Posted inଖେଳ

କାହିଁକି ପଡିଆରେ ଡ୍ୟାନ୍ସ କରନ୍ତି, ରାଜ୍‌ ଖୋଲିଲେ କୋହଲି

ଗୁୟାନା, ୧୩।୮: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ପଡିଆରେ ବେଳେବେଳେ ଡ୍ୟାନ୍ସ କରୁଥିବାର ଦେଖାଯାଏ। ନିକଟରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ସେ ଖୁବ୍‌ ଡ୍ୟାନ୍ସ କରିଥିଲେ। ବର୍ଷା ଯୋଗୁ ଖେଳ ବାରମ୍ବାର ବନ୍ଦ ହେଉଥିବାବେଳେ ପଡିଆରେ ଓ୍ବେଷ୍ଟଇଣ୍ଡିଜ୍‌ର ଦୁର୍ଦ୍ଦଶ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଙ୍କ ସହ ଡ୍ୟାନ୍ସ କରୁଥିବା ଦେଖାଯାଇଥିଲା। ଏହାର ଜବାବରେ କୋହଲି କହିଥିଲେ, ମୁଁ ପଡିଆରେ ସର୍ବନ ନିଜର ଉପସ୍ଥିତିର ଆନନ୍ଦ ନେବାକୁ ଚାହେଁ। ଭଗବାନ ମୋତେ ଭାରତୀୟ ଦଳର ପ୍ରତିନିଧିତ୍ୱ କରିବାକୁ ସୁଯୋଗ ଦେଇଛନ୍ତି। ତେଣୁ ଜୀବନର ପ୍ରତିଟି ମୁହୂର୍ତ୍ତ ଉପଭୋଗ କରିବାକୁ ଚାହୁଁଛି। ଯେବେ ସଙ୍ଗୀତ ବାଜେ ଗୋଡ ଆପେ ଆପେ ହଲିଯାଏ। ଭାଙ୍ଗଡା ନାଚିବାକୁ ମୋତେ ବହୁନ୍ଦ ପସନ୍ଦ ବୋଲି କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଦେଶରେ ହୋଇପାରେ ଆଇପିଏଲ୍‌ର ବାକି ମ୍ୟାଚ୍‌

ନୂଆଦିଲ୍ଲୀ,୨୩।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଅବଶିଷ୍ଟ ମ୍ୟାଚ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯିବାର ସମ୍ଭାବନା ରହିଛି। ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ଏହି ମ୍ୟାଚ ଖେଳାଯିବ।...

ଭାରତକୁ ୪ର୍ଥ ପଦକ: ବିନ୍ଦ୍ୟାରାଣୀ ଜିତିଲେ ରୌପ୍ୟ

ବର୍ମିଂହାମ,୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ୪ର୍ଥ ପଦକ। ବିନ୍ଦ୍ୟାରାଣୀ ଦେବୀ ମହିଳା ଭାରୋତ୍ତୋଳନର ୫୫ କିଗ୍ରା ବର୍ଗରେ ଭାରତ ପାଇଁ ଜିତିଛନ୍ତି ରୌପ୍ୟ ପଦକ। ମୋଟ...

ଏଆଇଏଫ୍‌ଏଫ୍‌ର ଅନ୍‌ଲାଇନ୍‌ ସେମିନାର

ନୂଆଦିଲ୍ଲୀ,୧୪।୪ (ପି.ଟି.): କୋଭିଡ୍‌-୧୯ କାରଣରୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଏକ ନୂଆ ପଦକ୍ଷେପ ନେଇଛି।...

ଦେବାଶିଷ ଦ୍ୱିଶତକରୁ ବଞ୍ଚିତ: ଇନିଂସ ବିଜୟ ଆଶାରେ ଓଡ଼ିଶା

କଟକ ଅଫିସ,୨୦ା୧୨- ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ସର୍ଭିସେସ୍‌ ରଣଜୀ ମ୍ୟାଚ୍‌ର ୩ୟ ଦିବସ ଖେଳ ଶେଷ ହୋଇଛି। ଘରୋଇ ମାଟିରେ ଓଡ଼ିଶା ପାଇଁ ଇନିଂସ ବିଜୟ...

ମ୍ୟାଚ୍‌ ପୂର୍ବରୁ ପ୍ରାର୍ଥନା କଲେ ଦୁଇ ଦେଶର ପ୍ରଶଂସକ

ଦୁବାଇ,୨୪।୧୦: ଶନିବାର ସନ୍ଧ୍ୟାରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଭାରତ ଓ ପାକିସ୍ତାନ। ଟି୨୦ ବିଶ୍ୱକପ୍‌ର ବହୁ ପ୍ରତିକ୍ଷିତ ମ୍ୟାଚ୍‌ ପୂର୍ବରୁ ଦୁଇ ଦେଶ ମଧ୍ୟରେ ଶାନ୍ତି...

ଟୁଇଟରରେ ଟ୍ରେଣ୍ଡ କରୁଛି #ଓ୍ବାଲର୍‌ଡଷ୍ଟାଣ୍ଡ୍ସଓ୍ବିଥ୍‌କୋହଲି

ନୂଆଦିଲ୍ଲୀ,୧୭।୧୨: ଦିନିକିଆ ଦଳର ନେତୃତ୍ୱ ପରିବର୍ତ୍ତନ ପରେ ଟେଷ୍ଟ ଅଧିନାୟକ ବିରାଟ କୋହଲି ଓ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ ମୁହଁାମୁହିଁ ସ୍ଥିତି ସୃଷ୍ଟି...

ସ୍ବିତୋଲିନାଙ୍କୁ ଚକ୍‌ମା ଦେଲେ ଆନିସିମୋଭା

ଦୋହା, ୨୫।୨ (ଏଏଫ୍‌ପି)- ଏଠାରେ ଚାଲିଥିବା ଦୋହା ଡବ୍ଲ୍ୟୁଟିଏ ଓପନ୍‌ ଟେନିସ ପ୍ରତିଯୋଗିତାର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବିଶ୍ୱ ମାନ୍ୟତାର...

ରାହୁଲଙ୍କ ଶତକ

ମାଉଣ୍ଟ ମଙ୍ଗୁନୁଇ,୧୧।୨- ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି।...

Advertisement
Archives

Model This Week