କିଛି ଟେନ୍‌ସନ୍‌ ଲାଗିଲେ ଫ୍ଲାଇଟ୍‌ରେ ବୁଲନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତଥା ନାଗିନ୍‌ ଫେମ୍‌ ଅଦା ଖାଁ ଫିଲ୍ମ ଇଣ୍ଡଷ୍ଟ୍ରି ସହିତ କିଛି ବର୍ଷ ହେବ ଜଡ଼ିତ। ସେ କୁହନ୍ତି, କୌଣସି ପାର୍ଟିରେ ଯୋଗଦେବା ତାଙ୍କର ଆଦୌ ପସନ୍ଦ ନୁହେଁ। ତାଙ୍କ ସମୟ ସେ ନିକଟ ସମ୍ପର୍କୀୟଙ୍କ ସହ କାଟିବାକୁ ପସନ୍ଦ କରନ୍ତି। ଏମିତି ଲୋକଙ୍କ ସହ ସମୟ କାଟିବାକୁ ଚାହାନ୍ତି ଯିଏ ଫିଲ୍ମ ଇଣ୍ଡଷ୍ଟ୍ରି ସହ ଜଡ଼ିତ ନୁହନ୍ତି। ସେ କୁହନ୍ତି, ମୁଁ ମୋ ନିଜ ସହ ସମୟ କାଟିବାକୁ ବେଶୀ ପସନ୍ଦ କରେ। କେବେ କେବେ ବହି ପଢ଼ିବାକୁ ଖୁବ୍‌ ଭଲପାଏ। ଏକା ଏକା ବୁଲିବାକୁ ବି ପସନ୍ଦ କରିଥାନ୍ତି। ଯେତେବେଳେ ଅଧିକ ଟେନ୍‌ସନ୍‌ ଲାଗେ ସେ ଫ୍ଲାଇଟ୍‌ ବୁକ୍‌ କରି କୁଆଡ଼େ ନା କୁଆଡ଼େ ବୁଲିବାକୁ ଚାଲିଯା’ନ୍ତି। ନିଜ ଘର ପ୍ରତି ଖୁବ୍‌ ଧ୍ୟାନ ଦିଅନ୍ତି। ଯେମିତି ଗୋଟିଏ ଝିଅ ଘର ପାଇଁ ସବୁ କରିଥାଏ। ତାଙ୍କର ମାଆ ନାହାନ୍ତି କିନ୍ତୁ ମାଆଙ୍କ ଆଶୀର୍ବାଦ ସବୁବେଳେ କାମନା କରି ସେ ଆଗକୁ ବଢ଼ି ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ସଙ୍ଗୀତ ଜଗତରେ ଶୋକର ଛାୟା: ନୀରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri