କିଡ୍‌ନୀ ରୋଗୀ ଧ୍ୟାନ ଦିଅନ୍ତୁ

କିଡ୍‌ନୀ ରକ୍ତରୁ ନିର୍ଗତ ବିଷାକ୍ତ ପଦାର୍ଥକୁ ଛାଣି ଶରୀରରୁ ବାହାରକୁ ନିଷ୍କାସିତ କରେ। ଯେତେବେଳେ ଏହା କାମ କରିବା ବନ୍ଦ କରେ, ଶରୀରରେ ବିଷାକ୍ତ ପଦାର୍ଥ ଜମା ହୋଇ ବିଭିନ୍ନ ସମସ୍ୟା ସୃଷ୍ଟି ହୁଏ। ଅଧିକାଂଶ ସମୟରେ ମହିଳାଙ୍କଠାରେ ଏ ସମସ୍ୟା ଦେଖାଦେଉଥିଲେ ମଧ୍ୟ ଲକ୍ଷଣକୁ ଅଣଦେଖା କରୁଥିବାରୁ ବିପଜ୍ଜନକ ପରିସ୍ଥିତି ସୃଷ୍ଟି ହୁଏ। ଦିନସାରା ଅତିକମ୍‌ରେ ୨ ରୁ ୩ ଲିଟର ପାଣି ପିଅନ୍ତୁ। ଏହାଦ୍ୱାରା ବିଷାକ୍ତ ପଦାର୍ଥ ପରିସ୍ରା ଦେଇ ନିଷ୍କାସିତ ହୋଇଯିବ। ତାଜା ଫଳ ଏବଂ ଜୁସ୍‌ ସେବନ ଦ୍ୱାରା କିଡ୍‌ନୀ ପରିଷ୍କାର ରହିଥାଏ। ସବୁଜ ପନିପରିବା ଏବଂ ଶାଗ କିଡ୍‌ନୀକୁ ଡିଟକ୍ସ କରିଥାଏ। ଫାଇବର୍‌ ଯୁକ୍ତ ଆହାର ସେବନ କରନ୍ତୁ ଯେଉଁଥିରେ ବିଟ୍‌, ମୂଳା, ବନ୍ଧାକୋବି, ବ୍ରୋକୋଲି ସାମିଲ ଥିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିଶକ୍ତିକୁ ଦୃଢ଼ କରେ ଚକୋଲେଟ୍‌

ଚକୋଲେଟ୍‌ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ଦୃଢ଼ କରିଥାଏ ବୋଲି ଲଣ୍ଡନ ୟୁନିଭର୍ସିଟିର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଚକୋଲେଟ୍‌ର ସ୍ବାସ୍ଥ୍ୟୋପକାରୀ ଗୁଣ ବିଷୟରେ ତର୍ଜମା...

ସ୍ମାର୍ଟ କିଚେନ୍‌

ଆଜିକାଲି ସମସ୍ତେ ମଡ୍ୟୁଲାର କିଚେନ୍‌ ପସନ୍ଦ କରୁଛନ୍ତି। କିଚେନ୍‌ ମଡ୍ୟୁଲାର ହେବା ସହ ଏହାର ଯତ୍ନନେବା ମଧ୍ୟ ଜରୁରୀ। ଏହାର ସଫାସୁତରା ପ୍ରତି ମଧ୍ୟ ଧ୍ୟାନ...

କରୋନା ଭୟରେ ଫିକା ପଡ଼ିପାରେ ହୋଲି: ସୁରକ୍ଷା ପାଇଁ ଘରେ ଏଭଳି ପ୍ରସ୍ତୁତ କରନ୍ତୁ ପ୍ରାକୃତିକ ରଙ୍ଗ

ଆସୁଛି ହୋଲି। ରଙ୍ଗର ଏହି ପର୍ବକୁ ପାଳନ କରିବାକୁ ଏବେଠୁ ରାସ୍ତାକଡ଼ରେ ଖୋଲିଲାଣି ବିଭିନ୍ନ ଦୋକାନ। ହେଲେ ଚଳିତ ବର୍ଷ କରୋନା ଯୋଗୁ ହୋଲି ପାଳନ...

ଭେଣ୍ଡି ଦୋପିଆଜା

ଆବଶ୍ୟକ ସାମଗ୍ରୀ: ଭେଣ୍ଡି- ୫୦୦ଗ୍ରାମ୍‌, ଅଦା- ୧ ଇଞ୍ଚ, ପିଆଜ- ୨ଟି ବଡ଼, ଜିରା- ୧ ଚାମଚ, ହଳଦୀ ଗୁଣ୍ଡ- ଅଧା ଚାମଚ, ଲଙ୍କା ଗୁଣ୍ଡ...

ଏସବୁ ଘରୋର ଉପଚାରରେ ଦୂର ହେବ ଗ୍ୟାସ ସମସ୍ୟା

ବର୍ତ୍ତମାନ ସମୟରେ ପେଟ ଗ୍ୟାସ ହେବା ମୁଖ୍ୟ ସମସ୍ୟା ପାଲଟିଛି। ବେଳେବେଳେ ଗ୍ୟାସ ଯୋଗୁ ପେଟ ଦରଜ ହେବା ସହ ଭୀଷଣ ମୁଣ୍ଡ ବିନ୍ଧା ହୋଇଥାଏ।...

ତ୍ୱଚା ଲାଗିବ ଅଧିକ ଆକର୍ଷଣୀୟ

ସୁନ୍ଦର ଦେଖାଯିବା ଲାଗି ଯେ, କେବଳ ବ୍ୟୁଟି ପାର୍ଲର ଯିବା କିମ୍ବା ଦାମୀ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର କରିବା ଆବଶ୍ୟକ ତା’ ନୁହେଁ ବରଂ ଆପଣ...

ଶୀତଦିନେ ପିଅନ୍ତୁ ଗୁଡ ମିଶ୍ରିତ କ୍ଷୀର

ଶୀତଦିନ ଆସିଲେ ଥଣ୍ଡା ସର୍ଦ୍ଦି ଏକ ସାଧାରଣ ସମସ୍ୟା ପାଲଟି ଯାଇଥାଏ। ହେଲେ ଘରୋଇ ଉପଚାର ମାଧ୍ୟମରେ ଆମେ ଏହାକୁ ସହଜରେ ଠିକ୍‌ କରିପାରିବା। ବିଶେଷ...

ବିମାନ ଯାତ୍ରା ସମୟରେ ଏସବୁ ଖାଦ୍ୟପଦାର୍ଥ ପ୍ରତି ରହିଛି ପ୍ରତିବନ୍ଧକ

ସାଧାରଣତଃ ଲୋକେ ବସ୍‌, ଟ୍ରେନ୍‌ କିମ୍ବା ବିମାନରେ ଯାତ୍ରା କରିବା ସମୟରେ ସାଙ୍ଗରେ କିଛି ଖାଦ୍ୟପଦାର୍ଥ ନେଇଥାନ୍ତି। କାରଣ ଯାତ୍ରା ଯେପରି ବୋରିଂ ନ ହେବ।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *