କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ…

ସକାଳୁ କିଛି ସମୟ ବ୍ୟାୟାମ କରିବା ପରେ କିଛି ଅଙ୍ଗୁର ଖାଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। ନିୟମିତ ଏପରିକଲେ କିଡ୍‌ନୀ ଷ୍ଟୋନରୁ ମୁକ୍ତି ମିଳିଥାଏ। ଅଙ୍ଗୁରରେ ପୋଟାସିୟମ ସହିତ ପ୍ରଚୁର ପରିମାଣରେ ଜଳୀୟ ଅଂଶ ଅଛି। ଏଥିରେ ଆଲୁବୁମିନ୍‌ ଓ ସୋଡିୟମ କ୍ଲୋରାଇଡ଼୍‌ ମଧ୍ୟ ରହିଥାଏ। ଏହା ଶରୀରରେ ଥିବା ବିଭିନ୍ନ ଜଳୀୟ ଅଂଶର ଦ୍ରବଣୀୟତା ବୃଦ୍ଧି କରିଥାଏ। ଫଳରେ ଅସମୋରେଗୁଲେସନ୍‌ ପ୍ରକିୟା ସ୍ବାଭାବିକ ଭାବେ ସମ୍ପନ୍ନ ହୁଏ। ଏହାଦ୍ୱାରା କିଡ୍‌ନୀ ଉପରେ ଚାପ କମିଥାଏ । ଫଳରେ ଶରୀର ସୁସ୍ଥ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri