କିଛି ନୂଆ କରି ଦେଖାଇବାକୁ ଚାହୁଁଛନ୍ତି ଉର୍ବଶୀ

ବଲିଉଡ୍‌ ଅଭିନେତ୍ରୀ ତଥା ପୂର୍ବ ବିଶ୍ୱସୁନ୍ଦରୀ ଉର୍ବଶୀ ରୌତେଲା ସବୁବେଳେ କିଛି ନୂଆ ଶିଖିବାକୁ ଏବଂ ତାହାକୁ ପରଦା ଉପରେ ଉପସ୍ଥାପିତ କରିବାକୁ ଚାହିଁଥାନ୍ତି। ଜଣେ କଳାକାର ହୋଇଥିବାରୁ ଅଭିନୟରେ ନୂଆ ନୂଆ ଶୈଳୀ ଶିଖିବା କତାଙ୍କର ପ୍ରଥମ ପସନ୍ଦ। ଏବେ ପରେ ତାହାକୁ ପରଦା ଉପରେ ଉପସ୍ଥାପିତ କରିବାକୁ ଚାହାନ୍ତି। ଆପଣଙ୍କ କେଉଁ ପ୍ରକାର କାମ କରିବାକୁ ଚାହାନ୍ତିଁ ବୋଲି ଏକ ପ୍ରଶ୍ନର ଉତ୍ତରରେ ଉର୍ବଶୀ ଏପରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଏଲେଟ୍‌ ସଫା କଲେ ସଲମାନ ଖାନ୍‌

‘ବିଗ ବସ-୧୩’ ଏବେ ଦେଖିବାକୁ ଜବରଦସ୍ତ ହଙ୍ଗାମା। ଚଳିତ ସପ୍ତାହର ସବୁଠୁ ହାଇଭୋଲଟେଜ୍‌ ପାର୍ଟ ଥିଲା ରଶ୍ମି ଦେଶାଇ ଓ ସିଦ୍ଧାର୍ଥ ଶୁକ୍ଲାଙ୍କ ବିଗ ଫାଇଟ।...

ହାତରେ ହାତ ଛନ୍ଦି ବୁଲୁଛନ୍ତି ହ୍ରିତିକ୍‌-ସବା

ବଲିଉଡ ଅଭିନେତା ହ୍ରିତିକ ରୋଶନ ପୁଣି ପ୍ରେମରେ ପଡିଛନ୍ତି। ସେ ଅଭିନେତ୍ରୀ ତଥା ଗାୟିକା ସବା ଆଜାଦଙ୍କ ଡେଟ୍‌ କରୁଛନ୍ତି। ଉଭୟ ପ୍ରାୟତଃ ପାର୍ଟିରେ ଏକାଠି...

ଅଭିନୟ ଜଗତରେ କ୍ୟାରିୟର କରିବେ ସଚିନ୍‌ଙ୍କ ଝିଅ ସାରା

କ୍ରିକେଟ୍‌ର ସଚିନ୍‌ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ବ୍ୟକ୍ତିଗତ ଜୀବନ ଠାରୁ ଆରମ୍ଭ କରି ବୃତ୍ତିଗତ ଜୀବନ ଯାଏ...

ନିର୍ବନ୍ଧରେ ସବୁଠୁ ଦାମୀ ମୁଦି ପିନ୍ଧିଥିଲେ ଏହି ଅଭିନେତ୍ରୀ, ବିରୁଷ୍କା ବି ପଛରେ

୨୦୧୬ରେ ଆମୀର ଖାନଙ୍କ ସୁପରହିଟ ଚଳଚ୍ଚିତ୍ର ‘ଗଜିନରେ’ ଅଭିନୟ କରିଥିଲେ ଅଭିନେତ୍ରୀ ଆସିନ ଥଟ୍ଟୁମକାଲ। ସେ ଦକ୍ଷିଣ ଭାରତର ସବୁଠାରୁ ଦାମୀ ଅଭିନେତ୍ରୀ ଭାବେ ମଧ୍ୟ...

ଫିଲ୍ମର ବଜେଟ୍‌ ୨୮୦, ଶାହାରୁଖ୍‌ ନେବେ ୧୦୦ କୋଟି

ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାନ୍‌ ତାଙ୍କର ଆଗାମୀ ଫିଲ୍ମ ‘ପଠାନ’କୁ ନେଇ ଅନେକ ଦିନ ହେବ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମର ଶୁଟିଂ ପାଇଁ ଶାହାରୁଖ୍‌ ଏବେ...

ତନୁଶ୍ରୀ ଦତ୍ତଙ୍କୁ ପୂରିଲା ୩୬: ଇମରାନ୍‌ ହାସମୀଙ୍କ ସହିତ ଲିପ୍‌ଲକ୍‌ ନେଇ ବଲିଉଡ୍‌ରେ ହୋଇଥିଲା ଚର୍ଚ୍ଚା…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଗୁରୁବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୪ ମାର୍ଚ୍ଚ ୧୯ରେ ଜାମ୍‌ସେଦ୍‌ପୁରଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନେତା ଇମରାନ୍‌...

ଏହି କାରଣ ପାଇଁ ଫିଲ୍ମଠାରୁ ଦୂରେଇ ଯାଇଛନ୍ତି ବିପାଶା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ବର୍ତ୍ତମାନ ଲାଇମ୍‌ଲାଇଟ୍‌ରୁ ଦୂରେଇ ଯାଇଛନ୍ତି। ଶେଷଥର ପାଇଁ ସେ ୨୦୧୫ରେ ଫିଲ୍ମ ‘ରାଜ୍‌’ରେ ଅଭିନୟ କରିଥିଲେ। ସେ ଦୁଇ...

୧୦ ମିନିଟ୍‌ ଗାଇବା ଲାଗି ୧.୫ କୋଟି ପାଉଣା !

ବମ୍ବେ: ୧୦ ମିନିଟ୍‌କୁ ୧.୫ କୋଟି ଟଙ୍କା ପାଉଣା। ଖ୍ୟାତନାମା ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ଉତ୍ସବରେ ଗୀତ ଗାଇ ଏଭଳି...

Advertisement
Archives

Model This Week