କିଡନୀ ରୋଗର ଅନୁଧ୍ୟାନ ପାଇଁ ମାଙ୍କଡକେନ୍ଦାରେ ଡାକ୍ତରୀ ଟିମ୍‌

କୁଆମରା,୮ା୮(ଡି.ଏନ୍‌.ଏ.): ଆଦିବାସୀ ଅଧ୍ୟୁଷିତ ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ମାଙ୍କଡକେନ୍ଦା ଗ୍ରାମର ୧୧ ନମ୍ବର ୱାର୍ଡରେ କିଡିନୀ ରୋଗ ଆତଙ୍କ ଦେଖା ଦେଇଛି। କିଛି ଦିନ ମଧ୍ୟରେ ଏହି ରୋଗରେ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଅଛନ୍ତି। ଏଥିନେଇ ଗାଁରେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ଏହି ରୋଗ ସମ୍ପର୍କରେ ଅନୁଧ୍ୟାନ ପାଇଁ ବୁଧବାର ବାରିପଦାସ୍ଥିତ ପିଆରଏମ ମେଡିକାଲ କଲେଜର ମେଡିସିନ ବିଭାଗ ମୁଖ୍ୟ ପ୍ରଫେସର ଡା. ଠାକୁରା ସେରେନଙ୍କ ନେତୃତ୍ୱରେ ପାଥଲୋଜି ବିଭାଗର ଡା.ଉପାସନା ଦାସ, ଡା.ଅମ୍ରିତା କୁମାରୀ, ଜିଲା ମୁଖ୍ୟ ଚିକିତ୍ସାଳୟର ଡା. ଅରୁପ ଅଭିଷେକ, ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ପରମଜିତ ମହାନ୍ତି, ବିପିଏମ ଅନୁଭବ ପଟ୍ଟନାୟକ, ସୁପରଭାଇଜର ମହେନ୍ଦ୍ର ନାଥ ସେଠୀଙ୍କ ସମେତ ଏକ ୧୪ ଜଣିଆ ଟିମ୍‌ ଗାଁରେ ପହଞ୍ଚି ଥିଲେ। ମୋଟ ୧୫ ଆକ୍ରାନ୍ତ ବ୍ୟକ୍ତିଙ୍କ ଠାରୁ ରକ୍ତ ନମୁନା ସଂଗ୍ରହ କରି ଏହି ଟିମ୍‌ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କୁ ଦରମା ନ ଦେବା ଅଭିଯୋଗ: ସଫେଇ ସଂସ୍ଥା ମୁଖ୍ୟ ଗିରଫ

ବାରିପଦା ଅଫିସ, ୨୫ା୧୦- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ଦୀର୍ଘ ଦିନ ହେବ ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନ କରାଯାଉ...

୬ ଫୁଟ ଲମ୍ବର ବୋଡ଼ା ଉଦ୍ଧାର

ଠାକୁରମୁଣ୍ଡା,୧୮ା୯(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମ୍ପାଝର ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ୬ ଫୁଟ ଲମ୍ବର ବୋଡା ସାପ ଉଦ୍ଧାର ହୋଇଛି। ଗ୍ରାମର ଗଙ୍ଗାଧର ମହାନ୍ତଙ୍କ...

ପୂର୍ବତନ ବିଧାୟକଙ୍କଠାରୁ ଟଙ୍କା ଲୁଟି ନେଲେ

ରାଇରଙ୍ଗପୁର,୨୮ା୮(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୂର୍ବତନ ବିଧାୟକ ସାଇବା ସୁଶୀଲ ହାଁସଦାଙ୍କଠାରୁ ଶନିବାର ଦୁର୍ବୃତ୍ତମାନେ ୮୧ ହଜାର ଟଙ୍କା ଲୁଟି ନେଇଛନ୍ତି । ଏନେଇ ବହଳଦା...

ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ବଡ଼ପାଖଣା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ...

ମହିଳାଙ୍କଠାରୁ ୯୦ ହଜାର ଲୁଟ୍‌

ବାରିପଦା ଅଫିସ,୫ା୧୨- ବାରିପଦା ସହରର ଭଞ୍ଜପୁର ଅଞ୍ଚଳରୁ ବୁଧବାର ଜଣେ ମହିଳାଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ଯମୁନାଦେଇପୁରର ବିଳାସ...

ମୟୂରଭଞ୍ଜ ଛଉନୃତ୍ୟ ଦଳର ବିଦେଶ ଯାତ୍ରା

ବାରିପଦା ଅଫିସ, ୩୦।୧୧- ମୟୂରଭଞ୍ଜ ଛଉନୃତ୍ୟର ପ୍ରଚାର ପ୍ରସାର ଲାଗି ଜିଲା ପ୍ରଶାସନ ପକ୍ଷରୁ ୨୦୧୬ରୁ କାର୍ଯ୍ୟକାରୀ ହେଉଥିବା ପ୍ରୋଜେକ୍ଟ ଛାଉଣୀର ଏକ ନୃତ୍ୟଦଳ ଓ୍ବେଷ୍ଟଇଣ୍ଡିଜ...

ଛାତରୁ ପ୍ଲାଷ୍ଟର ଖସିି ଛାତ୍ର ଆହତ

ବିଶୋଇ,୫।୧୧(ଡି.ଏନ୍‌.ଏ): ଶିକ୍ଷାର୍ଥୀଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟ ଗୁଡ଼ିକୁ ନୂଆ ରୂପ ଦେଉଛନ୍ତି। ସ୍ମାର୍ଟ କ୍ଲାସ୍‌ ରୁମ୍‌...

ଏମ୍‌ପିସି କଲେଜ ସମସ୍ୟାର ସମାଧାନ ଦାବି କଲା ‘ମାସା’

ବାରିପଦା ଅଫିସ,୨୨।୮- ବାରିପଦା ତକତପୁର ସ୍ଥିତ ଏମପିସି ସ୍ବୟଂଶାସିତ କଲେଜରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ (ମାସା) ପକ୍ଷରୁ...

Advertisement
Archives

Model This Week