Posted inଖେଳ

କାହିଁକି ପଡିଆରେ ଡ୍ୟାନ୍ସ କରନ୍ତି, ରାଜ୍‌ ଖୋଲିଲେ କୋହଲି

ଗୁୟାନା, ୧୩।୮: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ପଡିଆରେ ବେଳେବେଳେ ଡ୍ୟାନ୍ସ କରୁଥିବାର ଦେଖାଯାଏ। ନିକଟରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ସେ ଖୁବ୍‌ ଡ୍ୟାନ୍ସ କରିଥିଲେ। ବର୍ଷା ଯୋଗୁ ଖେଳ ବାରମ୍ବାର ବନ୍ଦ ହେଉଥିବାବେଳେ ପଡିଆରେ ଓ୍ବେଷ୍ଟଇଣ୍ଡିଜ୍‌ର ଦୁର୍ଦ୍ଦଶ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଙ୍କ ସହ ଡ୍ୟାନ୍ସ କରୁଥିବା ଦେଖାଯାଇଥିଲା। ଏହାର ଜବାବରେ କୋହଲି କହିଥିଲେ, ମୁଁ ପଡିଆରେ ସର୍ବନ ନିଜର ଉପସ୍ଥିତିର ଆନନ୍ଦ ନେବାକୁ ଚାହେଁ। ଭଗବାନ ମୋତେ ଭାରତୀୟ ଦଳର ପ୍ରତିନିଧିତ୍ୱ କରିବାକୁ ସୁଯୋଗ ଦେଇଛନ୍ତି। ତେଣୁ ଜୀବନର ପ୍ରତିଟି ମୁହୂର୍ତ୍ତ ଉପଭୋଗ କରିବାକୁ ଚାହୁଁଛି। ଯେବେ ସଙ୍ଗୀତ ବାଜେ ଗୋଡ ଆପେ ଆପେ ହଲିଯାଏ। ଭାଙ୍ଗଡା ନାଚିବାକୁ ମୋତେ ବହୁନ୍ଦ ପସନ୍ଦ ବୋଲି କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସନ୍ନ୍ୟାସ ନେଇ ଘୋଷଣା କଲେ ଭାରତର କିମ୍ବଦନ୍ତୀ ମହିଳା କ୍ରିକେଟର

ନୂଆଦିଲ୍ଲୀ,୨୩।୯: ଭାରତୀୟ କିମ୍ବଦନ୍ତୀ ମହିଳା ପେସର୍‌ ଝୁଲନ ଗୋସ୍ବାମୀ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଶନିବାର(ସେପ୍ଟେମ୍ବର...

ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ପ୍ରଥମ ପଦକ

ବର୍ମିଂହାମ,୩୦।୭: ଇଂଲଣ୍ଡର ବର୍ମିଂହାମରେ ଖେଳାଯାଉଥିବା ୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ ଭାରତ ରୋପ୍ୟ ପଦକ ସହ ନିଜର ଖାତା ଖୋଲିଛି। ତାରକା ଭାରୋତ୍ତୋଳକ ସଙ୍କେତ...

ନୂଆ ସ୍ପ୍ରିଣ୍ଟ ସେନ୍‌ସେସନ କୋଲମେନ

ଦୋହା ବିଶ୍ୱ ଚାମ୍ପିୟନଶିପ୍‌ରେ ୧୦୦ମି.ରେ ସ୍ବର୍ଣ୍ଣ ପଦକ ହାସଲ କରି ଆମେରିକୀୟ ଯୁବ ଧାବକ ଖ୍ରୀଷ୍ଟିଆନ କୋଲମେନ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ମାତ୍ର ୯.୭୬...

ଆଜି ଭାରତ-ପାକିସ୍ତାନ ହାଇଭୋଲଟେଜ୍‌ ମ୍ୟାଚ୍‌: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ଦୁବାଇ,୪।୯: ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇ ଭୋଲଟେଜ ମ୍ୟାଚ ରବିବାର ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଆଠ ଦିନ ମଧ୍ୟରେ...

ମନୋଜଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରୋତ୍ତୋଳକ ମନୋଜ କୁମାର ସାହୁ। ସେ ପୁରୁଷ...

ମହିଳା କ୍ରିକେଟ: ଭାରତକୁ ୭ ଉଇକେଟରେ ହରାଇଲା ଦକ୍ଷିଣ ଆଫ୍ରିକା

ଲକ୍ଷ୍ନୌ, ୧୫ା୩ (ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ ଉଇକେଟରେ ପରାସ୍ତ ହୋଇଛି। ଏଥିସହିତ ଭ୍ରମଣକାରୀ ଦଳ...

ବାଂଲାଦେଶର ଏକ ଘରୋଇ ଦିନିକିଆ ମ୍ୟାଚ୍‌ରେ ୪୮ ଛକା, ୭୦ ଚୌକା

ଢାକା,୨୮।୧(ଏଏଫ୍‌ପି): ଦେଶର ଏକ ଦ୍ୱିତୀୟ ଶ୍ରେଣୀର ୫୦ ଓଭର ବିଶିଷ୍ଟ ମ୍ୟାଚ୍‌ରେ ମୋଟ ୮୧୮ ରନ୍‌ ସ୍କୋର ହୋଇଛି। ମ୍ୟାଚ୍‌ରେ ଉଭୟ ଦଳ ୪୮ ଛକା...

ମେଡିକାଲରେ ଭର୍ତ୍ତି ହେଲେ ରାହୁଲ

ଅହମ୍ମଦାବାଦ,୨।୫ : ଆଇପିଏଲ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଲୋକେଶ ରାହୁଲଙ୍କ ଆପେଣ୍ଡିସାଇଟ୍ସ ଅସ୍ତ୍ରୋପଚାର କରାଯିବ। ଏହି କାରଣରୁ ତାଙ୍କୁ ମୁମ୍ବାଇ ମେଡିକାଲରେ ଭର୍ତ୍ତି କରାଯାଇଛି।...

Advertisement
Archives

Model This Week