କିମ୍‌ଙ୍କ କ୍ରୁରତା ମାନବିକତା ଲଂଘିଲା: ଜେନେରାଲଙ୍କୁ ପିରାନ୍ନା ମାଛ ଟ୍ୟାଙ୍କ୍‌ରେ ପିଙ୍ଗିଲେ

ପୋୟଙ୍ଗ୍‌ୟାଙ୍ଗ୍‌,୧୨।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ କ୍ରୁରତା ମାନବିକତା ଲଂଘିଛି। ସେ ତାଙ୍କ ଜେନେରାଲଙ୍କୁ ମଣିଷକୁ ମାରି ଖାଉଥିବା ପିରାନ୍ନା ମାଛ ଟ୍ୟାଙ୍କରେ ଫିଙ୍ଗିଦେଇଛନ୍ତି। ଜେନେରାଲଙ୍କ ବିରୋଧରେ କ୍ଷମତା ଦଖଲ ଷଡ଼ଯନ୍ତ୍ର ଅଭିଯୋଗ ହୋଇଥିଲା। ଜେନେରାଲଙ୍କୁ ପିରାନ୍ନା ମାଛଙ୍କ ଖାଦ୍ୟ କରାଯିବା ପୂର୍ବରୁ ତାଙ୍କର ଦୁଇ ହାତ କାଟି ଦିଆଯାଇଥିଲା। ତେବେ ଜେନେରାଲଙ୍କ ନାମ ପ୍ରକାଶ କରାଯାଇନାହିଁ। ସୂଚନାଯୋଗ୍ୟ, ଅନ୍ୟ ପ୍ରାଣୀକୁ ମାରି ଖାଉଥିବା ଏହି ମାଛକୁ ସଇତାନ୍‌ ମାଛ କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫଳ ଝୁଲାଇଲା ଝୁଲା ରାଜ୍ୟ

ଓ୍ବାଶିଂଟନ,୫ା୧୧(ପି.ଟି./ଆଇଏଏନ୍‌ଏସ୍‌): ଆମେରିକାରେ ଭୋଟ ଗଣତି ଜାରି ରହିଥିବାରୁ ହ୍ବାଇଟ୍‌ ହାଉସ୍‌ ଦୌଡ଼ରେ କିଏ ବିଜୟୀ ହେବେ ତାହା ଅଦ୍ୟାବଧି ସ୍ପଷ୍ଟ ହୋଇନାହିଁ। ତେବେ ଉଭୟ ରିପବ୍ଲିକାନ୍‌...

ବାଇଡେନଙ୍କ ଶପଥ ଗ୍ରହଣ ଉତ୍ସବକୁ ଟାର୍ଗେଟ କରିଛନ୍ତି ଟ୍ରମ୍ପ ସମର୍ଥକ !

ୱାଶିଂଟନ,୧୩ ।୧: ଆମେରିକା ସୁରକ୍ଷା ଏଜେନ୍ସି ଫେଡେରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେଶନ(ଏଫ୍‌ବିଆଇ) ଓ ହୋମଲ୍ୟାଣ୍ଡ ସିକ୍ୟୁରିଟି ଏକ ନୂଆ ଚେତାବନୀ ଜାରି କରିଛନ୍ତି । ଏମାନେ...

ଚାଇନାକୁ ଘେରିବା ପାଇଁ ‘ଅକସ୍‌’

ଓ୍ବାଶିଂଟନ/ଲଣ୍ଡନ,୧୭ା୯ସେପ୍ଟେମ୍ବର ୧୦ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ଙ୍କ ସହ ଫୋନ୍‌ରେ ଆଫଗାନିସ୍ତାନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଦୁଇ ନେତାଙ୍କ...

ଟ୍ରମ୍ପଙ୍କ ସହ ଚା’ ପିଇଲେ ଦେବାକୁ ପଡ଼ୁଛି ୩୭ ଲକ୍ଷ, ଫଟୋ ଉଠାଇବାକୁ ୨୨ ଲକ୍ଷ

ଓ୍ବାଶିଂଟନ,୧୫।୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚର୍ଚ୍ଚାରେ ରହିବାକୁ ପସନ୍ଦ କରନ୍ତି। ଏବେ ସେ ନିଜର ବୟାନ ପାଇଁ ନୁହେଁ, ବରଂ ରୋଜଗାରକୁ ନେଇ...

ଇସ୍ରାଏଲରେ ବାଇଡେନ୍‌

ତେଲ ଅଭିଭ୍‌ , ୧୪।୭: ଇସ୍ରାଏଲର ତେଲ ଅଭିଭ୍‌ ବିମାନବନ୍ଦରରେ ବୁଧବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ପ୍ରଧାନମନ୍ତ୍ରୀ ୟେର୍‌ ଲ୍ୟାପିଡ୍‌ଙ୍କ ସହ ରାଷ୍ଟ୍ରପତି ଆଇଜାକ୍‌...

ଜେସିଣ୍ଡାଙ୍କ ନାମରେ କୀଟ

ଓ୍ବେଟା ପ୍ରଜାତିର ଏହି ନୂଆ କୀଟର ନାମ ହେଉଛି ହେମିଆଣ୍ଡ୍ରସ୍‌ ଜେସିଣ୍ଡା। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନଙ୍କ ନାମାନୁସାରେ ବିଶାଳ କୀଟର ନାମକରଣ କରାଯାଇଥିବାରୁ ସେ...

ଲଣ୍ଡନ ଗଲେ ନଓ୍ବାଜ

ଲାହୋର,୧୯।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ମଙ୍ଗଳବାର ଲଣ୍ଡନ ଗସ୍ତ କରିଛନ୍ତି। ଅସୁସ୍ଥ ଥିବା ଶରିଫ ଅଧିକ ଚିକିତ୍ସା ପାଇଁ ଏକ ଏୟାର ଆମ୍ବୁଲାନ୍ସ...

ଆର୍ଥିକ ସଙ୍କଟରୁ ମୁକ୍ତି ପାଇଁ ୬ ମାସରେ ଆବଶ୍ୟକ ୩ ବିଲିୟନ୍‌ ଡଲାର, ଅର୍ଥମନ୍ତ୍ରୀଙ୍କ ସୂଚନା…

କଲମ୍ବୋ, ୯।୪ : ଶ୍ରୀଲଙ୍କାରେ ଉତ୍କଟ ଆର୍ଥିକ ଜାରି ରହିଛି। ଏଥିରୁ ମୁକ୍ତି ଲାଗି ଆସନ୍ତା ୬ ମାସ ମଧ୍ୟରେ ୩ ବିଲିୟନ୍‌ ଡଲାର ଆବଶ୍ୟକ...

Advertisement
Archives

Model This Week