Posted inଜାତୀୟ

କିଏ ଗଢିବ ହରିୟାଣାରେ ସରକାର? ୫ ସ୍ବାଧୀନ ବିଧାୟକ ଭାଜପାକୁ ଦେଲେ ସମର୍ଥନ

ଚଣ୍ଡିଗଡ଼,୨୫।୧୦: ୯୦ ବିଧାନସଭା ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ବହୁମତ ମିଳିନାହିଁ। ଫଳରେ ଉଭୟ ଭାଜପା ଏବଂ କଂଗ୍ରେସ ସ୍ବାଧୀନ ବିଧାୟକଙ୍କ ସହାୟତା ଲୋଡିଛନ୍ତି। ରାଜ୍ୟରେ ସରକାର ଗଠନ ପାଇଁ ୪୬ ବିଧାୟକ ଆବଶ୍ୟକ ଥିବାବେଳେ ଭାଜପା ୪୦ଟି ଏବଂ କଂଗ୍ରେସକୁ ୩୧ ଆସନରେ ଜିତିଛନ୍ତି। ଆଞ୍ଚଳିକ ଦଳ ଜନନାୟକ ଜନତା ପାର୍ଟି(ଜେଜେପି)କୁ ୧୦ ଆସନ ମିଳିଥିବାବେଳେ ଆଇଏନଏଲଡିକୁ ୨ ଏବଂ ୮ଟି ଆସନରେ ସ୍ବାଧୀନ ବିଧାୟକ ନିର୍ବାଚିତ ହୋଇଛନ୍ତି। ସରକାର ଗଢିବା ପାଇଁ ଭାଜପାକୁ ୬ଟି ବିଧାୟକଙ୍କ ସମର୍ଥନ ଆବଶ୍ୟକ ଥିବାବେଳେ ୫ ସ୍ବାଧୀନ ବିଧାୟକ ଦଳକୁ ସମର୍ଥନ ଦେବାକୁ ଘୋଷଣା କରିଛନ୍ତି। ସେମାନେ ହେଲେ ରଣଜିତ ସିଂହ, ବଲରାଜ କୁଣ୍ଡୁ, ରଣଧୀର ଗୋଲନ, ରାକେଶ ଦୌଲତାବାଦ ଏବଂ ଗୋପାଳ କାଣ୍ଡା। ଏମାନେ ଦିଲ୍ଳୀ ଆସି ଭାଜପା ହାଇକମାଣ୍ଡଙ୍କୁ ଭେଟିଛନ୍ତି। ତେବେ ଏବେ ଭାଜପାକୁ ଆଉ ଜଣେ ବିଧାୟକଙ୍କ ସମର୍ଥନ ଆବଶ୍ୟକ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri