେ, ତୃଣମୂଳ କଂଗ୍ରେସ ଆଭ୍ୟନ୍ତରୀଣ ଅସନ୍ତୋଷ ସହିତ ସଂଘର୍ଷ କରୁଛି; ଏହାର ଜବାବରେ, ମମତା ବାନାର୍ଜୀ ସମଗ୍ର ସଂଗଠନର ଗଠନକୁ ଭାଙ୍ଗି ଦେଇଥିଲେ।…

‘ପ୍ରତି ସିଲିଣ୍ଡର ପ୍ରାୟ ୭ଶହ ଟଙ୍କା କ୍ଷତି’: ଘରୋଇ ଗ୍ୟାସ ମୂଲ୍ୟ ବୃଦ୍ଧି ଉପରେ ସରକାରଙ୍କ ବିବୃତ୍ତି , ପାକିସ୍ତାନ-ଆମେରିକା ସହ ତୁଳନା

ନୂଆଦିଲ୍ଲୀ,୭।୬: କେନ୍ଦ୍ର ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୯ଟଙ୍କା ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିକୁ ସମର୍ଥନ କରି ସରକାର ଏକ ସ୍ପଷ୍ଟୀକରଣ ଜାରି କରି କହିଛନ୍ତି…

ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର…

ସ୍ତ୍ରୀ, ଶଳା ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ

ବ୍ରହ୍ମପୁର,୭।୬(ସୁବାସ ଚନ୍ଦ୍ର ପାଢ଼ୀ): ମୋ ପୁଅକୁ ତା’ ସ୍ତ୍ରୀ ଓ ସମ୍ପର୍କୀୟମାନେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ବୋଲି ପୋଡ଼ିହୋଇ…

ଆଗାମୀ ୫ ବର୍ଷ ମଧ୍ୟରେ ଇସ୍ରାଏଲ ୫୦ ହଜାର ଭାରତୀୟଙ୍କୁ ଚାକିରି ଯୋଗାଇବ

ତେଲ ଅଭିଭ,୭।୬: ତେଲ ଅଭିଭ ବେନ ଗୁରିଅନ ବିମାନବନ୍ଦରରେ ଅବତରଣ କରିବା ସମୟରେ ଯାତ୍ରୀମାନଙ୍କୁ ଏକ ଅନନ୍ୟ ଦୃଶ୍ୟ ସୱାଗତ କରେ। ଦୁବାଇ କିମ୍ବା ଆବୁଧାବିର ବିମାନବନ୍ଦରରେ…

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri