Posted inଜାତୀୟ

କାହିଁକି ଲଣ୍ଡା ହୋଇଯିବେ ବୋଲି ଧମକ ଦେଇଥିଲେ ସୁଷମା

ନୂଆଦିଲ୍ଲୀ, ୭।୮: ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ନିଧନରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ସର୍ବଦଳ ନିର୍ବିଶେଷରେ ଶେଷ ଦର୍ଷନ ପାଇଁ ତାଙ୍କ ବାସଭବନରେ ନେତାମାନେ ଭିଡ ଜମାଇଛନ୍ତି। ଭାରତୀୟ ରାଜନୀତିରେ ଜଣେ ଦକ୍ଷ ନେତ୍ରୀ ଭାବେ ପରିଚିତ ଥିଲେ ସେ। ୨୦୦୪ରେ ଯେତେବେଳେ ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ହେବେ ବୋଲି ଚର୍ଚ୍ଚା ଉଠିଥିଲା ସେତେବେଳେ ଏକ ମନ୍ତବ୍ୟ ଦେଇ ଚର୍ଚ୍ଚାର ପରିସରକୁ ଆସିଥିଲେ। ଯଦି ସୋନିଆ ପ୍ରଧାନମନ୍ତ୍ରୀ ହେବେ ତେବେ ମୁଁ ଏମ୍‌ପି ପଦରୁ ଇସ୍ତଫା ଦେଇ ଲଣ୍ଡା ହୋଇ ରାସ୍ତାରେ ବୁଲିବି ବୋଲି ସୁଷମା ଧମକ ଦେଇଥିଲେ। ସୂଚନାଯୋଗ୍ୟ, ୧୯୯୯ରେ କର୍ନାଟକର ବେଲାରୀ ଲୋକ ସଭା ଆସନରୁ ଉଭୟ ସୁଷମା ଏବଂ ସୋନିଆ ଲଢିଥିଲେ। କିନ୍ତୁ ସୋନିଆ ସୁଷମାଙ୍କୁ ପରାସ୍ତ କରି ନିର୍ବାଚନ ମୈଦାନରେ ବିଜୟ ହାସଲ କରିଥିଲେ। ସେବେଠାରୁ ଉଭୟଙ୍କ ମଧ୍ୟରେ ମତାନ୍ତର ଆରମ୍ଭ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମରେ ସରକାର ଗଢିବ ଭାଜପା: ଶାହା

ଗୁଆହାଟି,୨୫ ।୨: ଆସାମ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଆସାମ ଗସ୍ତ କରିଛନ୍ତି । ସେ ବିମାନବନ୍ଦରରେ ପହଞ୍ଚିବା ପରେ...

ମା’ଙ୍କୁ ସ୍କୁଟରରେ ତୀର୍ଥଯାତ୍ରା ପାଇଁ ନେଉଥିବା ଯୁବକଙ୍କୁ ଉପହାର ମିଳିଲା କାର୍‌

ନୂଆଦିଲ୍ଲୀ,୨୪।୧୦: କର୍ନାଟକର ଜଣେ ଯୁବକ ତାଙ୍କ ୭୦ ବର୍ଷୀୟା ମାଆଙ୍କୁ ନିଜ ସ୍କୁଟରରେ ବସାଇ ତୀର୍ଥ ଯାତ୍ରା ପାଇଁ ବାହାରିଥିଲେ। ଏହି ମାତୃଭକ୍ତ ଯୁବକଙ୍କ କଥା...

ସ୍ବାଭାବିକ ବାଟରେ ଉପତ୍ୟକା

ଶ୍ରୀନଗର/ଜମ୍ମୁ,୧୮ା୮(ପି.ଟି.): କଶ୍ମୀର ଉପତ୍ୟକା ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି। କେତେକ ଅଞ୍ଚଳରେ ଜନସାଧାରଣଙ୍କ ଚଳପ୍ରଚଳ ଉପରେ ରହିଥିବା କଟକଣାକୁ ଶନିବାର କୋହଳ କରିଦିଆଯାଇଛି। ଏଥିସହିତ...

ରାଷ୍ଟ୍ରଦୂତ ପଦରୁ ହଟିଲେ ରେଣୁ ପଲ୍‌

ନୂଆଦିଲ୍ଲୀ,୩୦।୧୨(ଆଇଏଏନ୍‌ଏସ୍‌): ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ରେଣୁ ପଲ୍‌ଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ସେ ସେଠାରେ ମାସକୁ ୧୫ ଲକ୍ଷ ଟଙ୍କାର ଏକ ଆପାର୍ଟମେଣ୍ଟ...

ସୁସ୍ଥ ହେଲେ ୩୦ ହଜାରରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୬।୫: ଦେଶରେ ୨୪ ଘଣ୍ଟାରେ ୪ ହଜାର ଛୁଇଁବାକୁ ବସିଲାଣି କରୋନା ସଂକ୍ରମିତଙ୍କ ସଂଖ୍ୟା। ଯାହା ଉଭୟ ସରକାର ଓ ଜନତାଙ୍କ ପାଇଁ ଚିନ୍ତାର କାରଣ...

ଗୋଲ୍ଡ, ସିଲ୍‌ଭର ପ୍ଲେଟେଡ୍‌ ବାସନରେ ଟ୍ରମ୍ପ ଦମ୍ପତିଙ୍କୁ ପରସା ଯିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪-୨୫ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି...

କଂଗ୍ରେସକୁ ସଲମାନଙ୍କ ପରାମର୍ଶ: ଭାଜପା ପରି ବଡ଼ କଥା ଭାବନ୍ତୁ, ଏହା ହେଉଛି ସଫଳତାର ଏକମାତ୍ର ସୁତ୍ର

ନୂଆଦିଲ୍ଲୀ,୧୮।୫: କଂଗ୍ରେସର ବରିଷ୍ଠ ନେତା ସଲମାନ ଖୁର୍ସିଦ ନିଜ ଦଳକୁ ଏକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କଂଗ୍ରେସ ଦଳ ଭାଜପା ପରି ବଡ଼ ଭାବିବା...

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ...

Advertisement


Archives

Model This Week

Why Dharitri