Posted inଜାତୀୟ

କାହିଁକି ଗନ୍‌ କ୍ୟାରେଜରେ ନିଆଗଲା ଜେଟଲୀଙ୍କ ପାର୍ଥିବ ଶରୀରକୁ

ନୂଆଦିଲ୍ଲୀ,୨୫।୮: ନିକଟରେ ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଥିବା ବେଳେ ତାଙ୍କୁ ଯେଉଁଭଳି ଭାବେ ବିଦାୟ ଦିଆଯାଇଥିଲା ତା’ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଢଙ୍ଗରେ ବିଦାୟ ନେଇଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ। ତେବେ ଜେଟଲୀଙ୍କୁ ରବିବାର ସକାଳେ ଭାଜପା ମୁଖ୍ୟ କାର୍ଯ୍ୟାଳୟକୁ ଗନ୍‌ କ୍ୟାରେଜରେ ନିଆଯାଇଥିଲା। ନିୟମ ଦୃଷ୍ଟିରୁ ଗନ୍‌ କ୍ୟାରେଜରେ କେବଳ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ପାର୍ଥିବ ଶରୀରକୁ ନିଆଯାଇଥାଏ। ସୂଚନାଯୋଗ୍ୟ, ଜେଟଲୀ ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ପ୍ରତିରକ୍ଷା ବିଭାଗ ସମ୍ଭାଳି ଥିବାରୁ ତାଙ୍କୁ ଗନ୍‌ କ୍ୟାରେଜରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଉପରାଷ୍ଟ୍ରପତିଙ୍କ କଡା ବାର୍ତ୍ତା: ଭାରତ ଆକ୍ରମଣ କରେନି, କିନ୍ତୁ ନିଜ ସାର୍ବଭୌମତ୍ୱ ସହ ବୁଝାମଣା କରିବ ନାହିଁ

ନୂଆଦିଲ୍ଲୀ,୬।୯:ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ଭାରତ ସହ ଯୁଦ୍ଧ କରିବାକୁ ଧମକ ଦେଉଛି। ପାକିସ୍ତାନର ଏଭଳି ମନ୍ତବ୍ୟ ଉପରେ କଡ଼ା...

ସୁନାର ୫୦ ତୁଳସୀପତ୍ର ଚଢ଼ାଇଲେ ଶ୍ରଦ୍ଧାଳୁ

ବିଶାଖାପାଟଣା: ଭଗବାନଙ୍କ ନିକଟରେ ନିଜର ଭକ୍ତି ଓ ଆସ୍ଥାକୁ ଲୋକେ ବିଭିନ୍ନ ଉପାୟରେ ପ୍ରକାଶ କରିଥାନ୍ତି। ଅନେକ ଲୋକ ମନ୍ଦିରରେ ଦାନ କରି ଶାନ୍ତି ମଧ୍ୟ...

ଥମୁନି ପ୍ରାଣୀ ହିଂସା: କୁକୁରକୁ ଘୋଷାଡ଼ି ନେଲେ

ଔରଙ୍ଗାବାଦ, ୭।୬: ଦେଶରେ ପ୍ରାଣୀ ହିଂସା ଥମିବାର ନାଁ ଧରୁନି। କିଛି ଦିନ ତଳେ କେରଳରେ ଗୋଟିଏ ଗର୍ଭିଣୀ ହାତୀକୁ କିଛି ଦୁର୍ବୃତ୍ତ ସପୁରି ଭିତରେ...

ପୂର୍ବତନ ଏମ୍‌ପି କମଲ ସିଂଙ୍କ ପରଲୋକ

ବକ୍ସର,୫।୧: ଜୀବିତ ଥିବା ଦେଶର ପ୍ରଥମ ଏମ୍‌ପି ତଥା ବିହାର ଦୁମରାନ ରାଜର ଶେଷ ମହାରାଜା କମଲ ବାହାଦୂର ସିଂଙ୍କର ରବିବାର ସକାଳେ ପରଲୋକ ହୋଇଛି।...

ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ

ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ...

ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା: ଗୋଟିଏ ବର୍ଷରେ ହୋଇଛିି ଏକ କୋଟିରୁ ଅଧିକ ନଗଦ ଉଠାଣ

ନୂଆଦିଲ୍ଲୀ,୮।୭: ଏବେ ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା ରହିଛି। ଏସବୁ ଜମା ଖାତାରେ ଗତ ଏକ ବର୍ଷ ମଧ୍ୟରେ ଏକ କୋଟିରୁ...

ବଦଳିଲା ମାନବ ସମ୍ବଳ ମନ୍ତ୍ରଣାଳୟ ନାମ

ନୂଆଦିଲ୍ଲୀ, ୨୯।୭: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ନାମକୁ ପରିବର୍ତ୍ତନ କରାଯାଇଛି। ଏବେ ଏହା ଶିକ୍ଷା ମନ୍ତ୍ରଣାଳୟ ଭାବେ କାର୍ଯ୍ୟ କରିବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ...

ଆତ୍ମହତ୍ୟା କରିବାକୁ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କୁ ମହିଳାଙ୍କ ମେଲ୍‌

ନୂଆଦିଲ୍ଲୀ, ୨୮।୮(ଆଇଏଏନ୍‌ଏସ୍‌):ଦୁଇଘଣ୍ଟା ମଧ୍ୟରେ ସହାୟତା ନ ମିଳିଲେ ଆତ୍ମହତ୍ୟା କରିବେ ବୋଲି ଦିଲ୍ଲୀର ଜଣେ ୪୦ ବର୍ଷୀୟା ମହିଳା ବୁଧବାର ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କୁ...

Coronavirus Update


Archives

Model This Week

Why Dharitri