କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଯାଜପୁର ରୋଡ୍‌,୪ା୧୨(ନି.ପ୍ର.)- ଯାଜପୁର ରୋଡ୍‌ କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ ମଙ୍ଗଳବାର ଡ ପ୍ରିୟଙ୍କା ରେଡ୍ଡିଙ୍କ ଉଦ୍ଦେଶ୍ୟରେ ଏକ କ୍ୟାଣ୍ଡେଲ ସୋଭାଯାତ୍ରା କରାଯାଇଛି। କିନ୍ନର ସଂଘର କାଜଲ ନାୟକ ଓ ଲଭ୍‌ଲୀଙ୍କ ସହ ବହୁ କିନ୍ନର ଯୋଗଦେଇ ଗୋପବନ୍ଧୁ ଛକଠାରେ କ୍ୟାଣ୍ଡେଲ ଜାଳି ଆତ୍ମର ସଦ୍‌ଗତି କାମନା କରିଥିଲେ। ଏଥିସହ ଗଣ ବଳାତ୍କାର କରିଥିବା ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳକୁ ନେଇ ଯୁବକକୁ ମରଣାନ୍ତକ ଆକ୍ରମଣ

ପୋଲସରା,୨୫ା୧୦(ଡି.ଏନ୍‌.ଏ.)-ପୋଲସରା ଥାନା ତ୍ରିନାଥ ମନ୍ଦିର ନିକଟରେ ଚାଲିଥିବା ଜୁଆଖେଳକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ରବିବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ପୋଲସରାର ରତନେଇ ସାହିର ସୁଶାନ୍ତ...

ବେକରି ଫ୍ୟାକ୍ଟ୍ରିକୁ ଯାଉଥିଲା ପଚା ଅଣ୍ଡା: ରାସ୍ତାରେ ଜବତ କଲା ସିଏମ୍‌ସି

କଟକ ଅଫିସ,୬।୧୦: କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଅଟୋରେ ଯାଉଥିବା ୧୦ ପେଟି ପଚା ଅଣ୍ଡା ଜବତ କରିଛି। ଏହି ଅଣ୍ଡାକୁ ପାଉଁରୁଟି, କେକ...

ସ୍ବଚ୍ଛ ଗ୍ରାମ କଣ୍ଟାବଣିଆ: ବାହାରେ ମଳତ୍ୟାଗ କଲେ ୧ହଜାର ଜରିମାନା

କଥାରେ ଅଛି ଗାଁ ପରିମଳ ଧୋବା ତୁଠରୁ। ଏହାକୁ ଅକ୍ଷରେ ଅକ୍ଷରେ ପାଳନ କରିଛନ୍ତି ନୟାଗଡ଼ ଜିଲା ସଦର ବ୍ଲକ ବାଲୁଗାଁ ପଞ୍ଚାୟତର କଣ୍ଟାବଣିଆ ଗ୍ରାମବାସୀ।...

କ୍ଷତିପୂରଣ ଦାବି କଲେ ଚାଷୀ

ଭଦ୍ରକ ଅଫିସ, ୨୮ା୫- ବାତ୍ୟା ଅମ୍ଫନ୍‌ ଓଡ଼ିଶାରେ ଅତ୍ୟନ୍ତ କ୍ଷତିଗ୍ରସ୍ତ କରିଛି। ମୁଖ୍ୟତଃ ଏହାଦ୍ୱାରା ଚାଷୀ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଭଦ୍ରକ ଜିଲାର ଚାଷୀ, କୃଷି...

ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ

ବୌଦ୍ଧ,୭ା୬(ସ୍ବ.ପ୍ର.): ବୌଦ୍ଧ ସହର ନିକଟବର୍ତ୍ତୀ ମୁରୁଷୁଣ୍ଡି ପଞ୍ଚାୟତର ସରଣ୍ଡା ଗ୍ରାମରେ ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର...

ବାର୍‌ହା ଫାଶରେ ପଡ଼ି ଯୁବକ ଗୁରୁତର

ଲୋଇସିଂହା,୬।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସିଆଲବାହାଲି ଗାଁରେ ବିଛାଯାଇଥିବା ବାର୍‌ହା ଫାଶରେ ପଡ଼ି ଜଣେ ଯୁବକ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ସେ...

ଅତାବିରା ବିଧାନସଭାରେ ସ୍ନେହାଙ୍ଗିନୀ ଛୁରିଆ ଆଗୁଆ

ଅତାବିରା,୨୩।୫: ଅତାବିରା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଗରେ ଅଛନ୍ତି। ସ୍ନେହାଙ୍ଗିନୀ ୧୭୮୧୪ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ଭାଜପା ପ୍ରତିଦ୍ୱନ୍ଦ୍ୱୀ ୧୩୧୦୯...

କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍‌ କଭର ମଧ୍ୟରେ ଏହି...

Advertisement
Archives

Model This Week