Posted inଫୁରସତ

କାହିଁକି ଚାଇନା ଯୁବତୀଙ୍କୁ ପସନ୍ଦ କରନ୍ତି ଭାରତୀୟ ଯୁବକ

ନୂଆଦିଲ୍ଲୀ,୧୫।୫: ପ୍ରେମ ମାନେନା ବାଧା ବନ୍ଧନ। ତେବେ ଅଧିକାଂଶ ସମୟରେ ଦେଖାଯାଇଥାଏ କେତେଜଣ ଭାରତୀୟ ଯୁବକ ଚାଇନା ଯୁବତୀଙ୍କୁ ବିବାହ କରିବାକୁ ଇଚ୍ଛା ପ୍ରକାଶ କରିଥାଆନ୍ତି। ଏହା ପଛରେ କାରଣ ମଧ୍ୟ ରହିଛି। ଭାରତର ଛାତ୍ରୀଛାତ୍ରମାନେ ପଡୋଶୀ ଦେଶ ଚାଇନାକୁ ଉଚ୍ଚଶିକ୍ଷା ପାଇଁ ଯାଇଥାଅନ୍ତି। ବିଶେଷଭାବେ ମେଡିକାଲ ଓ ଇଞ୍ଜିନିୟରିଂ ପଢିବାକୁ ପିଲାମନେ ସେଠାକୁ ଯାଇ ବର୍ଷ ବର୍ଷ ରହି ଯାଇଥାଆନ୍ତି। ଆଉ ଏହି ସମୟରେ କେତେଜଣ ଯୁବକଙ୍କର ସେଠାକାର ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଗଢି ଉଠିଥାଏ। ଯାହା ପରବର୍ତ୍ତି ସମୟରେ ବିବାହର ରୂପ ନେଇଥାଏ। ହେଲେ ଏହି ବିବାହରେ ଚାଇନା ଯୁବତୀମାନେ ଏକ ସର୍ତ୍ତ ରଖିଥାଆନ୍ତି ବୋଲି କୁହାଯାଏ। ଏମାନେ କେବେ ଭାରତ ଆସିବାକୁ ରାଜି ହୋଇ ନ ଥାଆନ୍ତି। ତେଣୁ ଭାରତୀୟ ଯୁବକଙ୍କୁ ବିବାହ ପରେ ଚାଇନାରେ ହିଁ ରହିବାକୁ ପଡିଥାଏ। ହେଲେ ସେଠାରେ ତାଙ୍କୁ ଚାଇନାର ନାଗରିକତା ମିଳି ନ ଥାଏ। କେବଳ ଚାଇନାରେ ରହିବାର ଅନୁମତି ମିଳିଥାଏ ବୋଲି କୁହାଯାଏ। ଏପରିସ୍ଥଳେ ଉଭୟେ ଚାଇନା ଓ ଭାରତୀୟ ପରମ୍ପରା ଅନୁଯାୟୀ ବିବାହ କରୁଥିବା ବେଳେ ଅନେକ ସ୍ଥଳେ ଖୁବ୍‌ଶୀଘ୍ର ଏମାନଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହୋଇଥାଏ ବୋଲି ଅନେକେ ମତ ଦିଅନ୍ତି। କିନ୍ତୁ ଯେଉଁମାନେ ଚାଇନା ବାହାରେ ତଥା ଭାରତ ବାହାରକୁ ଚାଲିଯାଆନ୍ତି ସେମାନଙ୍କ ବୈବାହିକ ଜୀବନ ଅନେକାଂଶରେ ସୁଖମୟ ହୋଇଥାଏ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର(…

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ…

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri