ସୁସ୍ଥ କିଡନୀ ପାଇଁ ଖାଆନ୍ତୁ…

ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ପାଇଁ ସମୟ ବାହର କରିବା କଷ୍ଟକର ହୋଇପଡ଼ୁଛି। ଖାଦ୍ୟ ଖାଇବାର ଅନିୟମିତତା ଯୋଗୁ ଶରୀରରେ ବିଭିନ୍ନ ପ୍ରକାର ରୋଗ ମାଡିବସୁଛି। ସେଥିମଧ୍ୟରୁ କିଡନୀ ସମସ୍ୟା ଅନ୍ୟତମ। ଏହି ସମସ୍ୟାରୁ ମୁକ୍ତି ପାଇବାକୁ ହେଲେ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ ପଡେ। ଆମେରିକାନ ସୋସାଇଟି ଅଫ୍‌ ନେଫ୍ରୋଲୋଜୀର କ୍ଲିନିକାଲ୍‌ ଜର୍ନାଲ ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନ ଅନୁସାରେ କିଡନୀ ରୋଗୀ ଅଲିଭ୍‌ ଅଏଲ୍‌ରୁ ପ୍ରସ୍ତୁତ ଖାଦ୍ୟ, ଫଳ, ପାସ୍ତା, ଗହମ, ଅଳ୍ପ ମାଛ ଖାଇବା ଆବଶ୍ୟକ। ଏହାସହ ପ୍ରୋଟିନ ଜାତୀୟ ଖାଦ୍ୟକୁ ନିର୍ଦ୍ଦିଷ୍ଟ ପରିମାଣରେ ଖାଇଲେ  କିଡନୀ ସୁସ୍ଥ ରହିଥାଏ। କିଡନୀ ରୋଗ ସହିତ ହୃଦରୋଗର ଗଭୀର ସମ୍ବନ୍ଧ ରହିଛି। ତେଣୁ ହୃତପିଣ୍ଡକୁ ସୁସ୍ଥ ରଖିବା ଭଳି ଖାଦ୍ୟ ଯେପରିକି ସବୁଜ ପନିପରିବା ଏବଂ ଶାଗ ପ୍ରଚୁର ପରିମାଣରେ ଖାଆନ୍ତୁ। କ୍ଷୀରରୁ ସର କାଢି ପିଅନ୍ତୁ। ସେହିପରି କମ କ୍ୟାଲୋରୀଯୁକ୍ତ ଦହି, ଛେନା ଇତ୍ୟାଦି ଆପଣଙ୍କୁ ଫିଟ ରଖିବ। କିଡନୀ ସମସ୍ୟା ଥିଲେ ଉପଯୁକ୍ତ ପରିମାଣରେ ପୋଟାସିୟମ ଯୁକ୍ତ ଖାଦ୍ୟ ଖାଇବାକୁ ପ୍ରୟାସ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବଟର ଚିକେନ୍‌

ଆବଶ୍ୟକ ସାମଗ୍ରୀ: ୨ ଟେବ୍‌ଲସ୍ପୁନ୍‌ ତେଲ, ୧ ଟେବଲ୍‌ସ୍ପୁନ୍‌ ବଟର, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ୧ ଟି ସ୍ପୁନ୍‌ ଅଦା ଛେଚା...

ଏସବୁ କଥା କେବେ କୁହନ୍ତୁନି କାହାକୁ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଜୀବନର ଅନେକ ଦିଗ ଉପରେ ବର୍ଣ୍ଣନା କରିଛନ୍ତି। ତାଙ୍କ ନୀତି ଗ୍ରହଣ କରି ଜଣେ ଖୁସିରେ ଜୀବନଯାପନ କରିପାରିବ।...

ବରଫ ସ୍ଖଳନ

କୌଣସି ତିଖ ପାହାଡ଼ର ପାର୍ଶ୍ୱରୁ ବରଫର ଏକ ବିଶାଳ ଖଣ୍ଡ ଖସି ତଳକୁ ଦ୍ରୁତ ଗତି କରିବା ଆରମ୍ଭ କଲେ ଏହାକୁ ବରଫ ସ୍ଖଳନ (Avalanche)...

ନବଜାତ ଶିଶୁ ଇସାରାରେ କହିଥାନ୍ତି ନିଜ ସମସ୍ୟା

ନବଜାତ ଶିଶୁ କଥା କହିପାରି ନ ଥାନ୍ତି। ମାତ୍ର ସେମାନେ ନିଜର ଖୁସି ତଥା କଷ୍ଟକୁ ଇସାରାରେ ପ୍ରକାଶ କରିଥାନ୍ତି। ଶିଶୁ କାନ୍ଦିବାଠାରୁ ଆରମ୍ଭକରି ହାକୁଟିମାରିବା,...

ବ୍ୟବସାୟରେ ଲାଭ ହେଉନାହିଁ କି? ଏସବୁ ଉପାୟ ଆପଣାଇ ଦିନ କେଇଟାରେ ଦେଖନ୍ତୁ ଫରକ

ବ୍ୟବସାୟୀଙ୍କ ମନରେ ବେପାର ନ ହେବାର ଡ଼ର ସବୁବେଳେ ରହିଥାଏ। କାରଣ ଅନେକ ସମୟରେ ପରିଶ୍ରମ ସତ୍ତ୍ୱେ ବ୍ୟବସାୟରେ ଆଶାତୀତ ସଫଳତା ମିଳି ନ ଥାଏ।...

ଆକର୍ଷଣୀୟ ଯେମିତି ଆରାମଦାୟକ ସେମିତି

ଝୁଲାରେ ବସି ଟିକେ ଝୁଲିଗଲେ ଶରୀରକୁ ବେଶ୍‌ ଆରାମ ଲାଗିଥାଏ। ପୂର୍ବେ ଏହାକୁ କେବଳ ବାଲକୋନିରେ ଟଙ୍ଗା ଯାଉଥିବାର ଦେଖିବାକୁ ମିଳୁଥିଲା। କିନ୍ତୁ ଏବେ ଟ୍ରେଣ୍ଡ...

ସୂର୍ଯ୍ୟକିରଣ ଓ ଅସ୍ଥି

ଅସ୍ଥି ମଜଭୁତ ରହିବା ପାଇଁ ଭିଟାମିନ୍‌ ‘ଡି’ର ପ୍ରମୁଖ ଭୂମିକା ରହିଛି। ତେଣୁ ଏପରି ଭିଟାମିନ୍‌ଯୁକ୍ତ ଖାଦ୍ୟକୁ ଆମେ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା...

ଘରେ ଆର୍ଥିକ ଅଭାବ ଲାଗି ରହୁଛି କି? ସୁଧାର ପାଇଁ ଆପଣାନ୍ତୁ ଏହି ୫ ଉପାୟ; କିଛି ଦିନ ମଧ୍ୟରେ ଫରକ ଦେଖନ୍ତୁ..

ବାସ୍ତୁଶାସ୍ତ୍ରକୁ ବହୁତ ପ୍ରଭାବଶାଳୀ ବୋଲି ବିବେଚନା କରାଯାଏ। ଘରେ ଆର୍ଥିକ ଅଭାବ ଲାଗି ରହୁଥିଲେ ,ଏହାକୁ ଆପଣାଇବା ଦ୍ୱାରା ସ୍ଥିତିରେ ସୁଧାର ଆସିଥାଏ ବୋଲି ମାନ୍ୟତା...

Advertisement
Archives

Model This Week